Home Middle

ୟୁକ୍ରେନ୍‌ର ନିପ୍ରୋପ୍ରେଟିକ୍ସରେ ରୁଷିଆର ବୋମା ମାଡ଼, ୧୩ ନାଗରିକ ମୃତ…

କ୍ୱିଭ୍‌, ୧୦।୮ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ୍‌ ପାଇଁ ଶହେ କୋଟି ଡଲାର ସହାୟତା ଘୋଷଣା କରିବା ପରେ ରୁଷିଆ ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି। ରୁଷିଆ ୟୁକ୍ରେନ୍‌ର ନିପ୍ରୋପ୍ରେଟିକ୍ସରେ ବୋମା ମାଡ଼ କରିଛି। ମଧ୍ୟ ୟୁକ୍ରେନ୍‌ରେ…

୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ସହିତ ଆର୍‌ଜେଡ଼ି ନେତା…

କୁଖ୍ୟାତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ବାଧା ଦେବା ଅତ୍ୟନ୍ତ ବିପଜ୍ଜନକ, ଜାତିସଂଘ ବୈଠକରେ ଚାଇନାକୁ କହିଲା ଭାରତ…

ଜେନେଭା, ୧୦।୮ : ଚାଇନାର ଅଧ୍ୟକ୍ଷତାରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ବୈଠକରେ ଭାରତ କହିଛି ଯେ ଏହା ଅତ୍ୟନ୍ତ ଦୁଃଖର ବିଷୟ ଯେ ବିଶ୍ୱର କୁଖ୍ୟାତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ବାଧାଦେବା ଅତ୍ୟନ୍ତ ବିପଜ୍ଜନକ। ଭାରତ…

ବୋମ୍ମାଇ ଜଣେ କାଠକଣ୍ଢେଇ ମୁଖ୍ୟମନ୍ତ୍ରୀ, କଂଗ୍ରେସର କଡ଼ା ସମାଲୋଚନା…

ବେଙ୍ଗାଲୁରୁ, ୧୦।୮ : କର୍ନାଟକ ଚର୍ଚ୍ଚା ଜୋର ଧରିଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବଦଳ କରାଯିବା ସହିତ ଭାଜପା ପକ୍ଷରୁ ଦଳର ରାଜ୍ୟ ୟୁନିଟରେ ପରିବର୍ତ୍ତନ ଅଣାଯିବାର ସମ୍ଭାବନା ରହିଛି। ତେବେ ଦଳର ନେତାମାନେ ଏଭଳି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଏଥି…

ପ୍ରତି ଘରେ ତ୍ରିରଙ୍ଗା ଗରିବଙ୍କ ଉପରେ ବୋଝ ନ ହେଉ, ବରୁଣ ଗାନ୍ଧୀଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୧୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନୀତି ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିବା ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ସରକାରୀ ନୀତି ଉପରେ ଆଘାତ କରିଛନ୍ତି। ଏଥର ଭାରତ ଗାନ୍ଧୀ ମୋଦି ସରକାରଙ୍କ ପ୍ରତି…

ଆତଙ୍କବାଦ ନେଇ ଦୁଇ ପ୍ରକାର ମାନଦଣ୍ଡ ଆପଣେଇବା କ୍ଷତିକାରକ, ସୁରକ୍ଷା ପରିଷଦରେ ଭାରତର ଚେତାବନୀ…

ଜେନେଭା, ୧୦।୮ : ବିଶ୍ୱରେ ବୃଦ୍ଧି ପାଉଥିବା ଆତଙ୍କବାଦ କାର୍ଯ୍ୟକଳାପ ନେଇ ଭାରତ ପୁଣିଥରେ ବିଶ୍ୱ ସମୁଦାୟକୁ ଚେତାବନୀ ଦେଇଛି। ମିଳିତ ଜାତିସଂଘରେ ଭାରତର ରାଷ୍ଟ୍ରଦୂତ ରୁଚିରା କମ୍ବୋଜ ସୁରକ୍ଷା ପରିଷଦର ଏକ ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରି ଆତଙ୍କବାଦ ଏବଂ…

ସ୍ବାଧୀନତା ଦିବସରେ ଭାରତରେ ଅଶାନ୍ତି ସୃଷ୍ଟି ଲାଗି ଆତଙ୍କବାଦୀ ଟିମ୍‌କୁ ସକ୍ରିୟ କରିଛନ୍ତି ପାକିସ୍ତାନୀ ସୈନ୍ୟବାହିନୀ-ଆଇଏସ୍‌ଆଇ…

ନୂଆଦିଲ୍ଲୀ, ୧୦।୮ : ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ପାକିସ୍ତାନର ଉଦ୍ୟମ ଅବ୍ୟାହତ ରହିଛି। ୭୫ ତମ ସ୍ବାଧୀନତା ଦିବସ ପାଳନ ପାଇଁ ସାରା ଦେଶରେ ଅମୃତ ମହୋତ୍ସବ ଅଭିଯାନ ଚାଲିଛି। ଏଭଳି ସମୟରେ ପାକିସ୍ତାନ ପକ୍ଷରୁ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ…

ଆର୍‌ଜେଡି-ଜେଡ଼ିୟୁ ଭାଗବଣ୍ଟା ୧୬-୧୩ରେ ଶେଷ ହେବାର ସମ୍ଭାବନା…

ପାଟନା, ୧୦।୮ : ବିହାରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ନୀତୀଶ କୁମାର ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ, କିନ୍ତୁ ଏଥର ତାଙ୍କ ସହ ଭାଜପା ନୁହେଁ ବରଂ ଆରଜେଡିର ବରିଷ୍ଠ ନେତା ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ…

ଡିସେମ୍ବର ସୁଦ୍ଧା ଭାଙ୍ଗଯିବ ମମତା ବାନାର୍ଜୀଙ୍କ ସରକାର, ଶୁଭେନ୍ଦୁ କଲେ ଦାବି…

କୋଲକାତା, ୧୦।୮ : ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି ଯେ ରାଜ୍ୟର ତୃଣମୂଳ କଂଗ୍ରେସର ମମତା ବାନାର୍ଜୀ ସରକାର ଡିସେମ୍ବର ସୁଦ୍ଧା ପତନ ହେବ। ରାଜ୍ୟରେ ୨୦୨୪ ରେ ହେବାକୁ ଥିବା ଲୋକ ସଭା…

୧୫ ଅଗଷ୍ଟ ପୂର୍ବରୁ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ପୁଲଓ୍ବାମାରେ ୩୦ କିଲୋଗ୍ରାମ୍‌ ଆଇଇଡ଼ି ଜବତ…

ଶ୍ରୀନଗର,୧୦।୮ : ଅଗଷ୍ଟ ୧୫ ପୂର୍ବରୁ ବୁଧବାର ଜମ୍ମୁ-କଶ୍ମୀରର ପୁଲୱାମାରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରକୁ ପୋଲିସ ଏବଂ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ସହରର ସର୍କୁଲାର ରାସ୍ତାରେ ତାହବ କ୍ରସିଂ ନିକଟରେ ସୁରକ୍ଷା ବାହିନୀ ପ୍ରାୟ ୩୦…

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଓଡ଼ିଶା ଉପକୂଳ ୨୦.୮ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱରଠାରୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?