Home Middle

ବାତ୍ୟା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୯।୫: ଆଇଏମ୍‌ଡିର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ ରବିବାର ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାରେ ରୂପାନ୍ତରିତ ହେବାର ଆଶା କରାଯାଉଛି। ବାତ୍ୟା ସ୍ଥିତି ଉପତ୍ନ୍ନ ହେଲେ ଏହାର ମୁକାବିଲା କରିବା…

ଏଫ୍‌ପିଆଇ ମାଲିକାନା ୧୯.୫%କୁ ହ୍ରାସ

ନୂଆଦିଲ୍ଲୀ,୯ା୫: ଘରୋଇ ଶେୟାର ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ର ମାଲିକାନା ଗତ ମାର୍ଚ୍ଚରେ ୧୯.୫%କୁ ହ୍ରାସ ପାଇ ୬୧୯ ବିଲିୟନ ଡଲାରରେ ପହଞ୍ଚିଛି। ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ଏନ୍‌ଏସ୍‌ଇ)-୫୦୦ କମ୍ପାନୀଗୁଡ଼ିକର ବିଶ୍ଲେଷଣ ପରେ ବ୍ରୋକରେଜ୍‌ ଫାର୍ମ ବ୍ୟାଙ୍କ୍‌ ଅଫ୍‌ ଆମେରିକା…

‘ମାଗ ନାହିଁ, ପଡ଼ି ରହିଥିବା ଅର୍ଥ ଉପଯୋଗ କର’

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍‌ସି)କୁ ଆର୍ଥିକ ସହାୟତା ମାଗିଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ ତାଗିଦ କରିଛି ଉଚ୍ଚ ଶିକ୍ଷା ବିଭାଗ। ଅଧିକ ସହାୟତା ନ ମାଗି…

ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ

ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ ବିଭାଗ ଗତ ୩ ବର୍ଷ ମଧ୍ୟରେ କ’ଣ ସବୁ ପଦକ୍ଷେପ ନେଇଛନ୍ତି…

ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍‌ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା।…

‘ଓଡ଼ିଶାରେ ସବୁଦିନ ରହିବାକୁ ଇଚ୍ଛା’

ଭୁବନେଶ୍ୱର,୮ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତା ଅର୍ଜୁନ ରାମପାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଜନତା ମଇଦାନରେ ଓଡ଼ିଶା ଓମେନ୍ସ ମେଳା-୨୦୨୨ ଚାଲିଥିବାବେଳେ ଏଥିରେ ଯୋଗଦେବାକୁ ଓଡ଼ିଶା ଆସିଛନ୍ତି ଅର୍ଜୁନ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କିଛି ପ୍ରସଙ୍ଗରେ ଆଲୋଚନା କରିଥିଲେ।…

ପୁରୀଠାରୁ ୯୬୦ କିଲୋମିଟର ଦୂରରେ ବାତ୍ୟା

ଭୁବନେଶ୍ୱର,୮ା୫(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅସାନି’ ୧୩ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ବର୍ତ୍ତମାନ ‘ଅସାନି’ ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ୯୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ପୋର୍ଟ ବ୍ଲେୟାରଠାରୁ ଏହା…

ବିଲ ମଝିରେ ଭୟଙ୍କର ଘୂର୍ଣ୍ଣିଝଡ଼, ଲୋକେ ଆତଙ୍କିତ

ଗୁଆହାଟି,୮ା୫: ଆସାମର ବାରପେଟା ଜିଲାରେ ପ୍ରକୃତିର ଭୟଙ୍କର ରୂପ ଦେଖିବାକୁ ମିଳିଛି। ହଠାତ୍‌ ବିଲ ମଝିରେ ଭୟଙ୍କର ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାରୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏହି ଘୂର୍ଣ୍ଣିଝଡ଼ ଅଧିକ ଶକ୍ତିଶାଳୀ ନୁହେଁ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।…

ଏତିକି ଟଙ୍କାରେ ନିଲାମ ହେଲା ୟୁକ୍ରେନ ରାଷ୍ଟ୍ରପତିଙ୍କ ସ୍ବେଟର

କ୍ୱିଭ୍‌,୮ା୫: ଯୁକ୍ରେନ ରାଷ୍ଟ୍ରପତିଙ୍କ ସ୍ବେଟର ନିଲାମ ହୋଇଛି। ରୁଷିଆ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ଜେଲେନସ୍କିଙ୍କ ସ୍ବେଟର। ମେଣ୍ଢାଲୋମରେ ତିଆରି ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କର ଗୋଟାଏ ପ୍ରସିଦ୍ଧ ଖାକି ସ୍ବେଟର ଇଂଲଣ୍ଡରେ ନିଲାମ ହୋଇଛି। ସୂଚନା ଅନୁସାରେ, ୯୦,୦୦୦…

ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବ, ହାଇକୋର୍ଟରେ ଆବେଦନ ଦାଖଲ…

ଆଗ୍ରା, ୮।୫ : ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବ। ଏଠାରେ ହିନ୍ଦୁ ଦେବୀଦେବତାଙ୍କର ମୂର୍ତ୍ତି ଅଛି କି ନାହିଁ ତାହା ଜାଣିବା ପାଇଁ ତାଜମହଲର ୨୨ ଟି ତାଲା ପଡିଥିବା କୋଠରୀକୁ ଯାଞ୍ଚ କରିବା ପାଇଁ ଆହ୍ଲାବାଦ ହାଇକୋର୍ଟର…

ତରନ ତାରନରୁ ସାଢ଼େ ୩ କିଲୋଗ୍ରାମ୍‌ ଆର୍‌ଡିଏକ୍ସ୍‌ ଜବତ…

ଚଣ୍ଡିଗଡ଼, ୮।୫ : ଭାରତ-ପାକିସ୍ତାନର ସୀମାରେ ଅବସ୍ଥିତ ପଞ୍ଜାବର ତରନ ତାରନ ଜିଲାରୁ ସାଢ଼େ ୩ କିଲୋଗ୍ରାମ ଆରଡିଏକ୍ସ ଜବତ କରାଯାଇଛି। ଏକ ଭଙ୍ଗା ବିଲ୍ଡିଂରୁ ଏହା ମିଳିଛି। ଏସମ୍ପର୍କରେ ତରନ ତାରନ ପୋଲିସ ମୁଖ୍ୟ ଏସଏସପି ରଣଜିତ ସିଂ ସୂଚନା…

ଆର୍‌ସିବି ଜିତିଲା ଟସ୍‌, ପ୍ରଥମେ ବ୍ୟାଟିଂ…

ମୁମ୍ବାଇ, ୮।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୪ ତମ ମ୍ୟାଚ୍‌ରେ ରବିିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri