ଦଳର ଭାବମୂର୍ତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସହ୍ୟ କରାଯିବ ନାହିଁ…
ହାଇଦ୍ରାବାଦ୍, ୭।୫ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଟିର ଆଭ୍ୟନ୍ତରୀଣ ମାମଲାକୁ ଜନସାଧାରଣଙ୍କ ନିକଟକୁ ନ ନେବାକୁ ଦଳର ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ହାଇଦ୍ରାବାଦରେ ତେଲେଙ୍ଗାନା ପ୍ରଦେଶ କଂଗ୍ରେସ କମିଟି ବୈଠକକୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି, ଯଦି…
କିମ୍ ପୁଣି କଲେ ଆଣବିକ ପରୀକ୍ଷଣ…
ସିଓଲ, ୭।୫ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ଆଣବିକ ନିରସ୍ତ୍ରିକରଣ ଚୁକ୍ତିକୁ ବେଖାତିର କରି ପୁଣି ସମୁଦ୍ରରରେ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛନ୍ତି। ଦକ୍ଷିଣ କୋରିଆର ସୈନ୍ୟ ବାହିନୀ ଦାବି କରିଛନ୍ତି ଯେ ଉତ୍ତର…
ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…
ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଏହା ପାଳନ କରିବାକୁ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ଚେତାବନୀ ଦେଇଛନ୍ତି। ଜିନପିଙ୍ଗ କହିଛନ୍ତି…
ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା
ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା ଦିଗ…
ବେଲୁଚିସ୍ତାନରେ ଭୂକମ୍ପ ଝଟ୍କା: ୨୦୦ ପରିବାର ବାସହୀନ
ଇସଲାମାବାଦ,୭ା୫: ପାକିସ୍ତାନର ବେଲୁଚିସ୍ତାନରେ ବଡ଼ ଧରଣର ଭୂକମ୍ପ ହୋଇଛି। ଭୂକମ୍ପ ପରେ ଖୁଜଦାର ଜିଲାରେ ଅତି କମ୍ରେ ୮୦ଟି ଘର ଭୁଶୁଡ଼ି ପଡ଼ିବାରୁ ୨୦୦ରୁ ଅଧିକ ପରିବାର ବାସହୀନ ହୋଇପଡ଼ିଛନ୍ତି। ପାଣିପାଗ ବିଭାଗ ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଔରନାଜୀ ନିକଟରେ ଥିଲା।…
ଟୁଇଟର ଡିଲ୍ରେ ନୂଆ ପ୍ରତିବନ୍ଧକ, ଏଲୋନ ମସ୍କଙ୍କ ବିରୋଧରେ ମାମଲା, ୨୦୨୫ ପର୍ଯ୍ୟନ୍ତ ରୋକ ଦାବି …
ଓ୍ବାଶିଂଟନ୍, ୭।୫ : ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ଘୋଷଣା କରିଥିବା ଏଲୋନ ମସ୍କଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ଫ୍ଲୋରିଡା ପେନ୍ସନ ଫଣ୍ଡ୍ ଏହି ଡିଲକୁ ବନ୍ଦ କରିବା ପାଇଁ ମସ୍କ ଏବଂ ଟୂଇଟର ବିରୋଧରେ ମାମଲା ରୁଜୁ କରିଛି।…
ପିବିକେଏସ୍ ଜିତିଲା ଟସ୍, ପ୍ରଥମେ ବ୍ୟାଟିଂ…
ମୁମ୍ବାଇ, ୭।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍ରେ ଶନିବାର ରାଜସ୍ଥାନ ରୟାଲର୍ସ (ଆର୍ଆର୍) ବିପକ୍ଷରେ ପଞ୍ଜାବ କିଙ୍ଗସ(ପିବିକେଏସ୍) ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ପିବିକେଏସ୍…
୩୦ ତଳେ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ମହଙ୍ଗା ମାଡ: ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୭ ।୫: ପୁଣିଥରେ ରୋଷେଇ ଘରେ ହୋଇଛି ମଡଙ୍ଗା ମାଡ। ଘରୋଇ ଏଲପିଜି ସିଲିଣ୍ଡରର ଦାମ ୫୦ ଟଙ୍କା ବୃଦ୍ଧି ହୋଇଛି। ୧୪.୨ କିଲୋ ଘରୋଇ ରୋଷେଇ ଗ୍ୟାସର ଦାମ ୫୦ଟଙ୍କା ବୃଦ୍ଧି ହେବା ଫଳରେ ଏବେ ଗୋଟିଏ ସିଲିଣ୍ଡରର ଦାମ…
ଇନ୍ଦୋରରେ ଦୁଇ ମହଲା ଘରେ ଲାଗିଲା ନିଆଁ: ୭ ଜୀବନ୍ତ ଦଗ୍ଧ
ଇନ୍ଦୋର,୭ ।୫: ମଧ୍ୟପ୍ରଦେଶ ଇନ୍ଦୋରର ସ୍ୱର୍ଣ୍ଣବାଗ କଲୋନୀରେ ଶନିବାର ଭିଷଣ ନିଆଁ ଲାଗିଥିବା ଜଣାପଡିଛି । ଏକ ଦୁଇ ମହଲା କୋଠାରେ ନିଆଁ ଲାଗିଯିବା ଫଳରେ ୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ…
ଆଗରେ ଅନେକ ଆହ୍ବାନ
ମାନିଲା,୭ା୫: ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ଫିଲିପାଇନ୍ସ ମେ’ ୯ରେ ନୂଆ ରାଷ୍ଟ୍ରପତି ବାଛିବ। ୧୯୩୫ ମସିହାରୁ ଚାଲିଥିବା ସାଧାରଣ ନିର୍ବାଚନରେ ଏଥର ସପ୍ତଦଶ ରାଷ୍ଟ୍ରପତି ଓ ଷୋଡ଼ଶ ଉପରାଷ୍ଟ୍ରପତି ନିର୍ବାଚିତ ହେବେ। ୧୯୮୭ରେ ପ୍ରଣୀତ ଫିଲିପାଇନ୍ସ ସମ୍ବିଧାନ ଅନୁସାରେ ବର୍ତ୍ତମାନର ରାଷ୍ଟ୍ରପତି…
ମୁମ୍ବାଇର ଅବିଶ୍ୱସନୀୟ ବିଜୟ
ମୁମ୍ବାଇ,୬।୫: ଶେଷ ଓଭରରେ ୯ ରନ କରିପାରିଲାନି ଗୁଜରାଟ ଟାଇଟାନ୍ସ। ଡେଥ୍ ଓଭରରେ ଡାନିଏଲ୍ ସାମ୍ସ ଚମତ୍କାର ବୋଲିଂ କରି ମାତ୍ର ୩ ରନ ବ୍ୟୟ କରି ମୁମ୍ବାଇ ଇଣ୍ଡିଆନ୍ସକୁ ଅବିଶ୍ୱସନୀୟ ବିଜୟ ଭେଟିଦେଲେ। ଫଳରେ ୧୯ତମ ଓଭର ପର୍ଯ୍ୟନ୍ତ ମ୍ୟାଚକୁ…
Archives


