Home Middle

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ସମ୍ମତି କ୍ରମେ ବିଲ୍ ଆଇନରେ ପରିଣତ ହୋଇଛି । ପୂର୍ବରୁ ଏହା…

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ ଯାତ୍ରାକୁ…

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ ପ୍ରତିବର୍ଷ ଫେବୃଆରୀ ୧ ତାରିଖ ସକାଳ ୧୧ଟାରେ ବଜେଟ ଉପସ୍ଥାପନ ହୋଇଆସୁଛି। କିନ୍ତୁ, ଏହି…

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌ ଓ ଅଞ୍ଚଳବାସୀ ଅସନ୍ତୋଷ ବ୍ୟକ୍ତ କରିବା ସହ ଏହାକୁ ପରିବେଶଗତ ସଙ୍କଟର ସଙ୍କେତ ବୋଲି…

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ ନେତା…

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର ଲକ୍ଷ୍ମୀପୁର…

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ବର୍ତ୍ତମାନ ଦାୟିତ୍ୱ ତୁଲାଉଥିବା ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମନୋଜ…

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ ଘରୋଇ ସ୍କୁଲ ବସ ନିୟନ୍ତ୍ରଣ ହରାଇ ଡିଭାଇଡରରେ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି…

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି। ହାତୀପଲ ଖାଦ୍ୟ ଓ ଜଳ ଅନ୍ୱେଷଣରେ ଯାଉଥିବାବେଳେ ଦ୍ରୁତ ଧାବମାନ ଟ୍ରେନ୍‌ ଧକ୍କାରେ ପ୍ରାଣ…

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା ବେଳେ ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ଏହି ଟୁର୍ନାମେଣ୍ଟ ଫେବୃଆରୀ ୭…

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି। ଅନ୍ତର୍ଜାତୀୟ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ଏହି ଉଡ଼ାଣ ବାତିଲ ହୋଇଛି। ବିମାନବନ୍ଦରକୁ ଆସିବାକୁ ଥିବା…

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ ଆଉ ସେମାନଙ୍କ ଔଷଧ ପାଇଁ ବିଶ୍ୱର ଯେକୌଣସି ସ୍ଥାନରେ ନିଆଯାଇଥିବା ସର୍ବନିମ୍ନ ମୂଲ୍ୟଠାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?