‘ଦେଶ ପାଇଁ ଗର୍ବର ମୁହୂର୍ତ୍ତ’
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ୭୫ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଭାରତରେ ଚେସ୍ ଅଲିମ୍ପିଆଡ୍ ଆୟୋଜନ ଦେଶ ପାଇଁ ଗର୍ବର ମୁହୂର୍ତ୍ତ। ଭାରତ ଚେସ୍ର ଉତ୍ପତ୍ତି ସ୍ଥଳ। ଅତୀତରେ ଚେସ୍କୁ ସତରଞ୍ଜ ଭାବେ ଖେଳାଯାଉଥିଲା। ଏହି ଖ୍ୟାତିସମ୍ପନ୍ନ କ୍ରୀଡ଼ାରେ ଓଡ଼ିଶା ଭଲ ପ୍ରଦର୍ଶନ କରି…
ଲଗାତର ପ୍ରଶ୍ନପତ୍ର ଲିକ୍: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ
ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ…
ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବେ ମୋଦି
ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବାକୁ ଯାଉଛନ୍ତି । ଏହି ରାସ୍ତା ଖୋଲିଯିବା ପରେ ଦିଲ୍ଲୀ, ଲକ୍ଷ୍ନୌ ସହ ବୁନ୍ଦେଲଖଣ୍ଡ ସିଧାସଳଖ ଯୋଡି ହୋଇଯିବ । ଏହି ଲୋକାର୍ପଣ ଉତ୍ସବରେ ଯୋଗ ଦେବାରୁ…
କାହାକୁ ବି ଭୋଟ ଦିଅନ୍ତୁ ହେଲେ ଋଷି ସୁନକଙ୍କୁ ନୁହେଁ: ଜନସନ
ଲଣ୍ଡନ,୧୬ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡର ସବୁଠାରୁ ଆଗରେ ରହିଥିବା ଚର୍ଚ୍ଚା ହେଉଛି । ଇତିମଧ୍ୟରେ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କ ବିରୋଧରେ କହିବା ଆରମ୍ଭ କରିଛନ୍ତି । ଗଣମାଧ୍ୟମର ସୂଚନା…
ମେହବୁବାଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଅପହରଣ କରିଥିଲେ ୟାସିନ ମଲିକ
ନୂଆଦିଲ୍ଲୀ,୧୫।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ମହମ୍ମଦ ସୟିଦଙ୍କ ଝିଅ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଜେକେଏଲ୍ଏଫ୍ର ମୁଖ୍ୟ ୟାସିନ ମଲିକ ଅପହରଣ କରିଥିଲେ। ୧୯୮୯ରେ ହୋଇଥିବା ଅପହରଣ ମାମଲାର ଶୁଣାଣି ସମୟରେ ପ୍ରଥମ ଥର…
ଦେଶ ଛାଡ଼ି ଯାଇପାରିବେନି ପୂର୍ବତନ ପ୍ରଧାନମନ୍ତ୍ରୀ: ପ୍ରତିବନ୍ଧକ ଲଗାଇଲେ କୋର୍ଟ
କଲମ୍ବୋ,୧୫।୭:ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେଙ୍କୁ ଦେଶ ଛାଡିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଶ୍ରୀଲଙ୍କା ସୁପ୍ରିମକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ଏବଂ ପୂର୍ବତନ ମନ୍ତ୍ରୀ ବେସିଲ ରାଜପାକ୍ସେଙ୍କୁ କୋର୍ଟଙ୍କ…
ମଝି ଆକାଶରେ ଥରିଲା ବିମାନ ଇଞ୍ଜିନ: ଜୟପୁରକୁ ଡାଇଭର୍ଟ, ଯାଞ୍ଚ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୫ା୭: ଇଣ୍ଡିଗୋ ବିମାନର ଇଞ୍ଜିନ୍ ଏକ ସେକେଣ୍ଡ ପାଇଁ ଥରିବାରୁ ଦିଲ୍ଲୀରୁ-ବଡ଼ଦୋରା ଯାଉଥିବା ବିମାନକୁ ଜୟପୁର ଡାଇଭର୍ଟ କରାଯାଇଛି। ଯାତ୍ରୀମାନଙ୍କ ପାଇଁ ଏକ ବିକଳ୍ପ ବିମାନର ମଧ୍ୟ ବ୍ୟବସ୍ଥା କରାଯାଇଥିଲା। ଇଣ୍ଡିଗୋ ମୁଖପାତ୍ର କହିଛନ୍ତି, ଦିଲ୍ଲୀରୁ ବଡ଼ଦୋରା ଯାଉଥିବା ଇଣ୍ଡିଗୋ ବିମାନ…
ଗୋଟାବାୟାଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ପଦ ସମ୍ଭାଳିବେ ରାନିଲ
ଲମ୍ବୋ,୧୫ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଇସ୍ତଫା ଦେବା ପରେ ବିକ୍ଷୋଭକାରୀମାନେ ଅତ୍ୟଧିକ ଆନନ୍ଦିତ ହୋଇଛନ୍ତି। ତାଙ୍କ ଇସ୍ତଫା ଶ୍ରୀଲଙ୍କା ପାର୍ଲମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବ୍ୟଓ୍ବେର୍ଦେନା ଗ୍ରହଣ କରିଛନ୍ତି। ଗୁରୁବାର ଇ-ମେଲ୍ ଜରିଆରେ ବାଚସ୍ପତିଙ୍କ କାର୍ଯ୍ୟାଳୟକୁ ପଠାଇଥିଲେ ଗୋଟାବାୟା। ଗୋଟାବାୟା…
ସଂସଦ ଭିତରେ ଧାରଣା ମନା
ନୂଆଦିଲ୍ଲୀ,୧୫।୭: ଏଣିକି ସଂସଦ ଭିତରେ ସଦସ୍ୟଙ୍କୁ ଧାରଣା ମନା। ମୌସୁମୀ ଅଧିବେଶନ ପୂର୍ବରୁ ସଂସଦକୁ ନେଇ ପୁଣି ଆଉ ଏକ ନୂଆ ନିୟମ ଜାରି କରାଯାଇଛି। ଏ ନେଇ ରାଜ୍ୟ ସଭା ସାଧାରଣ ସଚିବ ପିସି ମୋଡି ଶୁକ୍ରବାର ଏକ ବିଜ୍ଞପ୍ତି…
୫୬୨ ଆର୍ଆଇ ପଦବୀ ଖାଲି
ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ମୋଟ ୩୨ ତହସିଲଦାର, ମୋଟ ୭୯ ଅତିରିକ୍ତ ତହସିଲଦାର ପଦବୀ ଖାଲି ରହିଛି। ସେହିପରି ୫୬୨ ରାଜସ୍ବ ନିରୀକ୍ଷକ (ଆର୍ଆଇ) ଏବଂ ୬୧ ରାଜସ୍ବ ପରିଦର୍ଶକ ପଦବୀ ଏ ପର୍ଯ୍ୟନ୍ତ ପୂରଣ ହୋଇପାରି ନାହିଁ। ବଲାଙ୍ଗୀର ଜିଲାରେ ସର୍ବାଧିକ…
ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଲେ ରାଜଭର
ଲକ୍ଷ୍ନୌ,୧୫।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍ବିଏସ୍ପି)ସଭାପତି ଓମ ପ୍ରକାଶ ରାଜଭର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀ କରି ସେ…
ଆଜି ପୁଣି ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ
ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ ହୋଇଥିବା…
Archives


