Home Middle

ଶ୍ରୀଲଙ୍କାକୁ ଭାରତ ଦେଇସାରିଲାଣି ୨୫୦ କୋଟିର ଆର୍ଥିକ ସହାୟତା

କଲମ୍ବୋ,୩ା୪: ଆଜିକାଲି ଶ୍ରୀଲଙ୍କା ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସାହାଯ୍ୟ ପାଇଁ ଭାରତକୁ ଅନୁରୋଧ କରିଥିଲା। ଏହି କ୍ରମରେ ଶ୍ରୀଲଙ୍କାରେ ଭାରତର ହାଇ କମିଶନର ଗୋପାଳ ବାଗ୍‌ଲେ ରବିବାର କହିଛନ୍ତି, ଶ୍ରୀଲଙ୍କାର ଅନୁରୋଧକୁ ଭାରତ ତୁରନ୍ତ କାର୍ଯ୍ୟକାରୀ କରିଛି।…

ବିବାହ ପ୍ରତି ଚାଇନା ଯୁବବର୍ଗଙ୍କ ମୋହଭଙ୍ଗ…

ବେଜିଂ, ୩।୪ : ଚାଇନାରେ ଏବେ ବିବାହ କରିବାକୁ ଯୁବବର୍ଗ ଅମଙ୍ଗ ହେବାରେ ଲାଗିଛନ୍ତି। ବିବାହ ପ୍ରତି ସେମାନଙ୍କର ମୋହ ଭଙ୍ଗ ହୋଇଛି। ଫଳରେ ବାର୍ଷିକ ବିବାହ ସଂଖ୍ୟା ୩୬ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଯାହା ସଙ୍କଟ ସୃଷ୍ଟି ହୋଇଛି।…

ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି। ଏଥି ସହିତ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଚେତାବନୀ ଦେଇଛନ୍ତି…

ଯୁଦ୍ଧର ଛାତିଥରା ଦୃଶ୍ୟ,ବୁଚା ସହରରେ ଗୋଟିଏ କବରରେ ୩୦୦ରୁ ଅଧିକ ମୃତଦେହ…

କ୍ୱିଭ୍‌, ୩।୪ : ୟୁକ୍ରେନ ରାଜଧାନୀ କ୍ୱିଭ୍‌ ନିକଟରେ ଅବସ୍ଥିତ ବୁଚା ସହରରୁ ଯୁଦ୍ଧର ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଗୋଟିଏ କବରରୁ ୩୦୦ରୁ ଅଧିକ ଲୋକଙ୍କ ମୃତଦେହ ମିଳିଛି। ଏହା ବ୍ୟତୀତ ବହୁ ଲୋକଙ୍କ ମୃତଦେହ ରାସ୍ତାରେ…

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୧ ରେ ପହଞ୍ଚିଛି।…

ମେ ୯ ସୁଦ୍ଧା ଡୋନାବାସକୁ ଦଖଲ କରିବାକୁ ଚାହାଁନ୍ତି ପୁଟିନ୍‌, ଆମେରିକା ଗୁପ୍ତଚର ସଂସ୍ଥାର ପର୍ଦ୍ଦାଫାଶ୍‌…

ଓ୍ବାଶିଂଟନ/ମସ୍କୋ, ୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୯ ଦିନ ଧରୀ ଜାରି ରହିଛି। ଏଭଳି ସ୍ଥଳେ ବାର୍ତ୍ତାକାର ଡେଭିଡ ଆରକାମିଆ ୟୁକ୍ରେନ ଟେଲିଭିଜନ ଚ୍ୟାନେଲକୁ କହିଛନ୍ତି ଯେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ରୁଷିଆର ରାଷ୍ଟ୍ରପତି…

୧୨୨ ବର୍ଷରେ ସବୁଠୁ ଉତ୍ତପ୍ତ ମାର୍ଚ୍ଚ

ନୂଆଦିଲ୍ଲୀ,୩।୪: ଭାରତରେ ଚଳିତବର୍ଷ ମାର୍ଚ୍ଚରେ ତାପମାତ୍ରା ୧୨୨ ବର୍ଷର ରେକର୍ଡ ଭାଙ୍ଗିଛି। ୧୯୦୧ ମସିହା ପରଠାରୁ ଗତ ମାର୍ଚ୍ଚ ସବୁଠୁ ଉତ୍ତପ୍ତ ମାସ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) କହିଛି। ଏହି ମାସରେ ହାରାହାରି ତାପମାତ୍ରା ୩୩.୧ ଡିଗ୍ରୀ ସେଲ୍‌ସିୟସ୍‌…

ଓଡ଼ିଶାର ବ୍ୟବସାୟିକ ପରିବେଶ ଶ୍ରେଷ୍ଠ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩।୪(ବ୍ୟୁରୋ):  ଓଡ଼ିଶାର ବ୍ୟବସାୟିକ ପରିବେଶ ବ୍ୟବସ୍ଥା ଭାରତରେ ସର୍ବୋତ୍ତମ। ଆମ ରାଜ୍ୟରେ ଚାକିରି ସୃଷ୍ଟି କରୁଥିବା ବ୍ୟକ୍ତିବିଶେଷଙ୍କୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ ଜାରି ରଖିବୁ। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ଇସଲାମାବାଦରେ ୧୪୪ ଧାରା ଜାରି

ଇସଲାମାବାଦ,୩ ।୪: ରବିବାର ପାକିସ୍ତାନ ଭବିଷ୍ୟତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ପାକିସ୍ତାନ ସଂସଦରେ ଦେଶର ବଜିର-ଏ-ଆଜମ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହେବ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦଳ ନିଜ ଷ୍ଟାଣ୍ଡରେ…

ପରାଜୟ ସ୍ୱୀକାର କଲା ଡିସି …

ମୁମ୍ବାଇ, ୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ବିଜୟ ହାସଲ କରିଛି । ୧୪ ରନରେ ଡିସି ଜିଟି ଠାରୁ ପରାଜିତ ହୋଇଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି…

୧୨୧ ବର୍ଷର ରେକର୍ଡ ଭାଙ୍ଗିଲା ତାତି, ୯ ରାଜ୍ୟରେ ଲୁ ଚେତାବନୀ …

ନୂଆଦିଲ୍ଲୀ, ୨।୪ : ଚଳିତ ବର୍ଷ ଦେଶରେ ତାତି ୧୨୧ ବର୍ଷର ରେକର୍ଡ ଭାଙ୍ଗିଛି। ୧୯୦୧ ମସିହା ପରେ ପ୍ରଥମ ଥର ପାଇଁ ମାର୍ଚ୍ଚ ମାସରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଟପିଛି। ଏହା ହାରାହାରି ତାପମାତ୍ରାଠାରୁ ୧.୮୬ ଡିଗ୍ରୀ ସେଲସିୟସ୍‌…

ଲେମ୍ବୁ କିଲୋ ପିଛା ୨୦୦ ଟଙ୍କା…

ନୂଆଦିଲ୍ଲୀ, ୨।୪ : ଖରା ବଢ଼ିବା ସହିତ ଦେଶରେ ଲେମ୍ବୁ କିଲୋଗ୍ରାମ୍‌ ପିଛା ଦାମ୍‌ ବଢ଼ିବାରେ ଲାଗିଛି। ଏହା ଇତିମଧ୍ୟରେ କିଲୋଗ୍ରାମ୍‌ ପିଛା ୨୦୦ ଟଙ୍କାରେ ପହଞ୍ଚିଛି। ଶନିବାର ଗୁଜୁରାଟ ରାଜକୋଟରେ ଏଭଳି ଦାମ୍‌ ରେକର୍ଡ କରାଯାଇଛି। ଚଳିତ ମାର୍ଚ୍ଚରେ ଲେମ୍ବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri