Home Middle

୪୦ ତଳେ ଦୈନିକ ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୮।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୭୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି।…

ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ ଗଣଅଣ୍ଡାଦାନ…

ହିନ୍ଦୁଙ୍କୁ ଅଳ୍ପସଂଖ୍ୟକ ମାନ୍ୟତା, ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୨୮।୩ : କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟ ହିନ୍ଦୁମାନଙ୍କୁ ସଂଖ୍ୟାଲଘୁ ମାନ୍ୟତା ଦେଇପାରିବ। ଏକ ଉତ୍ତର ଦାଖଲ କରି କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଯେପରି ଖ୍ରୀଷ୍ଟିଆନ, ଶିଖ,…

୨୦୦୦ ଶିଶୁଙ୍କୁ ଅପହରଣ କରିଛି ରୁଷିଆ…

କ୍ୱିଭ୍‌, ୨୮।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଭିଯୋଗ କରିଛନ୍ତି ଯେ, ରୁଷିଆ ୨୦୦୦ ଶିଶୁଙ୍କୁ ଅପହରଣ କରିଛି। ମାରିୟାପୋଲରୁ ଏହି ଶିଶୁମାନଙ୍କୁ ଅପରହରଣ କରାଯାଇଥିବା ଜେଲେନସ୍କି ରୁଷୀୟ ଗଣମାଧ୍ୟମ…

ଲଭିଭ୍‌ରେ ଘନଘନ କ୍ଷେପଣାସ୍ତ୍ର ମାଡ଼

ଲଭିଭ୍‌, ୨୮ା୩: ଫେବୃୟାରୀ ୨୪ରୁ ପଶ୍ଚିମ ୟୁକ୍ରେନ୍‌ର ଲଭିଭ୍‌ ସହର ରୁଷିଆର ପ୍ରଚଣ୍ଡ ଆକ୍ରମଣରୁ ଏକପ୍ରକାର ରକ୍ଷା ପାଇଥିବାବେଳେ ହଠାତ୍‌ ଘନଘନ ରୁଷୀୟ ମିଶାଇଲର ସାମ୍‌ନା କରିଛି। ଶନିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପୋଲାଣ୍ଡ ଗସ୍ତବେଳଠାରୁ ଏହାର ସୀମା ନିକଟ…

୨୦୨୪ ଯାଏ ବଢ଼ିବ ‘କାଳିଆ’ ଅବଧି

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଚାଷୀ ଓ ଚାଷକୁ ପ୍ରୋତ୍ସାହିତ କରିବାକୁ ଓଡ଼ିଶା ସରକାର ୨୦୧୯ରେ ଆରମ୍ଭ କରିଥିଲେ ‘କାଳିଆ’ ଯୋଜନା। ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ୩୧ରେ ଏହାର ଅବଧି ଶେଷ ହେଉଥିବାବେଳେ ରବିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର ଏହାକୁ…

୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ ରାଜ୍ୟ…

ଭୋଟ ହାରରେ ବିଜେଡି ଆଗରେ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଆସିବା ପରେ ସହରାଞ୍ଚଳ ବାସିନ୍ଦା ମଧ୍ୟ ଅଧିକ ମାତ୍ରାରେ ବିଜେଡି ସପକ୍ଷରେ ରହିଥିବା ସ୍ପଷ୍ଟ ହୋଇଯାଇଛି। କାଉନ୍‌ସିଲର ନିର୍ବାଚନ ଫଳାଫଳ ଅନୁଯାୟୀ ବିଜେଡି ଭୋଟ ହାର ତୁଳନାରେ ଭାଜପା, କଂଗ୍ରେସ ଏବଂ ସ୍ବାଧୀନ ବହୁ…

ଆଜିଠୁ ୨ ଦିନିଆ ଭାରତ ବନ୍ଦ: ସ୍ଥିତି ଦେଖି ନିଷ୍ପତ୍ତି

ଭୁବନେଶ୍ୱର, ୨୮।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଏକପାଖିଆ ନିଷ୍ପତ୍ତି ସାଙ୍ଗକୁ ଅନେକ ଜନବିରୋଧୀ ଆଇନ ଓ ଦରବୃଦ୍ଧିକୁ ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ସୋମବାରଠାରୁ ୨ଦିନିଆ ଭାରତ ବନ୍ଦର ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଂଘ ଓ ଆସୋସିଏଶନ ମଧ୍ୟ…

‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’

ଇସଲାମାବାଦ୍‌,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ରବିବାର…

ନାବାଳିକା ପୀଡ଼ିତା ସ୍ତ୍ରୀ ଭାବେ ଅଭିଯୁକ୍ତଙ୍କ ସହିତ ବାସ କରି ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି, ପୋକ୍ସୋ ମାମଲାକୁ ଖାରଜ କଲେ କୋର୍ଟ …

ଶିଲଂ, ୨୭।୩ : ନିକଟରେ ମେଘାଳୟ ହାଇକୋର୍ଟ ଜଣେ ବ୍ୟକ୍ତିଙ୍କ ବିରୋଧରେ ପଞ୍ଜିକୃତ ହୋଇଥିବା ଯୌନ ନିର୍ଯାତନା ଆଇନ ୨୦୧୨ ଶିଶୁଙ୍କ ସୁରକ୍ଷା ଏବଂ ଅପରାଧିକ ପ୍ରକ୍ରିୟା(ପୋକ୍ସୋ) ମାମଲାକୁ ଖାରଜ କରିଛନ୍ତି। କୋର୍ଟ ଉଲ୍ଲେଖ କରିଛନ୍ତି ଯେ ଅଭିଯୁକ୍ତ ବ୍ୟକ୍ତି ଏବଂ…

୨୦ ହଜାର ବସ୍ତି ପିଲା ଚିହ୍ନଟ, ଥଇଥାନ ପାଇଁ ଚାଲିଛି ଯୋଜନା

ନୂଆଦିଲ୍ଲୀ,୨୭ା୩: ବର୍ତ୍ତମାନ ସାରା ଦେଶରେ ପ୍ରାୟ ୨୦ ହଜାର ବସ୍ତି ପିଲାଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କୁ ଥଇଥାନ ପାଇଁ ପ୍ରକ୍ରିୟା ଜାରି ରହିଥିବା ଏନ୍‌ସିପିସିଆର ଅଧ୍ୟକ୍ଷା ପ୍ରିୟଙ୍କା କାନୁନ୍‌ଗୋ କହିଛନ୍ତି। ସେ କହିଛନ୍ତି, ଭାରତର ରାସ୍ତାଘାଟର ପିଲାମାନଙ୍କ ପାଇଁ ଏକ ଓ୍ବେବ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri