ଏବେ ଆହୁରି ଖରାପ ହେବ ଦେଶର ଆର୍ଥିକ ପରିସ୍ଥିତି: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ
କଲମ୍ବୋ,୧୪ ।୫: ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ସୁଧୁରିବା ପୂର୍ବରୁ ଆହୁରି ଖରାପ ହେବ । ଏବେ ଶ୍ରୀଲଙ୍କା ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏବେ ସେଠାରେ ଇନ୍ଧନର ଘୋର…
ଅମରନାଥ ଯାତ୍ରା ଉପରେ ନଜର ରଖିବ ଡ୍ରୋନ୍, ୧୨ ହଜାର ଯବାନଙ୍କୁ ସୁରକ୍ଷା ଦାୟିତ୍ୱ
ଡେରାଡୁନ,୧୪ ।୫: ପ୍ରାୟ ୨ ବର୍ଷ ପରେ ଆରମ୍ଭ ହେବାକୁ ଯାଉଥିବା ଅମରନାଥ ଯାତ୍ରାର ସୁରକ୍ଷା ସମ୍ପର୍କିତ ପ୍ରସ୍ତୁତିକୁ ନେଇ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ଶୁକ୍ରବାର ସମିକ୍ଷା କରିଛନ୍ତି । ଏଥିରେ ନିଷ୍ପତ୍ତି ନିଆଯାଇଛି କି ଅତିକମରେ ୧୨.୦୦୦…
ୟୁକ୍ରେନରେ ପୁଣି କାର୍ଯ୍ୟ ଆରମ୍ଭ କରିବ ଭାରତୀୟ ଦୂତାବାସ
ନୂଆଦିଲ୍ଲୀ/କ୍ୱିଭ୍,୧୩।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଭାରତୀୟ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ଓ ୟୁକ୍ରେନ ଯୋଗୁ ରାଜଧାନୀ କ୍ୱିଭ୍ରେ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଥିଲା। କିନ୍ତୁ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗ: କେନ୍ଦ୍ର, ରାଜ୍ୟକୁ ନୋଟିସ୍ ଜାରି କଲେ କୋର୍ଟ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗରେ ପୁରୀ ଓକିଲ ସଂଘ ପକ୍ଷରୁ ଦାୟର ମାମଲାକୁ ପୁରୀ ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟ ଗ୍ରହଣ କରିଛନ୍ତି। ଏଥିସହ କୋର୍ଟ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ଏଏସ୍ଆଇ, ଟାଟା ପ୍ରୋଜେକ୍ଟସ୍,…
ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶର, ୧୩।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଥିବା ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହେବ। ତେବେ ଉପନିର୍ବାଚନ ପାଇଁ ମେ’୨୬ରୁ ଜୁନ୍ ୨ ପର୍ଯ୍ୟନ୍ତ ନାମାଙ୍କନ…
କଂଗ୍ରେସ ଚିନ୍ତନ ଶିବିରରେ ଗୋଟିଏ ପରିବାର ଗୋଟିଏ ଟିକେଟକୁ ମିଳିଲା ସହମତି, ଦଳରେ ୫୦ ପ୍ରତିଶତ ଯୁବକ ହେବେ ସାମିଲ
ଉଦୟପୁର,୧୩ ।୫: ରାଜସ୍ଥାନ ଉଦୟପୁରରେ ଶୁକ୍ରବାର କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିର ଆୟୋଜନ କରାଯାଇଛି । ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି । ତେବେ ଏହି ଚିନ୍ତନ ଶିବିରରେ ସଙ୍ଗଠନରେ କିଛି…
ପାଶ୍ଚାତ୍ୟ ଦେଶକୁ ପୁଟିନ୍ଙ୍କ ଆକ୍ଷେପ
ମସ୍କୋ,୧୩ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାଶ୍ଚାତ୍ୟ ଦେଶକୁ କଡ଼ା ଆକ୍ଷେପ କରିଛନ୍ତି। ୟୁକ୍ରେନରେ ରୁଷିଆର କାର୍ଯ୍ୟକଳାପ ପରେ ପାଶ୍ଚାତ୍ୟ ଦେଶମାନଙ୍କ ଦ୍ୱାରା ମସ୍କୋ ଉପରେ ଲାଗିଥିବା କଟକଣା ଦ୍ୱାରା ଉକ୍ତ ଦେଶ ନିଜେ ଗଭୀର ଭାବରେ ପ୍ରଭାବିତ ହୋଇଥିବା ପୁଟିନ୍…
ବିବାହର ୬ ବର୍ଷ ପରେ ସନ୍ତାନ ଜନ୍ମ ନ ଦେବାରୁ କୋର୍ଟ ଗଲେ ଶାଶୁ-ଶ୍ୱଶୁର
ହରିଦ୍ୱାର,୧୩ା୫: ବିବାହର ୬ ବର୍ଷ ପରେ ବୋହୂ-ପୁଅ ସନ୍ତାନ ଜନ୍ମ ନ ଦେବାରୁ ଶାଶୁ-ଶ୍ୱଶୁର କୋର୍ଟରେ ମାମଲା ରୁଜୁ କରିଛନ୍ତି। ବୋହୂ-ପୁଅଙ୍କର ସନ୍ତାନ ଜନ୍ମ ନ ହେବାରୁ ସେମାନେ ମାନସିକ ନିର୍ଯାତନା ପାଉଥିବା କୋର୍ଟରେ ଅଭିଯୋଗ କରିଛନ୍ତି। ଏଥିପାଇଁ ବୃଦ୍ଧ ଦମ୍ପତି…
ଡାକ୍ତରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରୁ ଜଣେ ଡାକ୍ତରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଡାକ୍ତର ଜଣକ ହେଲେ ସୁଶୀଲ ସାହୁ। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ଡାକ୍ତର କାହିଁକି ଆତ୍ମହତ୍ୟା କଲେ ତା’ର ତଦନ୍ତ କରୁଛି ପୋଲିସ।…
ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ବୋମା
ମାଲକାନଗିରି,୧୩ା୫(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏକ ବଡ଼ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। ଫଳରେ ଅଳ୍ପଳେ ବର୍ତ୍ତି ଯାଇଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ୫ କିଲୋ ଓଜନର ପ୍ରେସର…
ଏଏସ୍ଆଇ କହିଥିଲା ଅନୁମୋଦନ ଜରୁରୀ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟର ଅନୁମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କୁ ଚିଠି କରାଯିବା ଦରକାର ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍ଆଇ ପୂର୍ବରୁ ଜଣାଇଥିଲା। ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମୀକ୍ଷା…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ପରିବର୍ତ୍ତନ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ ଓଡ଼ିଶା ସେତୁ ନିର୍ମାଣ ନିଗମର କନଫରେନ୍ସ ହଲ୍ରେ ବୁଧବାର ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ…
Archives


