Home Middle

ବୁଧବାର ଏମ୍‌ପିମାନେ କରିବେ ତ୍ରିରଙ୍ଗା ବାଇକ୍‌ ରାଲି, ଲାଲ କିଲ୍ଲାରୁ ସଂସଦ ଭବନ…

ନୂଆଦିଲ୍ଲୀ, ୨।୮ : କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ ବୁଧବାର ସକାଳେ ଲାଲ କିଲ୍ଲାରୁ ସଂସଦ ଭବନ ପର୍ଯ୍ୟନ୍ତ ଏମ୍‌ପିମାନଙ୍କ ପାଇଁ ସଂସ୍କୃତି ମନ୍ତ୍ରଣାଳୟ ପ୍ରକ୍ଷରୁ ଏକ ତ୍ରିରଙ୍ଗା ବାଇକ ରାଲି ଆୟୋଜନ କରାଯିବ। ଏଥିରେ ଭାଗ ନେବାକୁ…

ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ଅପେକ୍ଷା କର, ହିଜାବ୍‌ ମାମଲାରେ ସିଜେଆଇଙ୍କ ଜବାବ…

ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟରେ କର୍ନାଟକ ହିଜାବ ମାମଲାରେ ଶୀଘ୍ର ଶୁଣାଣି କରିବାକୁ ସେ ଏକ ବେଞ୍ଚ ଗଠନ କରିବେ ବୋଲି ସିଜେଆଇ ଏନ.ଭି. ରମନା କହିଛନ୍ତି। ଜଣେ ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ତେଣୁ ଅପେକ୍ଷା କର ବୋଲି ରମନା…

ଇଡ଼ି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି ମାମଲା, କେନ୍ଦ୍ରଠାରୁ ୧୦ ଦିନ ମଧ୍ୟରେ ଜବାବ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟର ନିର୍ଦ୍ଦେଶକ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ବଢ଼଼ାଇବା ନିଷ୍ପତ୍ତି ଯାଞ୍ଚ୍‌ କରିବେ। ଏନେଇ ଶୀର୍ଷକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରି ଏହାର ଜବାବ ୧୦ ଦିନ ମଧ୍ୟରେ ମାଗିଛନ୍ତି। ଏହା ଉପରେ ଶୁଣାଣି ୧୦…

ମଧ୍ୟପ୍ରଦେଶ ଜଙ୍ଗଲରେ ଖଲିସ୍ତାନୀ ଲିଙ୍କ୍‌, କହିଲେ ମନ୍ତ୍ରୀ…

ଭୋପାଳ,୨।୮ : ପଶ୍ଚିମ ମଧ୍ୟପ୍ରଦେଶ ଜଙ୍ଗଲରେ ଖଲିସ୍ତାନୀ ବିଛିନ୍ନତାବାଦୀଙ୍କ ଲିଙ୍କ୍‌ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ନିଶ୍ଚିତ କରିଛନ୍ତି। ଇତିମଧ୍ୟରେ ରାଜ୍ୟର ଖରଗୋନ ଜିଲାରୁ ଖଲିସ୍ତାନ ସମର୍ଥକଙ୍କ ସହ ଯୋଗାଯୋଗରେ ଥିବା ଜଣେ ବନ୍ଧୁକଧାରୀ ଆସନ ସିଂ ସିକିଲଗାରଙ୍କୁ…

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପ୍ରୋଫାଇଲ୍‌ ଫଟୋ ‘ତ୍ରିରଙ୍ଗା’ ରଖିଲେ ମୋଦି

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟଗୁଡିକର ପ୍ରୋଫାଇଲ୍‌ ଫଟୋକୁ ପରିବର୍ତ୍ତନ କରିଛନ୍ତି। ସେ ଫ୍ରୋଫାଇଲ୍‌ ଫଟୋ ଜାତୀୟ ପତାକା ‘ତ୍ରିରଙ୍ଗା’ ରଖିଛନ୍ତି। ଏହାସହ ସମସ୍ତେ ଏହା କରିବାକୁ ସେ ଦେଶର ଲୋକଙ୍କୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ…

ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ

ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି । ପରମାଣୁ ଅସ୍ତ୍ର ବିସ୍ତାରକୁ ରୋକିବା ଏବଂ ପରମାଣୁ ମୁକ୍ତ ବିଶ୍ୱ ସୃଷ୍ଟି କରିବା…

ଏୟାର ଇଣ୍ଡିଆର ନୂଆ ନୀତି: ଅବସର ନେବା ପରେ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଉଡାଇ ପାରିବେ ବିମାନ

ନୂଆଦିଲ୍ଲୀ,୨ ।୮: ଟାଟା ଗ୍ରୁପର ବିମାନ କମ୍ପାନୀ ଏୟାର ଇଣ୍ଡିଆ ଏବେ ତା’ର ପାଇଲଟଙ୍କୁ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ବିମାନ ଉଡାଇବାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ କମ୍ପାନୀ ପକ୍ଷରୁ ନୂଆ ନୀତି ଆସିଛି । ଏହି…

ଆମେରିକାର ଡ୍ରୋନ୍‌ ଆକ୍ରମଣରେ ପ୍ରାଣ ହରାଇଲେ ଅଲ-କାଏଦା ମୁଖ୍ୟ

ନ୍ୟୁୟର୍କ,୨ା୮: ଆଫଗାନିସ୍ତାନରେ ଆତଙ୍କବାଦ ବିରୋଧୀ ଅପରେଶନରେ ଅଲ-କାଏଦାର ମୁଖ୍ୟ ଆୟମାନ ଅଲ-ଜାୱାହିରି ପ୍ରାଣ ହରାଇଛନ୍ତି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ଆମେରିକାର ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ) ଦ୍ୱାରା ଡ୍ରୋନ ଷ୍ଟ୍ରାଇକ୍‌ରେ ରବିବାର ଜାୱାହିରିଙ୍କ ମୃତ୍ୟୁ ଘଟିଛି। ରାଷ୍ଟ୍ରପତି ଜୋ ବାଇଡେନ ଏହାକୁ…

ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ମୃତ

ଭୋପାଳ,୧।୮: ମଧ୍ୟପଦେଶ ଜବଲପୁର ସ୍ଥିତ ନ୍ୟୁଲାଇଫ୍‌ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ବି ହସ୍ପିଟାଲରେ ରୋଗୀ ଏବଂ ସମ୍ପର୍କୀୟ ଫସିରହିଛନ୍ତି। ଖବରପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ…

‘ମୁଁ ସଞ୍ଜୟ ରାଉତଙ୍କ ପାଇଁ ଗର୍ବିତ’

ମୁମ୍ବାଇ,୧।୮: ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ସଞ୍ଜୟଙ୍କ ଗିରଫ ପରେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ସୋମବାର ତାଙ୍କ ଘରେ ପହଞ୍ଚି ପରିବାର ସଦସ୍ୟଙ୍କୁ ଭେଟିଥିଲେ। ଏକ ଖବରଦାତା…

ପୋଲିସ ଗୁଳିରେ ୩ ବର୍ଷ ମଧ୍ୟରେ ନିର୍ଦ୍ଦୋଷ ନାଗରିକଙ୍କ ମୃତ୍ୟୁ ଘଟିନି, ଉପରାଜ୍ୟପାଳଙ୍କ ସୂଚନା…

ଶ୍ରୀନଗର,୧।୮ : ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି ଯେ ଆତଙ୍କବାଦୀ ଇକୋ-ସିଷ୍ଟମକୁ ଅନେକାଂଶରେ ବିଲୋପ କରାଯାଇଛି। ଏ ସହିତ ସମଗ୍ର ଅଞ୍ଚଳରୁ ଆତଙ୍କବାଦକୁ ଦୂର କରିବା ପାଇଁ ଉଦ୍ୟମ ଚାଲିଛି। ସେ କହିଛନ୍ତି ଯେ ଆତଙ୍କବାଦ କେବଳ ସମାଜ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?