ଘନେଇଲା କୋଇଲା ସଙ୍କଟ, ଚିନ୍ତାରେ ମନ୍ତ୍ରଣାଳୟ …
ନୂଆଦିଲ୍ଲୀ, ୧୬।୫ : ଘରୋଇ କୋଇଲା ଚାହିଦା ପୂରଣ କରିବାରେ ଦେଶ ଅସୁବିଧାର ସମ୍ମୁଖୀନ ହେଉଛି ବୋଲି କୋଇଲା ମନ୍ତ୍ରଣାଳୟ କହିଛି। କୋଇଲା ଅଭାବକୁ ଦୂର କରିବାରେ ଉଭୟ ବ୍ୟବସାୟୀ ଏବଂ କୋଇଲା ବ୍ଲକଧାରୀଙ୍କ ପ୍ରମୁଖ ଭୂମିକା ରହିଛି ବୋଲି ମନ୍ତ୍ରଣାଳୟ…
ଭିଡିଓ ମେସେଜ ରେକର୍ଡ କଲେ ଇମ୍ରାନ, ହତ୍ୟା ପରେ ଭାଇରାଲ କରିବାକୁ ନିର୍ଦ୍ଦେଶ
ଇସଲାମାବାଦ,୧୬ ।୫: ଗାଦିଚ୍ୟୁତ ହେବା ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ତାଙ୍କ ଜୀବନ ବିପଦରେ ଥିବା ଦେଖାଯାଉଛି । ଇମ୍ରାନ ଫୈସଲାବାଦ ଜଲସାରେ ଏକ ସଭାକୁ ସମ୍ବୋଧନ ଦେବା ବେଳେ କହିଥିଲେ କେତେଜଣ ଲୋକ ତାଙ୍କୁ ହତ୍ୟା କରିବାକୁ…
ଆଖି ବୁଜିଲା ହାତୀ ‘ନନ୍ଦ’
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଗୋଡ଼ିବାରୀରେ ଥିବା ପୋଷାହାତୀ ‘ନନ୍ଦ’ର ମୃତ୍ୟୁ ଘଟିଛି। ରବିବାରଠାରୁ ‘ନନ୍ଦ’ ଅସୁସ୍ଥ ଥିଲା। ଚିକିତ୍ସା ଚାଲୁ ରହିଥିଲେ ହେଁ ଶେଷରେ ଆଖି ବୁଜିଛି । ସୂଚାନୁଯାୟୀ, ୨୦ ଦିନ ତଳେ ‘ନନ୍ଦ’କୁ କୁମାରଖୁଣ୍ଟି ଅଞ୍ଚଳରେ ଟ୍ରାଙ୍କୁଳାଇଜ…
ପୁଟିନ୍ଙ୍କୁ କ୍ଷମତାଚ୍ୟୁତ କରିବା ଷଡ଼ଯନ୍ତ୍ର…
କ୍ୱିଭ୍/ମସ୍କୋ, ୧୬।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କ୍ଷମତାଚ୍ୟୁତ କରିବା ଷଡ଼ଯନ୍ତ୍ର ଚାଲିଛି ବୋଲି ୟୁକ୍ରେନର ଜେନେରାଲ ଅଫ ଆର୍ମି ଇଣ୍ଟେଲିଜେନ୍ସ ଦାବି କରିଛି। ୟୁକ୍ରେନର ମେଜର ଜେନେରାଲ କିର୍ଲୋ ବୁଡାନୋଭାନ ଦାବି କରିଛନ୍ତି ଯେ ଅଗଷ୍ଟ ସୁଦ୍ଧା ରୁଷିଆ-ୟୁକ୍ରେନ…
ପାକିସ୍ତାନକୁ କ୍ରୀତଦାସ କରିଛି ଆମେରିକା, କହିଲେ ଇମ୍ରାନ୍…
ଇସଲାମାବାଦ୍, ୧୬।୫ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ-ଜାରଦାରୀଙ୍କୁ ଟାର୍ଗେଟ କରିଛନ୍ତି। ଇମ୍ରାନ୍ କହିଛନ୍ତି ଯେ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ ସମୟରେ ବିଲାୱାଲ ଆମେରିକାର ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଆର୍ଥିକ…
ପୁଟିନ୍ଙ୍କୁ ରକ୍ତ କର୍କଟ, ଆମେରିକା ପତ୍ରିକାର ଦାବି…
ଓ୍ବାଶିଂଟନ/ମସ୍କୋ, ୧୬।୫ : ଆମେରିକାର ଏକ ପତ୍ରିକା ରିପୋର୍ଟ କରିଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରକ୍ତ କର୍କଟ ଭଳି ଗୁରୁତର ରୋଗରେ ପୀଡିତ। ନ୍ୟୁ ଲାଇନ୍ସ ପତ୍ରିକା ରୁଷିଆର ନେତାଙ୍କ ନିକଟତର ଜଣେ ବ୍ୟକ୍ତିଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା…
ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟର ୪ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସଂଘ କହିବାନୁସାରେ, ଗଣଶିକ୍ଷା ବିଭାଗ ଦ୍ୱାରା ଏହି ୪ ହଜାର ଶିକ୍ଷକଙ୍କୁ ୨୦୧୫…
୯ ହଜାର କୋଟିର ବ୍ୟାଙ୍କ ଠକେଇ
କୋଲକାତା,୧୬।୫: ବାଂଲାଦେଶର ଏକ ବ୍ୟାଙ୍କରୁ ୯ ହଜାର କୋଟି ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରବିବାର ୬ ଜଣଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ୍ ପ୍ରଶାନ୍ତ ହଲଦାର ତାଙ୍କ ଦେଶର ବ୍ୟାଙ୍କରୁ ଋଣ ନେଇ ଜାଲ୍ ପ୍ରମାଣପତ୍ର ବଳରେ ପଶ୍ଚିମବଙ୍ଗରେ ସମ୍ପତ୍ତି…
ଦେବସହାୟମ୍ଙ୍କୁ ସନ୍ଥ ଘୋଷଣା କଲେ ପୋପ୍
ଭାଟିକାନ୍ ସିଟି, ୧୬ା୫: ଅଷ୍ଟାଦଶ ଶତାବ୍ଦୀରେ ହିନ୍ଦୁରୁ ଖ୍ରୀଷ୍ଟଧର୍ମ ଆପଣାଇଥିବା ଦେବସହାୟମ ପିଲାଇଙ୍କୁ କ୍ୟାଥୋଲିକ୍ ଚର୍ଚ୍ଚର ମୁଖ୍ୟ ପୋପ୍ ଫ୍ରାନ୍ସିସ୍ ରବିବାର ସନ୍ଥ ଘୋଷଣା କରିଛନ୍ତି। ଲାଜାରସ୍ ଭାବେ ମଧ୍ୟ ଜଣା ଦେବସହାୟମ୍ ଜନ୍ମର ୩୦୦ ବର୍ଷ ପରେ ଏହି ଉପାଧି…
ବନ୍ଧୁକ ସଂସ୍କୃତି କାଳ
ନ୍ୟୁୟର୍କ, ୧୬ା୫: ପ୍ରାୟ ୫୦ ବର୍ଷ ପୂର୍ବେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଲିନ୍ଡୋନ୍ ବେନ୍ସ ଜନସନ୍ ଦେଶରେ ଘଟୁଥିବା ଅପରାଧ ମଧ୍ୟରୁ ଅଧିକାଂଶ ବନ୍ଧୁକ ଦ୍ୱାରା ଘଟୁଥିବା କହିଥିଲେ। ବନ୍ଧୁକ ସଂସ୍କୃତି ପ୍ରତି ଖାମଖିଆଲ ମନୋଭାବ ଏବଂ ଆତ୍ମରକ୍ଷା ପାଇଁ ଏହା…
ପାକିସ୍ତାନରେ ୨ ଶିଖ୍ ବ୍ୟବସାୟୀଙ୍କୁ ହତ୍ୟା
ପେଶାଓ୍ବର,୧୬।୫(ପି.ଟି.): ପାକିସ୍ତାନର ଉତ୍ତରପଶ୍ଚିମ ଖାଇବର-ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ ପେଶାଓ୍ବର ସହରରେ ରବିବାର ଦିନ ଦ୍ୱିପ୍ରହରରେ ୨ ଜଣ ଶିଖ୍ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଦୁଇଜଣ ଦୁର୍ବୃତ୍ତ ବାଇକ୍ରେ ଆସି ରଞ୍ଜିତ ସିଂ(୪୨) ଏବଂ କୁଲ୍ଜିତ ସିଂ(୩୮)ଙ୍କୁ ଗୁଳି କରିଥିଲେ। ଘଟଣାସ୍ଥଳରେ…
ଗୁଜରାଟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟ
ଅହମଦାବାଦ,୧୬।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଆମ୍ ଆଦ୍ମୀ ପାର୍ଟି ରବିବାର ‘ପରିବର୍ତ୍ତନ ଯାତ୍ରା’ ଆରମ୍ଭ କରିଛି। ଗୁଜରାଟର ୫ଟି ସ୍ଥାନରୁ ଏହି ଯାତ୍ରା ବାହାରିଥିବାବେଳେ…
Archives


