Home Middle

ବିହାରରେ ପ୍ରଚଣ୍ଡ ବିଜୟ ପରେ ଗାମୁଛା ହଲେଇଲେ ମୋଦି

ନୂଆଦିଲ୍ଲୀ,୧୪।୧୧: ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହ, ଭାଜପା ସଭାପତି ଜେପି ନଡ୍ଡା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ଥିଲେ। ମୁଖ୍ୟାଳୟରେ ପହଞ୍ଚିବା...

ନୂଆପଡାକୁ ନେଇ ବଡ଼କଥା କହିଦେଲେ ମୋଦି, କହିଲେ ଜୟଙ୍କୁ…

ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ଓ ନୂଆପଡା ନିର୍ବାଚନ ଫଳାଫଳକୁ ନେଇ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଭା I thank the people of Nagrota in Jammu and Kashmir as well as...

ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଗଡ଼ ବଜାୟ ରଖିଲେ ଜୟ। ଏଥିସହ ବିଜେଡି ହାତରୁ ଗଲା ନୂଆପଡ଼ା ଆସନ।...

ବିହାର ଟ୍ରେଣ୍ଡକୁ ଦେଖି ନୀତିନ ଗଡକରୀ କଲେ ବଡ଼ ଘୋଷଣା, କହିଲେ ଭାଜପାରୁ ହେବ…

ପାଟନା,୧୪।୧୧: ବିହାରରେ NDA ଏକ ବଡ଼ ବିଜୟ ଆଡ଼କୁ ଗତି କରୁଛି। ବିହାରର 243 ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ଟ୍ରେଣ୍ଡ ଅନୁଯାୟୀ NDA 206 ଆସନରେ ଏବଂ ମହାଗଠବନ୍ଧନ 30 ଆସନରେ ଆଗୁଆ ଅଛି। ଭାଜପା ବିହାରରେ ଏକ...

ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ: ନୀତୀଶ କୁମାରଙ୍କୁ ନେଇ ବଡ଼ ବୟାନ ଦେଲେ ଭାଜପା ମହାସଚିବ

ପାଟନା,୧୪।୧୧: ବିହାର ବିଧାନସଭା ନିର୍ବାଚନରେ NDA ଏକ ବଡ଼ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଏହା ୨୦୦ ରୁ ଅଧିକ ଆସନରେ ଆଗୁଆ ଅଛି। ଭାଜପା ଏବଂ JDU ଉଭୟ ଶିବିରରେ ଖୁସିର ଲହରୀ ଖେଳିଯାଇଛି। କିନ୍ତୁ ସବୁଠାରୁ ବଡ଼...

ବୁମ୍‌ରାଙ୍କ ଚମତ୍କାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ

କୋଲକାତା,୧୪।୧୧: କୋଲକାତା ଟେଷ୍ଟର ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୧୫୯ ରନରେ ଅଲଆଉଟ ହୋଇଯାଇଛି। ଭାରତୀୟ ଦଳ ପକ୍ଷରୁ ଜସପ୍ରୀତ ବୁମରା ୫ଟି ଉଇକେଟ ନେଇଛନ୍ତି। ଏହା ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ପ୍ରଥମ ଇନିଂସ ସ୍କୋର। ପୂର୍ବରୁ...

NDAର ପ୍ରଚଣ୍ଡ ବିଜୟ, କିନ୍ତୁ ଟେନ୍‌ସନରେ ନୀତୀଶ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନର ଫଳାଫଳ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଆଣିଛି। ମେଣ୍ଟର ବିପୁଳ ବିଜୟ ସତ୍ତ୍ୱେ ଏକ ନୂତନ ରାଜନୈତିକ ଚ୍ୟାଲେଞ୍ଜ ଦେଖାଦେଇଛି। ଏହି ଚ୍ୟାଲେଞ୍ଜ ଲୋକ ଜନଶକ୍ତି ପାର୍ଟି (ରାମ...

ବିଜୟ ଆଡ଼କୁ ମାଡ଼ି ଚାଲିଛନ୍ତି ଜୟ ଢୋଲକିଆ, ପରିବାରରେ ଖୁସି ମନାଇବା ସହ କହିଲେ ଏମିତି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏନେଇ ପ୍ରାର୍ଥୀଙ୍କଠାରୁ କର୍ମକର୍ତ୍ତା ଏବଂ ପରିବାର ସଦସ୍ୟ ପୂରା ଖୁସିରେ ବିମୋହିତ ହୋଇପଡ଼ିଛନ୍ତି। ଜୟ ତାଙ୍କ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବହୁ ଭୋଟ୍‌...

Humane Sagar Hospitalised: ବିଗିଡ଼ିଲା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା, ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର,୧୪ା୧୧: ଓଲିଉଡର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ...

ଫିକା ପଡିଲା ନବୀନଙ୍କ ଚମକ: ନୂଆପଡ଼ାରେ ଦ୍ୱିତୀୟ ସ୍ଥାନ ପାଇଁ ସଂଘର୍ଷ କରୁଛି ବିଜେଡି

ନୂଆପଡ଼ା,୧୪ା୧୧: ଓଡ଼ିଶାରେ ବିଧାନସଭା ନିର୍ବାଚନ ପରାଜୟ ପରେ ପ୍ରଥମ ଉପନିର୍ବାଚନରେ ବିଜେଡି ହାରିବା ଅଭିମୁଖେ ଗତି କରୁଛି। ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଜୟ ଢୋଲକିଆ ଏକ ବୃହତ୍ ବିଜୟ ଆଡ଼କୁ ଅଗ୍ରସର ହେଉଛନ୍ତି, ଯାହା...

ନୂଆପଡ଼ାରେ ବାପାଙ୍କୁ ଟପିଗଲେ ପୁଅ ଜୟ

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ୨୦୨୪ ନିର୍ବାଚନରେ ବର୍ତ୍ତମାନର ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବାପା ରାଜେନ୍ଦ୍ର ଢୋଲକିଆ ସେତେବେଳେ ବିଜେଡିରୁ ଲଢ଼ି ୬୧୮୨୨ ଖଣ୍ଡ ଭୋଟ୍‌ ପାଇଥିଲେ। ତେବେ ତାଙ୍କର ଦେହାନ୍ତ ପରେ ପୁଅ ଜୟ ଭାଜପାରେ ସାମିଲ ହୋଇ ଭାଜପାରୁ...

ସବୁ ରେକର୍ଡ ଭାଙ୍ଗିଦେଲା NDA: ମିଳିଲା ଆଶ୍ଚର୍ଯ୍ୟଜନକ ସଫଳତା

ପାଟନା,୧୪।୧୧: ବିହାର ବିଧାନସଭା ନିର୍ବାଚନର ଭୋଟ ଗଣତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ୨୪୩ ଆସନ ବିଶିଷ୍ଟ ବିଧାନସଭା ମଧ୍ୟରୁ ୨୩୬ ଆସନ ପାଇଁ ଟ୍ରେଣ୍ଡ ପ୍ରକାଶ ପାଇଛି। ଏହା ରାଜ୍ୟର କ୍ଷମତା ଦୃଶ୍ୟପଟକୁ ଅଧିକ ସ୍ପଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri