ଓଡ଼ିଶାରେ ଆଗାମୀ ୫ ଦିନ ପ୍ରବଳ ବର୍ଷା: IMD ଜାରି କଲା ଚେତାବନୀ
ଭୁବନେଶ୍ୱର,୩ା୮: ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟରେ ଆଗାମୀ ୫ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ବଳା ପବନ ସହ ବିଜୁଳି ହେବାର ସମ୍ଭାବନା ଥିବା ନେଇ ହଳଦିଆ ଚେତାବନୀ ଜାରି କରିଛି। ଏକ…
ଆନ୍ଧ୍ର ପଥର ଖଣି ଦୁର୍ଘଟଣା: ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୮: ଆନ୍ଧ୍ର ପ୍ରଦେଶର ବପଟ୍ଲା ଜିଲା ଅନ୍ତର୍ଗତ ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗଞ୍ଜାମ ଜିଲାର ଦଣ୍ଡ ବଡ଼ତ୍ୟା, ବନମାଳ…
ନଦୀକୁ ଡେଇଁପଡ଼ିଲେ ଯୁବତୀ: ୪ କିଲୋମିଟର ପହଁରି ଜୀବନ ବଞ୍ଚାଇଲେ ୩ ସାହସୀ ଯୁବକ
କେନ୍ଦ୍ରାପଡ଼ା/ମାର୍ଶାଘାଇ,୩।୮(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଳପଡ଼ାସ୍ଥ ପୋଲ ଉପରୁ ଲୁଣାନଦୀକୁ ଜଣେ ଯୁବତୀ ରବିବାର ଡେଇଁପଡିଥିଲେ। ଯୁବତୀ ଜଣକ ନଦୀର ପ୍ରଖର ଶୁଅରେ ଭାସି ଯାଉଥିବା ବେଳେ ୩ ଜଣ ସାହସୀ ଯୁବକ…
ଆନ୍ଧ୍ରପ୍ରଦେଶର ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା: ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ୧୦ ଗୁରୁତର
ଭୁବନେଶ୍ୱର,୩।୮: ଆନ୍ଧ୍ର ପ୍ରଦେଶର ବପଟ୍ଲା ଜିଲା ଅନ୍ତର୍ଗତ ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଏକ ବିନାଶକାରୀ ଦୁର୍ଘଟଣାରେ ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଅନ୍ୟ ୧୦ ଜଣ ଶ୍ରମିକ ଗୁରୁତର ଆହତ…
ଭାରତରେ ଶୀଘ୍ର ଆରମ୍ଭ ହେବ ଷ୍ଟାରଲିଙ୍କ ସେବା: ଜାଣନ୍ତୁ ମାସିକ ପ୍ଲାନ, ମୂଲ୍ୟ
ନୂଆଦିଲ୍ଲୀ,୩।୮: ଏଲନ୍ ମସ୍କଙ୍କ ଷ୍ଟାରଲିଙ୍କକୁ ଭାରତରେ ସାଟେଲାଇଟ ଇଣ୍ଟରନେଟ ସେବା ପ୍ରଦାନ ପାଇଁ ଲାଇସେନ୍ସ ମିଳିଛି, ଯାହା ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ଇଣ୍ଟରନେଟ ସଂଯୋଗୀକରଣରେ ନୂଆ ଅଧ୍ୟାୟ ଆରମ୍ଭ କରିବ। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର ଘୋଷଣା…
ହଠାତ୍ କାହିଁକି ରାଷ୍ଟ୍ରପତିଙ୍କୁ ଭେଟିବାକୁ ପହଞ୍ଚିଲେ ମୋଦି? ଜାଣନ୍ତୁ ଏହା ପଛର ବଡ଼ କାରଣ
ନୂଆଦିଲ୍ଲୀ,୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଷ୍ଟ୍ରପତି ଭବନରେ ପହଞ୍ଚିଥିଲେ। ଏଠାରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ଏ ସମ୍ପର୍କରେ ସୂଚନା ରାଷ୍ଟ୍ରପତି ଭବନ ପକ୍ଷରୁ ସୋସିଆଲ ମିଡିଆ ସାଇଟ ଏକ୍ସରେ ଦିଆଯାଇଛି। ରାଷ୍ଟ୍ରପତି ଭବନ ଏକ୍ସରେ ପ୍ରଧାନମନ୍ତ୍ରୀ ମୋଦି…
କେନାଲକୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି, ଚାଲିଗଲା ୧୧ ଜୀବନ
ଲକ୍ଷ୍ନୌ,୩ା୮: ଉତ୍ତରପ୍ରଦେଶ ଗୋଣ୍ଡାର ଇଟିଆ ଥୋକ୍ ଥାନା ଅନ୍ତର୍ଗତ ଏକ କେନାଲରେ ରବିବାର ତୀର୍ଥଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଉକ୍ତ ଗାଡ଼ିରେ ୧୫ ଜଣ ଯାତ୍ରୀ ଥିଲେ ଏବଂ ସେମାନେ ପୃଥ୍ବୀନାଥ ମନ୍ଦିର ଦର୍ଶନ କରିବାକୁ…
ଆପୋସ ସମାଧାନ ମୁହାଁ ମହାନଦୀ ଜଳ ବିବାଦ
ନୂଆଦିଲ୍ଲୀ,୩ା୮(ରାମ ଚନ୍ଦ୍ର ନାଥ): ମହାନଦୀ ଜଳ ବିବାଦର ସମାଧାନ ନେଇ ଓଡ଼ିଶା ଓ ଛତିଶଗଡ଼ ଆପୋସ ଆଲୋଚନା ମାଧ୍ୟମରେ ନେଉଥିବା ପଦକ୍ଷେପର ଅଗ୍ରଗତି ସମ୍ପର୍କରେ ଶନିବାର ଦୁଇ ରାଜ୍ୟର ପ୍ରତିନିଧି ଟ୍ରିବ୍ୟୁନାଲକୁ ଜଣାଇଛନ୍ତି। ଟ୍ରିବ୍ୟୁନାଲ୍ର ଅଧ୍ୟକ୍ଷ ଜଷ୍ଟିସ ବେଲା ଏମ୍. ତ୍ରିବେଦୀ,…
ଓଡ଼ିଶା ପୋଲିସ କଲା ବଡ଼ ଘୋଷଣା, ବଳଙ୍ଗା ପୀଡିତା ଦେହରେ…
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ…
ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!
ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ…
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର
ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ…
କାହିଁକି ଏହିି ମହିଳାଙ୍କୁ ମିଳିଲା ନାହିଁ ଟଙ୍କା? ସୁଭଦ୍ରାର ୩ୟ କିସ୍ତି ଆସିବ କି ନାହିଁ? ଜାଣନ୍ତୁ…
ଭୁବନେଶ୍ୱର,୨।୮: ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦…
Archives


