ପୁଣି ଚିନ୍ତା ବଢ଼ାଇବ ନୂଆ ଭାରିଆଣ୍ଟ: ଓମିକ୍ରନଠାରୁ ୧୦ଗୁଣା ଅଧିକ ସଂକ୍ରମଣ
ଜେନେଭା,୨।୪: କରୋନା ଭାଇରସ୍ର ଏକ ନୂଆ ଭାରିଆଣ୍ଟ ପୁଣି ଥରେ ଚିନ୍ତା ବଢ଼ାଇବାକୁ ଯାଉଛି। କରୋନାର ନୂଆ ମ୍ୟୁଟାଣ୍ଟ ଭାରିଆଣ୍ଟ ଏକ୍ସଇ ଓମିକ୍ରନର ସବ୍ଭାରିଆଣ୍ଟ ବିଏ-୨ ଅପେକ୍ଷା ପ୍ରାୟ ୧୦ଗୁଣ ଅଧିକ ସଂକ୍ରାମକ ହୋଇପାରେ। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ଏନେଇ ଚିନ୍ତା…
ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୨
ଭୁବନେଶ୍ୱର,୨।୪(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହେଉଛି ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ୍। ହୋଟେଲ ସ୍ବସ୍ତି ପ୍ରିମିୟମ୍ରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଦ୍ଘାଟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଅତିଥି ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବ…
ୟୁକ୍ରେନ୍ର ରୁଷିଆ ଆକ୍ରମଣ
କିଭ୍/ମସ୍କୋ,୨ା୪: ଫେବୃୟାରୀ ୨୪ରେ ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ ଆରମ୍ଭ କରିଥିଲା। ସେବେଠୁ ରାଜଧାନୀ କିଭ୍ ସମେତ ଅନେକ ସହରରେ ରୁଷୀୟ ସୈନ୍ୟ ବୋମା, ରକେଟ ଓ କ୍ଷେପଣାସ୍ତ୍ର ମାଡ଼ କରୁଥିବାବେଳେ ୟୁକ୍ରେନୀୟ ସୈନ୍ୟ କେବଳ ଆମତ୍ରକ୍ଷା କରୁଥିଲେ। କିନ୍ତୁ ଏବେ…
ଲାର୍ଭୋଭଙ୍କୁ ଭେଟିଲେ ମୋଦି
ନୂଆଦିଲ୍ଲୀ, ୧।୪: ଭାରତ ଗସ୍ତରେ ଆସିଥିବା ରୁଷିଆର ବହିର୍ବ୍ୟାପାର ମନ୍ତ୍ରୀ ସେରଗି ଲାଭ୍ରୋଭଙ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି। ଉଭୟ ନେତା ପ୍ରାୟ ୪୦ ମିନିଟ୍ ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକ ବେଳେ ଲାଭ୍ରୋଭ ରୁଷିଆ ଓ…
ଆଜି ରୁଷିଆ-ୟୁକ୍ରେନ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
କ୍ୱିଭ୍,୧ା୪: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧ ମାସରୁ ଊର୍ଦ୍ଧ୍ୱ ହେବ ଚାଲିଛି। ଏହାକୁ ବନ୍ଦ କରିବା ଏବଂ ସମାଧାନ ପାଇଁ ଏପର୍ଯ୍ୟନ୍ତ ଅନେକଥର ଆଲୋଚନା ହୋଇସାରିଲାଣି। ମାତ୍ର ସମାଧାନର କୌଣସି ରାସ୍ତା ମିଳୁନି। ଉଭୟ ଦେଶର ପ୍ରତିନିଧି ଦଳ ଶୁକ୍ରବାର ଆଉ…
ପୁଣି ୨୫୦ ଟଙ୍କା ବଢିଲା ଗ୍ୟାସ୍ ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୪: ପୁଣି କମର୍ସିଆଲ୍ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ଘଟିଛି। ତେବେ ଘରୋଇ ଗ୍ୟାସ ଦର ଅପରିବର୍ତ୍ତିତ ରହିଛି। ବର୍ଦ୍ଧିତ ଦର ଅନୁସାରେ ଏବେ ଦିଲ୍ଲୀରେ ୧୯ କିଲୋଗ୍ରାମର ଏଲ୍ପିଜି ସିଲିଣ୍ଡର ୨୨୫୩ ଟଙ୍କାରେ ମିଳିବ। ଅନ୍ୟପଟେ ଅଣ-ସବସିଡି…
ଓଡ଼ିଆ ସଂସ୍କୃତି ସାରା ବିଶ୍ୱରେ ପରିଚିତ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧ା୪: ଓଡ଼ିଶା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି…
ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଓଡ଼ିଶା ଦିବସ। ସାରା ରାଜ୍ୟବାସୀ ଏହି ଦିନଟିକୁ ବେଶ୍ ଉତ୍ସାହର ସହ ପାଳନ କରୁଛନ୍ତି। ଏହି ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି…
ଶର୍ମିଷ୍ଠାଙ୍କୁ ସ୍ପଟ୍କୁ ନେଲା କ୍ରାଇମବ୍ରାଞ୍ଚ, ହୋଇପାରେ ସିନ୍ ରିକ୍ରିଏଶନ
କଟକ ଅଫିସ,୧ା୪: କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାର ଆଜି ହେଉଛି ଚତୁର୍ଥ ଦିନ। ହତ୍ୟାରେ ବ୍ୟବହୃତ ସାମଗ୍ରୀ ଜବତ ହୋଇ ସାରିଥିବା ବେଳେ ଯେଉଁ ମେମୋରି ଚିପ ପାଇଁ ହତ୍ୟାକାଣ୍ଡ ହୋଇଥିବା ଆଲୋଚନା ହେଉଛି…
ଆଜି ଉତ୍କଳ ଦିବସ: ସବୁଠି ଶୁଭୁଛି ଓଡ଼ିଶାର ଜୟଗାନ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଅର୍ଥାତ୍ ଏପ୍ରିଲ ୧ରେ ହେଉଛି ଉତ୍କଳ ଦିବସ। ୧୯୩୬ ମସିହା ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା। ଭାଷା ଭିତ୍ତିରେ ପ୍ରଦେଶ ଗଠନର ମାନ୍ୟତା ପାଇଥିଲା ଓଡ଼ିଶା। ଏହି ପବିତ୍ର ଦିନରେ ଓଡ଼ିଶାର ବରପୁତ୍ରମାନଙ୍କୁ ମନେ…
‘ଯୁଦ୍ଧକୁ ଇନ୍ଧନ ଦେଉଛି ଭାରତ’
ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ୟୁକ୍ରେନ୍ ଆକ୍ରମଣ ପରେ ଆମେରିକା ଓ ୟୁରୋପୀୟ କ୍ରେତାମାନେ ମସ୍କୋଠାରୁ ତେଲ କିଣିବା ବନ୍ଦ କରିଦେବାରୁ ରୁଷିଆ ନୂଆ ବଜାର ଖୋଜୁଛି। ଏବେ ଏସିଆକୁ ରୁଷିଆର ତେଲ ଯୋଗାଣ ବଢ଼ିଯାଇଛି। ଭାରତ ଏହାର ଫାଇଦା ନେବାକୁ ଯାଇ ଅନ୍ତର୍ଜାତୀୟ ଚାପ…
କେନ୍ଦ୍ରକୁ ଫେରିଗଲା ୮୪୨ କୋଟି
ଭୁବନେଶ୍ୱର,୧ା୪(ବ୍ୟୁରୋ): ଜଳ ସେଚନ ପାଇଁ ପର୍ଯ୍ୟାପ୍ତ ଅର୍ଥ ବ୍ୟବସ୍ଥା ସତ୍ତ୍ୱେ ଆର୍ଥିକ ପରିଚାଳନାରେ ଅନିମୟମିତା, ଜମି ଅଧିଗ୍ରହଣରେ ବିଳମ୍ବ , ଡିପିଆର ପ୍ରସ୍ତୁତିରେ ତ୍ରୁଟି, ଭୁଲ ସର୍ଭେ ଓ ଅନୁସନ୍ଧାନ, ତ୍ରୁଟିଯୁକ୍ତ ଡିଜାଇନ, ଜଳ ନ ଥିବା ସ୍ଥାନରେ ବୃହତ ପ୍ରକଳ୍ପ…
Archives


