Home Middle

ଦରଦାମ୍‌ ବୃଦ୍ଧି, ୫ ଅଗଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଆବାସ ଘେରାଉ କରିବ କଂଗ୍ରେସ…

ନୂଆଦିଲ୍ଲୀ, ୩୦।୭ : ଦରଦାମ୍‌ ବୃଦ୍ଧି ନେଇ କଂଗ୍ରେସ ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆବାସ ଘେରାଉ କରିବ। ବ୍ୟାପକ ପ୍ରଦର୍ଶନ କରିବା ସହିତ କଂଗ୍ରେସ ସଂସଦଠାରୁ ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ଆବାସ ଘେରାଉ କରିବ ବୋଲି ଘୋଷଣା…

ଗୃହଯୁଦ୍ଧ ମୁହାଁ ଇରାକ୍‌, ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରବେଶ କଲେ ପ୍ରଦର୍ଶନକାରୀ…

ବାଗଦାଦ୍‌, ୩୦।୭ : ଇରାକ୍‌ ଗୃହଯୁଦ୍ଧ ମୁହାଁ ହେବାରେ ଲାଗିଛି। ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରଦର୍ଶନକାରୀ ପ୍ରବେଶ କରିଛନ୍ତି। ଶନିବାର ଏକ ପ୍ରଭାବଶାଳୀ ଶିଆ ଗୋଷ୍ଠୀର ହଜାରେରୁ ଅଧିକସମର୍ଥକ ସଂସଦରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ସେମାନେ ଇରାନ…

୨ ଲକ୍ଷ କୋଟିର ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ଶନିବାର ବିଧାନସଭାରେ ଗୃହୀତ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ୨ ଲକ୍ଷ କୋଟିରୁ ପ୍ରଶାସନିକ ଖର୍ଚ୍ଚ ନିମନ୍ତେ ୮୯ ହଜାର ୫୬୦ କୋଟି…

କହିବା ଆରମ୍ଭ କଲେ ଭୂକମ୍ପ ଆସିବ, ଉଦ୍ଧବଙ୍କୁ ଶିନ୍ଦେଙ୍କ ଟାର୍ଗେଟ…

ମୁମ୍ବାଇ, ୩୦।୭ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ଗୋଷ୍ଠୀର ନେତାମାନଙ୍କୁ ଦେଶଦ୍ରୋହୀ ବୋଲି କହିଥିବା ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କୁ ପୁଣି ଥରେ ଟାର୍ଗେଟ କରିଛନ୍ତି। ଉଦ୍ଧବ ଠାକରେଙ୍କୁ ଏକ ପରୋକ୍ଷ ଚେତାବନୀରେ ଶିନ୍ଦେ କହିଛନ୍ତି ଯେ ଯଦି…

‘ୟୁକ୍ରେନକୁ ବିଶ୍ୱ ମାନଚିତ୍ରରୁ ହଟାଇବାକୁ ଚାହୁଁଛି ରୁଷିଆ’

ଓ୍ବାଶିଂଟନ,୩୦ା୭: ମିଳିତ ଜାତିସଂଘରେ ଆମେରିକାର ରାଷ୍ଟ୍ରଦୂତ ଲିଣ୍ଡା ଥୋମାସ୍‌ ଗ୍ରୀନଫିଲ୍ଡ କହିଛନ୍ତି, ରୁଷିଆ ୟୁକ୍ରେନକୁ ବିଶ୍ୱ ମାନଚିତ୍ରରୁ ହଟାଇବା ଅର୍ଥାତ୍‌ ମୂଳପୋଛ କରିବାକୁ ଚାହୁଁଛି। ଗ୍ରୀନଫିଲ୍ଡ ଜାତିସଂଘ ସୁରକ୍ଷା ପରିଷଦକୁ କହିଛନ୍ତି, ରୁଷିଆ ୟୁକ୍ରେନର ଡୋନାସ୍କ, ଲୁହାନସ୍କ ସହିତ ଖେର୍ସନ ଏବଂ…

କହିବା ପୂର୍ବରୁ ଚିନ୍ତା କରିବାର ଥିଲା, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କହିଲେ ଶିନ୍ଦେ-ଫଡ଼ନଭିସ…

ମୁମ୍ବାଇ, ୩୦।୭ : ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ବିବାଦୀୟ ମନ୍ତବ୍ୟ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ ମୁମ୍ବାଇ ସମ୍ପର୍କରେ ରାଜ୍ୟପାଳଙ୍କ ମନ୍ତବ୍ୟ ନେଇ ମୁଁ ସହମତ ନୁହେଁ। ସେ କହିଛନ୍ତି ଯେ…

ଦେଶ ବିରୋଧି ସଂଗଠନ ପାଇଁ ଲାଗୁ ହେଉ କଟକଣା,ଡୋଭାଲଙ୍କ ଉପସ୍ଥିତିରେ ସଂକଳ୍ପ…

ନୂଆଦିଲ୍ଲୀ, ୩୦।୭ : ଦେଶ ବିରୋଧି ସଂଗଠନଙ୍କ ପାଇଁ କଟକଣା ଲାଗୁହେଉ। ଏନେଇ ଏକ ସର୍ବଧର୍ମ କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକମାନେ ସଂକଳ୍ପ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜାତୀୟ ସୁରକ୍ଷା ପରାମର୍ଶ ଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଯୋଗଦେଇଥିଲେ। ପିଏଫ୍‌ଆଇ ପରି…

ସମସ୍ତଙ୍କ ପାଇଁ ସହଜ ଆଇନ ସେବା ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ, ୩୦।୭ : ଆମ ଦେଶର ଲୋକଙ୍କ ପାଇଁ ନ୍ୟା୦ୟ ପାଇବା ଆଜି ମଧ୍ୟ ଏକ ବଡ଼ ଆହ୍ବାନ। ଆଇନସେବାରେ ସମାନତା, ଉତ୍ତରଦାୟିତ୍ୱ ଏବଂ ଆଇନ ସେବାରେ ସହଜ ପ୍ରବେଶ ଆଦି ତିନୋଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଆଧାରରେ ସମସ୍ତଙ୍କ ପାଖରେ ଆଇନ…

ଗ୍ରାମ ସ୍ବରାଜର କଳ୍ପନା କରିଥିଲେ ମହାତ୍ମା ଗାନ୍ଧୀ, ଏହାକୁ ରୂପାନ୍ତର କରିଛି ଭାଜପା ସରକାର…

ପାଟନା, ୩୦।୭ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶନିବାର ବିହାର ଗସ୍ତରେ ଆସି ପାଟନାରେ ପହଞ୍ଚିଛନ୍ତି। ସେ ଏଠାରେ ଗ୍ରାମ ସଂସଦ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ, ମହାତ୍ମା ଗାନ୍ଧୀ ଗ୍ରାମ ସ୍ବରାଜର କଳ୍ପନା କରିଥିଲେ। ଭାଜପା ସରକାର…

ଏବେ ନିର୍ବାଚନ ହେଲେ ପୁଣି ଜିତିବ ଏନଡିଏ

ନୂଆଦିଲ୍ଲୀ, ୩୦।୭ : ନିକଟରେ ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଭାରତୀୟ ଜନତା ପାର୍ଟି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏକ ବଡ଼ ବିଜୟ ହାସଲ କରିଛନ୍ତି। ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିରେ ଭାଜପାର…

ଟ୍ରେନ୍‌-ବସ୍‌ ମୁହାଁମୁହିଁ, ୭ ଛାତ୍ର-୪ ଶିକ୍ଷକ ମୃତ…

ଢାକା, ୩୦।୭ : ବାଂଲାଦେଶର ଚଟଗାଁସ୍ଥିତ ଜଗୁଆଳୀ ବିହୀନ ରେଳ କ୍ରସିଂରେ ଏକ ମିନିବସର ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ଜଣ ଛାତ୍ର ଏବଂ ୪ ଜଣ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣ…

ଆର୍ଥିକ ସଙ୍କଟ ଯୋଗୁ ବଢୁଛି ଗଣିକା ବୃତ୍ତି, ଚିନ୍ତାରେ ସରକାର…

କଲମ୍ବୋ, ୩୦।୭ : ଅର୍ଥିକ ସଙ୍କଟ ଘେରି ରହିଥିବା ଶ୍ରୀଲଙ୍କା ସାମ୍ନାରେ ଏକ ନୂତନ ଆହ୍ବାନ ସୃଷ୍ଟି ହୋଇଛି। ଚାକିରୀ ହରାଇଥିବା ଅଧିକାଂଶ ମହିଳା ବର୍ତ୍ତମାନ ରୋଜଗାର ପାଇଁ ଗଣିକା ବୃତ୍ତି ଆପଣେଇବାକୁ ହେବାକୁ ବାଧ୍ୟ ହେଉଛନ୍ତି। ଏନେଇ ସରକାରଙ୍କ ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?