ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ
ନୂଆଦିଲ୍ଲୀ,୧୧ା୭: ଜୁନ୍ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଏନ୍ଟିଏର ଅଫିସିଆଲ ଓ୍ବେବ୍ସାଇଟ୍ jeemain.nta.nic.inରେ ପରୀକ୍ଷାର୍ଥୀ ସେମାନଙ୍କର ଫଳାଫଳ ଦେଖିପାରିବେ। ପ୍ରାୟ ୧୦ ଲକ୍ଷ ପରୀକ୍ଷାର୍ଥୀ ସେସନ-୧ ପରୀକ୍ଷା ଦେଇଥିଲେ…
ଟୁଇଟର ଡିଲ ଶେଷ: ମସ୍କଙ୍କୁ କୋର୍ଟକୁ ନେବ ଟୁଇଟର, ନ୍ୟୁୟର୍କର ସର୍ବୋଚ୍ଚ ଆଇନ ସଂସ୍ଥାକୁ ଦେଇଛି ଦାୟିତ୍ୱ
ୱାଶିଂଟନ,୧୧ ।୭: ଟୁଇଟର ଡିଲକୁ ନେଇ ସବୁଠି ଏବେ ଚର୍ଚ୍ଚା । ୪୪ ଅରବ ଡଲାରରେ ଟୁଇଟରକୁ କ୍ରୟ କରିବା ଡିଲ ଏବେ ଶେଷ ହୋଇଛି କହିଲେ ଚଳେ । ଏବେ ଏହାକୁ ନେଇ ଟେଲସା ତଥା ସ୍ପେସଏକ୍ସର ସିଇଓ ଏଲନ…
ଆଜି ଅଧରପଣା
ପୁରୀ ଅଫିସ,୧୧ା: ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ତିନିରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ରଥାରୂଢ ଠାକୁରମାନଙ୍କୁ ଲାଗି ହେବ ଅଧର ପଣା। ମହାପ୍ରଭୁଙ୍କ ଅଧର ପର୍ଯ୍ୟନ୍ତ ମାଟି ହାଣ୍ଡିରେ ପଣା ରଖାଯାଇ…
ଭାରତ ମହାସାଗର ଉପରେ ଲକ୍ଷ୍ୟ, ଚାଇନା-ପାକିସ୍ତାନର ନୌଭ୍ୟାସ…
ବେଜିଂ,୧୧।୭ : ଭାରତ ମହାସାଗରରେ ଉନ୍ନତ ନୌସେନା ସହଯୋଗ ବୃଦ୍ଧି କରିବା ଲକ୍ଷ୍ୟ ନେଇ ଚାଇନା ଏବଂ ପାକିସ୍ତାନ ସାଂଘାଇ ଉପକୂଳରେ ସାଗର ଗାର୍ଡିଆନ-୨ ଅଭ୍ୟାସ ଆରମ୍ଭ କରିଛନ୍ତି। ସାମୁଦ୍ରିକ ସୁରକ୍ଷା ବିପଦର ମୁକାବିଲା ପାଇଁ ସେମାନଙ୍କର ନୂତନ ଉଚ୍ଚ-ବୈଷୟିକ ନୌସେନା…
୪ ବର୍ଷରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଛନ୍ତି ୭୦୦ ଯୁବକ…
ଶ୍ରୀନଗର,୧୧।୭ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସଂଗଠନ ଗତ ଚାରି ବର୍ଷ ମଧ୍ୟରେ ୭୦୦ ଯୁବକଙ୍କୁ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି ଜମ୍ମୁ-କଶ୍ମୀରରେ ୧୪୧ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ବିଦେଶୀ। ଅଧିକାରୀମାନେ ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ବହୁ ସଂଖ୍ୟକ…
ସର୍ବଦଳୀୟ ସରକାର ପାଇଁ ପ୍ରସ୍ତୁତି
କଲମ୍ବୋ,୧୧ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ଆକସ୍ମିକ ପଳାୟନ ଗୃହଯୁଦ୍ଧ ଆଡ଼କୁ ମୁହଁାଇଥିବା ଦ୍ୱୀପରାଷ୍ଟ୍ରର ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସାମ୍ପ୍ରତିକ ରାଜନୈତିକ ଓ ଆର୍ଥିକ ସଙ୍କଟ ଦୂର କରିବା ପାଇଁ ଏକ ସର୍ବଦଳୀୟ ସରକାର ଗଠନ କରିବା…
ବୋରିସଙ୍କ ନଁ।ରେ ସାଂଘାତିକ ଅଭିଯୋଗ
ଲଣ୍ଡନ, ୧୧ା୭: ବିବାଦୀୟ ହୋଇ ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ୍ ଜନ୍ସନ୍ଙ୍କ ବିରୋଧରେ ନୂଆ ଅଭିଯୋଗ ସାମ୍ନାକୁ ଆସିଛି। ୨୦୦୮ରେ ବୋରିସ୍ ଲଣ୍ଡନ ମେୟର ଥିବାବେଳେ କ୍ଷମତାର ଅପବ୍ୟବହାର କରି ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ…
ଚାଇନାର ଋଣ କୂଟନୀତିରେ ଶ୍ରୀଲଙ୍କା
ନୂଆଦିଲ୍ଲୀ,୧୧ା୭: ଶ୍ରୀଲଙ୍କାର ସାମ୍ପ୍ରତିକ ଆର୍ଥିକ ସଙ୍କଟ ପାଇଁ ଚାଇନାକୁ ଦାୟୀ କରାଯାଉଛି। ଦ୍ୱୀପରାଷ୍ଟ୍ରରେ ନିଜ ପ୍ରତିରକ୍ଷା ସ୍ଥିତିକୁ ମଜଭୁତ କରିବା ପାଇଁ ବେଜିଂ କଲମ୍ବୋକୁ ଋଣ ଜାଲରେ ଛନ୍ଦି ଦେଇଥିଲା। ଚାଇନା ହେଉଛି ଶ୍ରୀଲଙ୍କାକୁ ଦ୍ୱିତୀୟ ବୃହତ୍ ଋଣ ପ୍ରଦାନକାରୀ ରାଷ୍ଟ୍ର।…
ରାଷ୍ଟ୍ରପତି ଭବନରେ ମଉଜ
କଲମ୍ବୋ,୧୧ା୭:ଶ୍ରୀଲଙ୍କାରେ ସୃଷ୍ଟି ହୋଇଥିବା ଅଭୂତପୂର୍ବ ଆର୍ଥିକ ସଙ୍କଟ ପାଇଁ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ଦାୟୀ କରି ରାଷ୍ଟ୍ରପତି ଭବନକୁ ଦଖଲ କରିଛନ୍ତି ବିକ୍ଷୋଭକାରୀ। ଗୋଟାବାୟାଙ୍କ ପତ୍ତା ମିଳୁ ନ ଥିବାବେଳେ ତାଙ୍କ ଇସ୍ତଫା ଦାବିରେ ସାଧାରଣ ଜନତା ଅଡ଼ିବସିଛନ୍ତି। ରାଷ୍ଟ୍ରପତି ଇସ୍ତଫା…
ଟାଇମ ମାଗାଜିନ୍ରେ ଶିଞ୍ଜୋ ଆବେ
ଓ୍ବାଶିଂଟନ୍/ଟୋକିଓ, ୧୧ା୭: ଜାପାନର ପରଲୋକଗତ ଲୋକପ୍ରିୟ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଜଣାଶୁଣା ପତ୍ରିକା ‘ଟାଇମ୍’ ଶ୍ରଦ୍ଧାଞ୍ଜଳି ଦେଇଛି। ଟାଇମ୍ର ପ୍ରଚ୍ଛଦପଟରେ ଆବେଙ୍କ ଫଟୋ ସ୍ଥାନିତ କରାଯାଇଛି। ୨୦୦୬, ୨୦୦୭ ଓ ୨୦୧୪ ପରେ ଏହା ହେଉଛି ଆବେଙ୍କୁ…
ଭାରତକୁ ୨୧୬ ରନ୍ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ
ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍ ହରାଇ ୨୧୫ ରନ୍…
ମହଣ ମହଣ ସୁନାରେ ଝଲସିଲେ ମହାପ୍ରଭୁ
ପୁରୀ ଅଫିସ୍,୧୦।୭: ରବିବାର ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଦାରୁଦିଅଁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି ଏହି ଦୁର୍ଲଭ ବେଶ। ହୋପ୍ରଭୁଙ୍କ ଏହି ବେଶକୁ ଲକ୍ଷ ଲକ୍ଷ ଭକ୍ତ…
Archives


