Home Middle

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର: ୧୬ଦିନରେ ବଢ଼ିଛି ୧୦ଟଙ୍କା

ନୂଆଦିଲ୍ଲୀ,୬।୪: ଦେଶରେ କ୍ରମାଗତ ଭାବେ ତୈଳଦର ଆକାଶଛୁଆଁ ହେବାରେ ଲାଗିଛି। ବୁଧବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ଥରେ ୮୦ ପଇସା ଲେଖାଏ ମହଙ୍ଗା ହୋଇଛି। ଗତ ୧୬ ଦିନ ମଧ୍ୟରେ ସମଗ୍ର ଦେଶରେ ତୈଳଦର ବୁଧବାରକୁ ମିଶାଇ ୧୪ଥର…

ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ :  ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର  ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୯.୧ ଓଭରରେ  ୬ ୱିକେଟ ହରାଇ …

୭ ରାଜ୍ୟରେ ୫ ଦିନିଆ ଅସହ୍ୟ ତାତି, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୫।୪ : ଭାରତ ଚଳିତ ବର୍ଷ ଦେଶରେ ମାର୍ଚ୍ଚ ମାସରେ ପ୍ରବଳ ତାତି ଅନୁଭୁତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୭ଟି ରାଜ୍ୟରେ ଆସନ୍ତା ୫ ଦିନ ପାଇଁ ଅସହ୍ୟ ତାତି ସହିତ ଲୁ ଚେତାବନୀ ଜାରି କରାଯାଇଛି।…

ଭାରତକୁ ଘେରାଉ କରୁଛି ଚାଇନା, ଲାଓସ-ଥାଇଲାଣ୍ଡ-ମ୍ୟାନମାର୍‌ ବାଟେ ରାସ୍ତା…

ନୂଆଦିଲ୍ଲୀ, ୫।୪ : ବଙ୍ଗୋପସାଗରରେ ଭାରତକୁ ଘେରି ରହିବା ପାଇଁ ଚାଇନା ଷଡ଼ଯନ୍ତ୍ର ଜୋରଦାର କରିଛି। ବଡ କଥା ହେଉଛି ଏହା କରିବା ପାଇଁ ଚାଇନାକୁ ମାଲାକା ଷ୍ଟ୍ରାଇଟ ମଧ୍ୟ ଅତିକ୍ରମ କରିବାକୁ ପଡିବ ନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ ଚାଇନା ପାଇଁ…

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

ସରକାର କେତେ ସୁରକ୍ଷିତ ? ୫ ବର୍ଷରେ ୬୦୦ ସରକାରୀ ସୋସିଆଲ ମିଡ଼ିଆ ଆକାଉଣ୍ଟ୍‌ ହ୍ୟାକ…

ନୂଆଦିଲ୍ଲୀ, ୫।୪ : ଭାରତ ସମେତ ପୃଥିବୀର ସମସ୍ତ ଦେଶରେ ପ୍ରତିଦିନ ବହୁ ପ୍ରକାର ପ୍ରକାରର ହ୍ୟାକିଂ ହେଉଛି। ହ୍ୟାକରମାନେ ବେଳେବେଳେ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହା ସହିତ ବହୁ ସମୟରେ ସେମାନେ ସାଧାରଣ ଲୋକଙ୍କୁ ସେମାନଙ୍କର ଶିକାର କରୁଛନ୍ତି। ଅଧିକାଂଶ…

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

ଆଇପିଏଲ୍‌ ମିଡିଆ ରାଇଟ୍ସ , ୨୦୨୩ ରୁ ୨୦୨୭ ପ୍ରର୍ଯ୍ୟନ୍ତ ପ୍ରସାରଣ ଅଧିକାର, ଦୌଡ଼ରେ ବଡ଼ କମ୍ପାନୀ…

କୋଲକାତା, ୫।୪ : ବର୍ତ୍ତମାନ ଭାରତରେ କ୍ରିକେଟର ଆଇପିଏଲ ଉତ୍ସବ ଚାଲିଛି। ଏହି ସମୟରେ, କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ଆଇପିଏଲ ମିଡିଆ ରାଇଟ୍ସ ସମ୍ପର୍କରେ ଟେଣ୍ଡର ଜାରି କରିଛି। ଆଇପିଏଲରୁ ବିସିସିଆଇର ରୋଜଗାରରେ ମିଡିଆ ଅଧିକାରର ସବୁଠାରୁ…

ପ୍ରତି ବୁଧବାର ସାଇକେଲରେ ଅଫିସ ଯିବେ ସରକାରୀ କର୍ମଚାରୀ…

କାଭରତ୍ତି, ୫।୪ : ଦ୍ରୁତଗତିରେ ବାୟୁ ଗୁଣବତ୍ତା ସମଗ୍ର ବିଶ୍ୱରେ ଖରାପ ହେଉଥିବାରୁ ଏହା ଚିନ୍ତାର କାରଣ ପାଲଟିଛି। ଭାରତରେ ଅବସ୍ଥା ଅଧିକ ଖରାପ ହେବାରେ ଲାଗିଛି। ବାୟୁ ପ୍ରଦୂଷଣକୁ ହ୍ରାସ କରିବା ପାଇଁ ପାଣିପାଗ ବିଜ୍ଞାନୀ ଏବଂ ପରିବେଶବିତ୍‌ ମାନେ…

ପେଟ୍ରୋଲ-ଡିଜେଲ ଦାମ୍‌ କାହିଁକି ବଢୁଛି ୮୦ ପଇସା, ୧୫ ଦିନରେ ବଢ଼ିଲାଣି ୯ ଟଙ୍କା ୨୦…

ନୂଆଦିଲ୍ଲୀ, ୫।୪ : ଭାରତରେ ପେଟ୍ରୋଲ-ଡିଜେଲ ଦାମ୍‌ ମାର୍ଚ୍ଚ ୨୨ଠାରୁ ଏପ୍ରିଲ୍‌ ୫ ମଧ୍ୟରେ ଗତ ୧୫ ଦିନ ମଧ୍ୟରେ ୧୩ ଥର ଦାମ୍‌ ବୃଦ୍ଧି ପାଇ ମୋଟ ୯ ଟଙ୍କା ୨୦ ପଇସା ବଢ଼ିଛି। ଏହି ସମୟ ମଧ୍ୟରେ ସର୍ବାଧିକ…

ପାକିସ୍ତାନ ସଙ୍କଟରେ ରୁଷିଆର ଏଣ୍ଟ୍ରି, ଇମ୍ରାନ୍‌ଙ୍କ ମସ୍କୋ ଯାତ୍ରା ପାଇଁ ଦଣ୍ଡ ଦେଉଛି ଆମେରିକା !…

ଇସଲାମାବାଦ୍‌, ୫।୪ : ପାକିସ୍ତାନରେ ରାଜନୈତିକ ସଙ୍କଟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ପାକିସ୍ତାନ ବିଶେଷଜ୍ଞମାନେ ମଧ୍ୟ ଏନେଇ ବହୁ ଚିନ୍ତିତ। ଆଗାମୀ କିଛି ଦିନ ମଧ୍ୟରେ ପାକିସ୍ତାନରେ କଣ ଘଟିବ ତାହା କେହି ଜାଣି ନାହାଁନ୍ତି। ଇମ୍ରାନ ଖାନ କ୍ଷମତାରେ…

୨୨ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ପ୍ରତିବନ୍ଧକ…

ନୂଆଦିଲ୍ଲୀ, ୫।୪ : ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୨ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ନିର୍ଦ୍ଦେଶ ମିଳିବା ପରେ ତତ୍କାଳ ଏସବୁ ଚ୍ୟାନେଳଗୁଡ଼ିକୁ ବ୍ଲକ୍‌ କରି ଦିଆଯାଇଛି। ସେଥିମଧ୍ୟରେ ୪ ପାକିସ୍ତାନୀ ୟୁଟ୍ୟୁବ୍‌ ଚ୍ୟାନେଲ ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri