Home Middle

ଦିଲ୍ଲୀ ଉପରାଜ୍ୟପାଳଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୯ା୫: ଦିଲ୍ଲୀ ଊପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ପଦ ଛାଡ଼ିଥିବା ବିଷୟ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୬ ଡିସେମ୍ବର ୨୮ରେ କେନ୍ଦ୍ରଶାସିତ…

ପୁଟିନ୍‌ଙ୍କ ଅସ୍ତ୍ରୋପଚାର

ମସ୍କୋ, ୧୯ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ରକ୍ତ କର୍କଟରେ ପୀଡ଼ିତ ଥିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି। ଗତ ୧୨ ତାରିଖ ରାତିରେ ପୁଟିନ୍‌ଙ୍କ ଅସ୍ତ୍ରୋପଚାର ହୋଇଥିବା ଏବଂ…

ପ୍ରଦୂଷଣ ବର୍ଷକରେ ନେଇଛି ୯୦ ଲକ୍ଷ ଜୀବନ

ନୂଆଦିଲ୍ଲୀ, ୧୯ା୫: ସାରା ବିଶ୍ୱରେ ପ୍ରଦୂଷଣ ମୃତ୍ୟୁର ଏକ ପ୍ରମୁଖ କାରଣ ହୋଇ ଉଭାହୋଇଛି। କେବଳ ୨୦୧୯ରେ ପ୍ରଦୂଷଣ ଯୋଗୁ ୯୦ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡ଼ିଛନ୍ତି। ସେଥିମଧ୍ୟରୁ କେବଳ ବାୟୁ ପ୍ରଦୂଷଣ ୬୬.୭ ଲକ୍ଷଙ୍କ ଜୀବନ ନେଇଛି ବୋଲି ଲାନ୍‌ସେନ୍‌…

୬ ଦୋଷୀଙ୍କ ମୁକ୍ତି ପଥ ଫିଟିପାରେ

ନୂଆଦିଲ୍ଲୀ/ଚେନ୍ନାଇ, ୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଏ.ଜି. ପେରାରିଭଲନ୍‌ ମୁକୁଳିବା ପରେ ଦୋଷୀ ସାବ୍ୟସ୍ତ ହୋଇ ଜେଲଦଣ୍ଡ ଭୋଗୁଥିବା ସନ୍ଥନ, ମୁରୁଗାନ, ନଳିନୀ, ରବର୍ଟ ପାୟସ୍‌, ଜୟକୁମାର ଓ ରବୀନ୍ଦ୍ରନ୍‌ଙ୍କ ମୁକ୍ତି ପଥ ପରିଷ୍କାର ହୋଇଛି। ପେରାରିଭଲନ୍‌…

ବିଦାୟ ନେଲା କେକେଆର୍‌

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ଏକ ରୋମାଞ୍ଚକ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୨ ରନ୍‌ରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଲକ୍ଷ୍ନୌର ୨୧୧ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି କୋଲକତା ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୨୦୮…

କ୍ୱିଣ୍ଟନ୍‌ ଡି କକ୍‌ଙ୍କ ବିସ୍ଫୋରକ ଶତକ: କୋଲକାତାକୁ ୨୧୧ ରନ୍‌ର ଟାର୍ଗେଟ

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ୬୬ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ଓଭରରେ ବିନା ଉଇକେଟ୍‌ ହରାଇ ୨୧୦ ରନ୍‌ ସଂଗ୍ରହ…

ସମୁଦ୍ରରେ ଲାଗିଛି ପେଟ୍ରୋଲ ଭର୍ତ୍ତି ଜାହାଜ, ନେବା ପାଇଁ ଶ୍ରୀଲଙ୍କା ପାଖରେ ଅର୍ଥ ନାହିଁ

କଲମ୍ବୋ,୧୮ା୫: ପେଟ୍ରୋଲ ବୋଝେଇ ଜାହାଜ ପ୍ରାୟ ଦୁଇମାସ ଧରି ଶ୍ରୀଲଙ୍କାର ସାମୁଦ୍ରିକ ଜୋନ୍‌ରେ ପାର୍କିଂ ହୋଇଛି। କିନ୍ତୁ ଏହାର ଦେୟ ଦେବା ପାଇଁ ଶ୍ରୀଲଙ୍କା ନିକଟରେ ବିଦେଶୀ ମୁଦ୍ରା ନାହିଁ। ତେବେ ଦେଶରେ ଡିଜେଲର ପର୍ଯ୍ୟାପ୍ତ ପରିମାଣର ଷ୍ଟକ୍‌ ଥିବା ସରକାର…

୩୨ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ହୋଇଛି। ଏହି ବୈଠକ ୩୨ ମିନିଟ୍‌ରେ ଶେଷ ହୋଇଥିବା ବେଳେ ଏଥିରେ ମୋଟ୍‌ ୩୨ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ରାଜ୍ୟ…

‘ଆତଙ୍କବାଦ ବିରୋଧୀ ଅଭିଯାନ’ରେ ୯ ମୃତ, ୨୪ ଆହତ

ଇସ୍‌ଲାମାବାଦ,୧୮ା୫: ତାଜିକିସ୍ତାନ ପୋଲିସ ବୁଧବାର ଏକ ପ୍ରମୁଖ ଘୋଷଣା କରିଛି। ଯେଉଁଥିରେ ଆଫଗାନିସ୍ତାନ ଏବଂ ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ତାଜିକିସ୍ତାନ ଆତଙ୍କବାଦ ବିରୋଧୀ ଅଭିଯାନ ଆରମ୍ଭ କରିଛି ବୋଲି କୁହାଯାଇଛି। ଅପରେଶନର ପ୍ରଥମ ଦିନ ବିଷୟରେ ସୂଚନା ଦେବାବେଳେ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ…

ଦିଲ୍ଲୀର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ଅନୀଲ ବୈଜଲ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ଉପରାଜ୍ୟପାଳ ଅନୀଲ ବୈଜଲ ବୁଧବାର ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫା ପଠାଇଛନ୍ତି। ଡିସେମ୍ବର ୩୧, ୨୦୧୬ରେ ପୂର୍ବତନ ଆଇଏଏସ ଅଧିକାରୀ ବୈଜଲଙ୍କୁ ଉପରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା। ସେ…

ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କଲା ନୌସେନା…

ନୂଆଦିଲ୍ଲୀ, ୧୮।୫ : ଭାରତୀୟ ନୌସେନା ପକ୍ଷରୁ ଏକ ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ବୁଧବାର ନୌସେନା ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ନୌସେନା ଏକ ସେକିଂ ହେଲିକପ୍ଟରରୁ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ପ୍ରଥମ ଆଣ୍ଟି-ଶିପ୍‌ ମିଜାଇଲର ସଫଳ…

ମେ’୨୦-୨୧ରେ ପଞ୍ଚତାରକା ହୋଟେଲରେ ଭାଜପାର ବୈଠକ…

ଜୟପୁର, ୧୮।୫ : ଚଳିତ ୨୦୨୨ ତଥା ଆସନ୍ତା ୨୦୨୩ ବର୍ଷରେ ଦେଶର ୧୧ ଟି ରାଜ୍ୟରେ ବିଧାନ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ଦୃଷ୍ଟିିରେ ରଖି କଂଗ୍ରେସ ପକ୍ଷରୁ ରାଜସ୍ଥାନର ଉଦୟପୁରରେ ୩ ଦିନିଆ ଚିନ୍ତନ ଶିବିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri