Home Middle

ଭାଜପା ମୁଖପାତ୍ର ବମ୍ବେ ହାଇକୋର୍ଟ ବିଚାରପତି ନିଯୁକ୍ତ: ତେଜିଲା ରାଜନୀତି

ମୁମ୍ବାଇ,୬ା୮ :ଆଇନଜୀବୀ ଆରତୀ ସାଠେଙ୍କୁ ବମ୍ବେ ହାଇକୋର୍ଟର ବିଚାରପତି ନିଯୁକ୍ତ କରାଯାଇଛି। ତେବେ ପୂର୍ବରୁ ସେ ମହାରାଷ୍ଟ୍ର ଭାଜପାର ମୁଖପାତ୍ର ଭାବେ କାର୍ଯ୍ୟ କରିଥିବାରୁ ବିଚାରପତି ଭାବେ ତାଙ୍କର ନିଯୁକ୍ତିକୁ ନେଇ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ବିରୋଧୀ ନେତାମାନେ ଆରତୀଙ୍କ…

UPIର ନୂଆ ରେକର୍ଡ: ଗୋଟିଏ ଦିନରେ ୭୦ କୋଟି ଟଙ୍କା କାରବାର

ନୂଆଦିଲ୍ଲୀ,୬।୮: ଭାରତରେ UPIର ଲୋକପ୍ରିୟତା ବେଶ୍‌ ବୃଦ୍ଧି ପାଇଛି। ଭାରତରେ ଗୋଟିଏ ଦିନରେ ଆମେରିକାର ଜନସଂଖ୍ୟାର ଦୁଇଗୁଣ UPI ମାଧ୍ୟମରେ କାରବାର ହୋଇଛି। ୨୦୨୪ ମସିହାର ତଥ୍ୟ ଅନୁଯାୟୀ, ଆମେରିକାର ଜନସଂଖ୍ୟା ପ୍ରାୟ ୩୪୧.୨ ନିୟୁତ ଥିଲା, କିନ୍ତୁ ଭାରତରେ, ୨…

ପୁଣି କିଛି ଶିଖୁନାହାନ୍ତି

ଉତ୍ତରାଖଣ୍ଡର ଧରାଲିଠାରେ ୫ ଅଗଷ୍ଟରେ ବାଦଲଫଟା ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ହଠାତ୍‌ ବନ୍ୟାରେ ୧୦ ଜଣଙ୍କ ମତ୍ୟୁ ଘଟିଥିବା ସରକାରୀ ସୂତ୍ରରୁ କୁହାଯାଉଥିବା ବେଳେ ୧୦୦ରୁ ଅଧିକ ଗ୍ରାମବାସୀ ଓ ପର୍ଯ୍ୟଟକ ନିଖୋଜ ଅଛନ୍ତି ଏବଂ ଅସଂଖ୍ୟ ଘର ଭାସିଯାଇଛି।…

ବଡ଼ ଘୋଷଣା କଲେ ଟ୍ରମ୍ପ! ବିଶ୍ୱରେ ହଇଚଇ, ଏତେ ମାତ୍ରାରେ ବଢିଯିବ…

ଓ୍ବାଶିଂଟନ,୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ ଉପରେ ଟାରିଫ୍‌ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ଏକ ଭଲ ବାଣିଜ୍ୟିକ ଅଂଶୀଦାର ନୁହେଁ। ଆମେରିକା ବର୍ତ୍ତମାନ ଭାରତ ଉପରେ ୨୫ ପ୍ରତିଶତ ଟାରିଫ୍‌…

କୋହଲି- ରୋହିତ ଶର୍ମାଙ୍କୁ ନେଇ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୬।୮: ବିରାଟ କୋହଲି ଏବଂ ରୋହିତ ଶର୍ମା ଟି-୨୦ ଏବଂ ଟେଷ୍ଟରୁ ଅବସର ନେଇସାରିଛନ୍ତି, ଏବେ ଉଭୟ କେବଳ ଦିନିକିଆ ଫର୍ମାଟରେ ଖେଳିବେ। ପରବର୍ତ୍ତୀ ଦିନିକିଆ ବିଶ୍ୱକପ ୨୦୨୭ରେ, କ’ଣ ଏହି ଦୁଇ କିମ୍ବଦନ୍ତୀ ଏଥିରେ ଖେଳିବେ? ଏ ବିଷୟରେ ଆଲୋଚନା…

ଟ୍ରମ୍ପଙ୍କ ସାଂଘାତିକ ବୟାନ, କହିଲେ ଭାରତକୁ ୨୪ଘଣ୍ଟା ଭିତରେ…

ଓ୍ବାଶିଂଟନ୍‌,୫।୮:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରି କହିଛନ୍ତି ଯେ ମୁଁ ୨୪ ଘଣ୍ଟା ମଧ୍ୟରେ ଭାରତ ଉପରେ ଭାରୀ ଶୁଳ୍କ ଲାଗୁ କରିବି। ରୁଷିଆକୁ ଏକ ଯୁଦ୍ଧ ଯନ୍ତ୍ର ଭାବରେ ବର୍ଣ୍ଣନା କରି ସେ କହିଛନ୍ତି…

ବୈଜ୍ଞାନିକଙ୍କ ଭୟଙ୍କର ଆକଳନ! ଓଡ଼ିଶାକୁ ସୁନାମି ଭୟ…

ନୂଆଦିଲ୍ଲୀ,୫।୮: ସୁନାମି ବିପଦ ମୁଖ୍ୟତଃ ଭୂମିକମ୍ପ, ସାମୁଦ୍ରିକ ଜ୍ୱାଳାମୁଖୀ କିମ୍ବା ଭୂସ୍ଖଳନ ଦ୍ୱାରା ସୃଷ୍ଟି ହୁଏ। ଋଷିଆରେ ଏକ ବଡ଼ ଭୂମିକମ୍ପ ହେବା ପରେ, ଜାପାନ ଓ ଆମେରିକୀୟ ଏଜେନ୍ସିଗୁଡ଼ିକ ମଧ୍ୟ ସୁନାମି ସତର୍କତା ଜାରି କରିଥିଲେ। ଭାରତର ଉପକୂଳବର୍ତ୍ତୀ ଅଞ୍ଚଳରେ…

ପୂର୍ବତନ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପରଲୋକ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଳ ମଲିକଙ୍କ ମଙ୍ଗଳବାର ଦିନ ୭୯ ବର୍ଷ ବୟସରେ ପରଲୋକ ଘଟିଛି। ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

ଗଣତନ୍ତ୍ର ପାଇଁ ଅଶୁଭ

ଭାରତ ଓ ଚାଇନା ମଧ୍ୟରେ ୧୯୬୨ ଯୁଦ୍ଧ ପରେ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି) ଟଣାଯାଇଥିଲା। ଏଲ୍‌ଏସି ଥିଲେ ମଧ୍ୟ ଦୁଇ ଦେଶର କିଛି ନିର୍ଦ୍ଦିଷ୍ଟ ଅଞ୍ଚଳକୁ ନେଇ ସୀମା ବିବାଦ ଲାଗି ରହିଛି। ଭାରତ ପୂରା ଅକ୍ସାଇ ଚୀନ୍‌କୁ ଦାବି କରୁଥିବା…

ହରଡ଼ଘଣାରେ ରାହୁଲ ଗାନ୍ଧୀ: ମୋଦିଙ୍କୁ ଟାର୍ଗେଟ କରିବା ଲକ୍ଷ୍ୟରେ…

ନୂଆଦିଲ୍ଲୀ,୫ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧ କରିବାକୁ ଯାଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅନେକ ମନ୍ତବ୍ୟ ଦେଉଛନ୍ତି, ଯାହାକୁ ନେଇ ସେ ନିଜେ ହରଡ଼ଘଣାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି। ରାହୁଲଙ୍କ କେତେକ ଟିପ୍ପଣୀ ତଥ୍ୟ ପ୍ରମାଣ ଆଧାରିତ ହୋଇ ନ ଥିବାରୁ…

ଭାରତକୁ ଆମେରିକାର ଧମକ ପରେ ରୁଷିଆର ଜବାବ: ”କୌଣସି ଟାରିଫ କିମ୍ବା କଟକଣା ଇତିହାସକୁ ଅଟକାଇ ପାରିବ”

ନୂଆଦିଲ୍ଲୀ,୫।୮: ରୁଷିଆ ଆମେରିକାର ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଉପରେ “ନିଓକଲୋନିଆଲ” ନୀତି ଅନୁସରଣ କରି ଗ୍ଲୋବାଲ ସାଉଥର ଦେଶଗୁଡ଼ିକ ବିରୋଧରେ ଓ୍ୱାଶିଂଟନର ଆଧିପତ୍ୟ ବଜାୟ ରଖିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାରିଆ ଜାଖାରୋଭା କହିଛନ୍ତି…

ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର: ସବୁ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୮(ରବିନାରାୟଣ ଜେନା):ରାଜ୍ୟର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ(ବାବୁ) ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ଟିକିନିଖି ହିସାବ ରାଜ୍ୟ ସରକାର ଲୋଡ଼ିଛନ୍ତି। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri