Home Middle

କାରଗିଲ ବିଜୟ ଦିବସକୁ ପୂରଣ ହେଲା ୨୨ ବର୍ଷ

ନୂଆଦିଲ୍ଲୀ,୨୬ ।୭: ଦେଶ ମଙ୍ଗଳବାର ପାଳନ କରୁଛି କାରଗିଲ ବିଜୟ ଦିବସ । ୨୨ ବର୍ଷ ପୂର୍ବେ ଠିକ ଆଜିିର ଦିନରେ ଭାରତ ପାକିସ୍ତାନ ସେନାକୁ କଡା ଜବାବ ଦେଇଥିଲା । ଏହି ଅବସରରେ ନୂଆଦିଲ୍ଲୀ ସ୍ଥିତି ୱାର ମେମୋରିଆଲଠାରେ ପ୍ରତିରକ୍ଷା…

ଆଜି ପୁଣି ଇଡିରେ ହାଜର ହେବେ ସୋନିଆ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଦ୍ୱିତୀୟଥର ପଚରାଉଚରା କରାଯିବ। ଏହା ବିରୋଧରେ କଂଗ୍ରେସ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇବ। ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିବ ବୋଲି ଜଣାପଡିଛି।…

୧୦୦ କୋଟି ଟଙ୍କା କିଏ ଦେବ

ଭୁବନେଶ୍ୱର,୨୬।୭(ବ୍ୟୁରୋ):ରାଜ୍ୟ ସରକାର ଘରୋଇ କମ୍ପାନୀକୁ ୧୨୦ କୋଟି ଗଣିବେ। କମ୍ପାନୀର ବକେୟା ୨୦ କୋଟି ସହ ୨୦୦୪ରୁ ଆଜି ଯାଏ ୧୦୦ କୋଟି ଟଙ୍କା ପଇଠ କରିବେ। ତଳକୋର୍ଟରୁ ସର୍ବୋଚ୍ଚ ଅଦାଲତ ଯାଏ ସବୁଠି ସରକାରଙ୍କୁ ନିରାଶ ହେବାକୁ ପଡ଼ିଛି। ଟଙ୍କା…

ପୁଟିନ୍‌ଙ୍କଠାରୁ ଆରମ୍ଭ କରି ଏହି ଦେଶର ରାଷ୍ଟ୍ରପତିମାନେ ଦ୍ରୌପଦୀଙ୍କୁ ଜଣାଇଲେ ଶୁଭେଚ୍ଛା

ମସ୍କୋ/କଲମ୍ବୋ/ମାଲେ/କାଠମାଣ୍ଡୁ,୨୫।୭: ରୁଷିଆ, ଶ୍ରୀଲଙ୍କା, ମାଳଦ୍ୱୀପ ଏବଂ ନେପାଳର ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶ୍ୱ ନେତା ଭାରତର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ ସହିତ ନିଜ ନିଜ ଦେଶର ବହୁମୁଖୀ ସମ୍ପର୍କ ବଢ଼ାଇବା ପାଇଁ ମୁର୍ମୁଙ୍କ ସହ କାମ…

ଲୋକ ସଭାରେ ହଟ୍ଟଗୋଳ କରି ନିଲମ୍ବିତ ହେଲେ କଂଗ୍ରେସର ୪ଏମ୍‌ପି

ନୂଆଦିଲ୍ଲୀ,୨୫।୭: ସଂସଦରେ ଚାଲିଛି ମୌସୁମୀ ଅଧିବେଶନ। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦର ବୃଦ୍ଧି, ବେରୋଜଗାରକୁ ପ୍ରସଙ୍ଗ କରି ଗୃହରେ ହଟ୍ଟଗୋଳ ଚଳାଇଛନ୍ତି। ଇତିମଧ୍ୟରେ ସୋମବାର କଂଗ୍ରେସର ୪ଏମ୍‌ପି ହାତରେ ପ୍ଲାକାର୍ଡ ଧରି ଦରବୃଦ୍ଧି ବିରୋଧରେ ଲୋକ ସଭାରେ ବିକ୍ଷୋଭ କରି…

ଚିଲିକା ବିଧାୟକଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୋମବାର ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ମାନ୍ୟବର କୋର୍ଟ ତାଙ୍କ ଶୁଣାଣିରେ ବିଧାୟକ ଜଗଦ୍ଦେବଙ୍କୁ ନିଜ ନିର୍ବାଚନ ମଣ୍ଡଳୀକୁ ୧ ବର୍ଷ ପାଇଁ ଯିବାକୁ…

ଆଧାର ଭୋଟର ପରିଚୟ ପତ୍ର ଲିଙ୍କ୍‌, ସୁପ୍ରିମ୍‌କୋର୍ଟରେ ସୁର୍ଜେୱାଲାଙ୍କୁ ଝଟ୍‌କା…

ନୂଆଦିଲ୍ଲୀ,୨୫।୭ : ସୋମବାର ଆଧାର କାର୍ଡ-ଭୋଟର ପରିଚୟ ପତ୍ର ଲିଙ୍କ୍‌ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। କଂଗ୍ରେସ ନେତା ରଣଦୀପ ସୁର୍ଜେୱାଲାଙ୍କ ଆବେଦନ ଶୁଣି ସୁପ୍ରିମକୋର୍ଟ ତାଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଛନ୍ତି। ଇଲେକ୍ଟ୍ରୋନିକ ଚୟନକର୍ତ୍ତାଙ୍କ ଫଟୋ ପରିଚୟ ପତ୍ରକୁ…

ଏଲଏସିରେ ଏସ୍‌-୪୦୦ ତୋପ ମୁତୟନ କରିବ ଭାରତ…

ଲଦାଖ,୨୫।୭ : ଏଲଏସିରେ ଚାଇନାକୁ କଡ଼ା ଜବାବ ଦେବାକୁ ଭାରତ ଅଣ୍ଡା ଭିଡ଼ିଛି। ଏନେଇ ଭାରତ ଏଲଏସିରେ ଏସ୍‌-୪୦୦ ତୋପ ମୁତୟନ କରିବାକୁ ଯୋଜନା କରିଛି। ଏହା ସହିତ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିବାକୁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି।…

ଗୋଟାବାୟାଙ୍କ ନାଁରେ ଯୁଦ୍ଧ ଅପରାଧ ମାମଲା

ସିଙ୍ଗାପୁର,୨୫ା୭: ଦକ୍ଷିଣ ଆଫ୍ରିକାସ୍ଥିତ ଅଧିକାର ଭିତ୍ତିକ ଗୋଷ୍ଠୀ ସିଙ୍ଗାପୁରର ଆଟର୍ନିଂ ଜେନେରାଲଙ୍କ ନିକଟରେ ଅପରାଧିକ ଅଭିଯୋଗ ଦାଖଲ କରି ଯୁଦ୍ଧ ଅପରାଧ ଅଭିଯୋଗରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ଗିରଫ କରିବାକୁ ଅନୁରୋଧ କରିଛନ୍ତି। ଅନ୍ତର୍ଜାତୀୟ ଟ୍ରୁଥ୍‌ ଆଣ୍ଡ୍‌ ଜଷ୍ଟିସ୍‌…

ମୋ’ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ଦ୍ରୌପଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ସୋମବାର ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ୍‌.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ଶପଥ…

ଶାରୀରିକ ସମ୍ପର୍କ ମାଧ୍ୟମରେ ବ୍ୟାପିଥାଏ ମଙ୍କିପକ୍ସ ସଂକ୍ରମଣ, ସର୍ଭେ ରିପୋର୍ଟ…

ଲଣ୍ଡନ,୨୫।୭ : ମଙ୍କିପକ୍ସ ସଂକ୍ରମଣ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ୭୫ରୁ ଅଧିକ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୧୫ ହଜାରକୁ ବୃଦ୍ଧି ପାଇଛି। ଭାରତରେ ମଧ୍ୟ ଚାରିଟି ମାମଲା ଚିହ୍ନଟ ହୋଇଛି। ଏହାର ଅଧିକାଂଶ ଆକ୍ରାନ୍ତ ପୁରୁଷ…

ପାର୍କରେ ଗୁଳି: ୨ ମୃତ, ୫ ଆହତ

ଲସ୍‌ ଆଞ୍ଜେଲ୍‌ସ,୨୫ା୭: ଯୁକ୍ତରାଷ୍ଟ୍ରରେ ରବିବାର ସନ୍ଧ୍ୟାରେ ଏକ ପାର୍କରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ, ସାନ୍‌ପେଡ୍ରୋରେ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?