Home Middle

ସମୁଦ୍ର ଉପରେ ନଜର ରଖିବ କ୍ୱାଡ୍‌, ଚାଇନାର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ, ୨୨।୫ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ତିନି ମାସ ପୂରଣ ହୋଇଛି। ଏପରିସ୍ଥଳେ ଆୟୋଜିତ ହେଉଥିବା କ୍ୱାଡ ସମ୍ମିଳନୀ ଉପରେ ସମଗ୍ର ବିଶ୍ୱର ଆଖି ରହିଛି। କ୍ୱାଡର ଏହି ସମ୍ମିଳନୀ ମେ ୨୪ରେ ଜାପାନର ରାଜଧାନୀ ଟୋକିଓରେ ଅନୁଷ୍ଠିତ ହେବ। ଏହି…

ମରିୟମଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଲେ ଇମ୍ରାନ

ଇସଲାମାବାଦ,୨୨ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଇମ୍ରାନ ଖାନ୍‌ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଯାଇଛନ୍ତି। ମୁଲତାନରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ଇମ୍ରାନ ସମ୍ମାନର ସମସ୍ତ ସୀମା ଅତିକ୍ରମ କରିଥିଲେ। ମରିୟମଙ୍କ ଏକ ରାଲି ବିଷୟରେ…

ମୋଦିଙ୍କୁ ପ୍ରଶଂସା କଲେ ଇମ୍ରାନ୍‌…

ଇସଲାମାବାଦ, ୨୨।୫ : ଆମେରିକାର ଚାପ ସତ୍ତ୍ୱେ ରୁଷିଆରୁ ସବସିଡିଯୁକ୍ତ ଅଶୋଧି ତୈଳ କ୍ରୟ କରୁଥିବାରୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଏକ ସ୍ବାଧୀନ ବହିର୍ବ୍ୟାପାର ନୀତି ସାହାଯ୍ୟରେ ଏହା…

ଚାଇନାକୁ ଆପଲର ଝଟ୍‌କା, ଭାରତରେ ଉତ୍ପାଦନ ଯୋଜନା…

ଓ୍ବାଶିଂଟନ, ୨୨।୫ : କରୋନା ସଂକ୍ରମଣ ଯୋଗୁ ଚାଇନାରେ କଡା ପ୍ରତିବନ୍ଧକ ଲଗାଯାଇଛି। ଏପରିସ୍ଥଳେ ପ୍ରସିଦ୍ଧ କମ୍ପାନୀ ଆପଲ ଚାଇନା ବାହାରେ ବ୍ୟବସାୟ କରିବା ବିଷୟରେ ସୂଚନା ଦେଇଛି। ୱାଲ ଷ୍ଟ୍ରିଟ ଜର୍ଣ୍ଣାଲରେ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କମ୍ପାନୀ…

ଭୂପେଶ ବଘେଲାଙ୍କୁ ଗୁଳି କରିବା ଲାଗି ରାଷ୍ଟ୍ରପତିଙ୍କ ଅନୁମତି ଲୋଡ଼ିଲେ ଯୁବକ…

ନୂଆଦିଲ୍ଲୀ, ୨୨।୫ : ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କୁ ଗୁଳି କରିବା ପାଇଁ ଜଣେ ଯୁବକ ରାଷ୍ଟ୍ରପତିଙ୍କ ଅନୁମତି ଲୋଡ଼ିଛନ୍ତି। ଏନେଇ ସେ ଫେସବୁକରେ ଏହି ଅନୁମତି ମାଗିଛନ୍ତି। ଏହା ପରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଏହି ମାମଲା…

ସ୍ବାମୀଙ୍କ ସମ୍ପର୍କୀୟ ଦର୍ଶାଇ କାହାକୁ ଅଭିଯୁକ୍ତ କରାଯାଇ ପାରିବ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୨୨।୫ : ପାରିବାରିକ ହିଂସା ମାମଲାରେ ଦିଲ୍ଲୀର ଏକ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଦାଲତ କହିଛନ୍ତି ଯେ ଘରୋଇ ହିଂସା ମାମଲାରେ କୌଣସି ମହିଳା ଅତୀତ କିମ୍ବା ବର୍ତ୍ତମାନ ତାଙ୍କ ସହ ଗୋଟିଏ ଛାତ ତଳେ ରହୁ…

ବାଂଲାଦେଶ ଭୋଟର ତାଲିକାରେ ତୃଣମୂଳ କଂଗ୍ରେସ ନେତ୍ରୀଙ୍କ ନାମ…

କୋଲକାତା, ୨୨।୫ : ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ନେତ୍ରୀଙ୍କ ନାଗରିକତ୍ୱ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ୨୦୨୧ରେ ପଶ୍ଚିମବଙ୍ଗରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବାଂଲାଦେଶୀ ମହିଳା ଆଲୋ ରାନୀ ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟିକେଟ ଦେଇଥିଲେ। ବର୍ତ୍ତମାନ ଏହା…

ଦୈନିକ ମୃତ୍ୟୁ ସଂଖ୍ୟା ୬୫, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଚାପରେ କମିଲା ତେଲ ଦର

ଭାରତରେ ଆକାଶଛୁଅଆଁ ତେଲ ଦର ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟବୃଦ୍ଧି ଘଟାଇଛି। ଏହାକୁ ନେଇ ସାରା ଦେଶରେ ଜନ ଅସନ୍ତୋଷ ଦେଖାଦେଇଥିବାବେଳେ ରାଜନୀତି ମଧ୍ୟ ସରଗରମ ହୋଇଛି। ଏଭଳି ସ୍ଥିତିରେ ଶନିବାର କେନ୍ଦ୍ର ସରକାର ତେଲ ଉପରୁ ଉତ୍ପାଦ ଶୁଳ୍କ ହ୍ରାସ ଘୋଷଣା…

ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୬୦ ରନ୍ ଲକ୍ଷ୍ୟର ପିଛା କରି  ଏମଆଇ ୧୯.୧ ଓଭରରେ …

ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୬୦…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ରାଜ୍ୟରେ ଲେଉଟିଲା ତାତି: ସବୁଠୁ ଉତ୍ତପ୍ତ ସହର ସୋନପୁର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ରାଜ୍ୟକୁ ତାତି ଫେରିଛି। ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ଶନିବାର ରାଜ୍ୟର ୧୮ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ରେକର୍ଡ କରାଯାଇଛି। ତେବେ ସୋନପୁର ଆଜି ସବୁଠୁ ଉତ୍ତପ୍ତ ସହର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri