ପଶ୍ଚିମବଙ୍ଗ ଭାଜପାରେ ଘରକଳି ପଦାରେ, ଶାହାଙ୍କ ଗସ୍ତ ପୂର୍ବରୁ ୧୫ ପଦାଧିକାରୀଙ୍କ ଇସ୍ତଫା…
କୋଲକାତା, ୨।୫ : ପଶ୍ଚିମବଙ୍ଗ ଭାଜପାରେ ଘରକଳି ବଢ଼ିବାରେ ଲାଗିଛି। ଏବେ ଏହା ପଦାରେ ପଡ଼ିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ନିଜେ ବଙ୍ଗଳାରେ ଦଳର ମତଭେଦ ସମାଧାନର ଦାୟିତ୍ୱ ଗ୍ରହଣ କରିଛନ୍ତି ବୋଲି ଚର୍ଚ୍ଚା ହେଉଛି। ଶାହା ଆସନ୍ତା ମେ’ ୪ରେ…
ମୃତ୍ୟୁ ସଂଖ୍ୟା ୩୦ ତଳେ…
ନୂଆଦିଲ୍ଲୀ, ୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ଆସୁଛି କାଳବୈଶାଖୀ, ଅନେକ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୨ା୫(ବ୍ୟୁରୋ): ପ୍ରଚଣ୍ଡ ଖରାରୁ ଲୋକଙ୍କୁ ଟିକେ ତ୍ରାହି ମିଳିଛି। ରବିବାରଠାରୁ ଉପକୂଳ ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇଥିବା ବେଳେ ସାମୁଦ୍ରିକ ପବନ ପ୍ରଭାବରେ ଉପକୂଳ ଆକାଶ ମେଘାଛନ୍ନ ରହିଛି। ଅଧିକାଂଶ ଜିଲାରେ କାଳବୈଶାଖୀ ଆଶଙ୍କା ଦେଖାଦେଇଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା…
ନାଇଟ୍ରୋଜେନ୍ ଡାଇଅକ୍ସାଇଡ୍ ଜହର ଯୋଗୁ ପ୍ରତିବର୍ଷ ୧୮.୫ ଲକ୍ଷରୁ ଅଧିକ ଶିଶୁଙ୍କୁ ହେଉଛି ଆଜ୍ମା…
ଓ୍ବାଶିଂଟନ, ୨।୫ : ଗତ ୨୦ ବର୍ଷ ଧରି ବାୟୁମଣ୍ଡଳରେ ଦ୍ରୁତ ଗତିରେ ବୃଦ୍ଧି ପାଇଥିବା ନାଇଟ୍ରୋଜେନ ଡାଇଅକ୍ସାଇଡ ପ୍ରଦୂଷଣ ଯୋଗୁ ଶିଶୁଙ୍କଠାରେ ଆଜ୍ମା ସମସ୍ୟା ବୃଦ୍ଧି ପାଉଛି। ଏହି ଜହର ପିଲାମାନଙ୍କ ଜୀବନକୁ ନଷ୍ଟ କରୁଛି। ୨୦୧୯ ରେ, ଏହି…
ଚେଚେନ ସୈନ୍ୟ ନିଜ ଆହତ ସାଥୀଙ୍କୁ ଗୁଳି କରି କରୁଛନ୍ତି ହତ୍ୟା, କାଚ କାରଖାନାରେ ଯାତନା ଗୃହ…
କ୍ୱିଭ୍, ୨।୫ : ରୁଷିଆ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଚେଚେନ ସୈନ୍ୟମାନଙ୍କ ବର୍ବରତା ସମ୍ପର୍କରେ ଖବର ମିଳିଛି। ସେମାନେ ନିଜ ଆହତ ସାଥୀ ସୈନ୍ୟଙ୍କୁ ଗୁଳି କରି ହତ୍ୟା କରୁଛନ୍ତି। ବୁଚାରେ ଏଭଳି ଘଟଣା ଘଟୁଥିବା କେତେକ…
ଲ୍ୟାଣ୍ଡିଙ୍ଗ ପୂର୍ବରୁ ଝଡ ଭିତରେ ଫସିଗଲା ସ୍ପାଇସ ଜେଟ: ୪୦ ଯାତ୍ରୀ ଆହତ
କୋଲକାତା,୨ ।୫: ପଶ୍ଚିମବଙ୍ଗର ଦୁର୍ଗାପୁରରେ ରବିବାର ସ୍ପାଇସ ଜେଟର ଏକ ଯାତ୍ରୀବାହୀ ବିମାନ ଲ୍ୟାଣ୍ଡିଙ୍ଗ ସମୟରେ ଝଡ ବର୍ଷା ମଧ୍ୟରେ ଫସି ଯାଇଥିଲା । ଫଳରେ ପ୍ରାୟ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସ୍ପାଇସ ଜେଟର…
୩ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକଟ କଟିବା ଆଶଙ୍କା, ରଣନୀତି ପ୍ରସ୍ତୁତ କଲା ଭାଜପା…
ଶିମ୍ଲା, ୨।୫ : ଗତ ଚାରିମାସ ମଧ୍ୟରେ ଦୁଇଟି ଆଭ୍ୟନ୍ତରୀଣ ସର୍ଭେର ଫଳାଫଳକୁ ନେଇ ହିମାଚଳ ପ୍ରଦେଶରେ ଭାଜପା ପକ୍ଷରୁ ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ତିନିଜଣ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକେଟ କାଟିବ ବୋଲି ଚର୍ଚ୍ଚା…
ପୂର୍ବ ଭାଗରେ ରୁଷିଆ ଆକ୍ରମଣର କଡା ବିରୋଧ କରୁଛି ୟୁକ୍ରେନ ସେନା
କ୍ୱିଭ,୨ ।୫: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ମାସେ ପୁରଣ ହୋଇ ସାରିଲାଣି । ରୁଷିଆର ଆକ୍ରମଣକୁ ସାମ୍ନା କରୁଥିବା ୟୁକ୍ରେନ୍ ସେନା ବେଳକୁ ବେଳ ଏହାର କଡା ଜବାବ ଦେଇ ଚାଲିଛି । ଏବେ ୟୁକ୍ରେନ୍ ସେନା ଦାବି କରିଛି ଯେ ଦେଶର…
ସକାଳ ୬ରୁ ସ୍କୁଲ୍ ଗଲେ ପିଲା
ଭୁବନେଶ୍ୱର,୨ା୫(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୬ରୁ ୩୦ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇଥିଲେ ସରକାର। ତେବେ ଛୁଟି ସରିବା ପରେ ଆଜି ପୁଣି ଥରେ ରାଜ୍ୟରେ ସମସ୍ତ ସ୍କୁଲ ଖୋଲିଛି। ସକାଳ ୬ଟାରୁ ପିଲାମାନେ ସ୍କୁଲ…
ଓସମାନିଆ ବିଶ୍ୱବିଦ୍ୟାଳୟରେ ରାହୁଲଙ୍କ ପ୍ରବେଶ ମନା…
ହାଇଦ୍ରାବାଦ୍, ୨।୫ : ଓସମାନିଆ ବିଶ୍ୱବିଦ୍ୟାଳୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରବେଶକୁ ମନା କରାଯାଇଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାହୁଲଙ୍କ ଅଣ-ରାଜନୈତିକ ପରିଦର୍ଶନ ପାଇଁ ଅନୁମତି ଦିଆଯାଇନାହିଁ। ଯଦିଓ ଏହା ବିଷୟରେ ଆନୁଷ୍ଠାନିକ ଭାବେ କିଛି କୁହାଯାଇ ନାହିଁ, କିନ୍ତୁ ବିଶ୍ୱ…
ଝିଅ ପାଇଁ ଯେଉଁ ବରପାତ୍ର ଠିକ୍ କରିଥିଲେ ବାପା, ତାଙ୍କୁ ଚାକିରି ଅଫର ଦେଲେ ଝିଅ, ଦରମା ଜାଣିଲେ…
ବେଙ୍ଗାଲୁରୁ,୨ା୫: ପ୍ରତ୍ୟେକ ମା’-ବାପା ନିଜ ପିଲାମାନଙ୍କ ପାଇଁ ଉପଯୁକ୍ତ ବରପାତ୍ର ଖୋଜିଥାନ୍ତି। ଆଜିର ସମୟରେ ଅଧିକାଂଶ ପିଲା ନିଜ ପସନ୍ଦର ଜୀବନସାଥୀ ବାଛୁଛନ୍ତି। ଏମିତି କ୍ଷେତ୍ରରେ ଜଣେ ବାପା ଝିଅ ପାଇଁ ଏକ ବିବାହ ପ୍ରସ୍ତାବ ଆଣିଥିଲେ। ପୁଅର ପ୍ରୋଫାଇଲ ଦେଖିବା…
ମୋଦିଙ୍କ ତିନି ଦିନିଆ ୟୁରୋପ ଗସ୍ତ
ନୂଆଦିଲ୍ଲୀ,୨ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୩ ଦିନିଆ ୟୁରୋପ ଗସ୍ତରେ ସୋମବାର ସକାଳୁ ଜର୍ମାନୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମଓ) ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି । ପ୍ରଥମେ ମୋଦି ବର୍ଲିନରେ…
Archives


