Home Middle

ଦୈନିକ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ସେ କହିଛନ୍ତି,…

ରୁଷିଆର ୟୁକ୍ରେନ୍‌ ଆକ୍ରମଣ: ଗଲାଣି ୮ ଖବରଦାତାଙ୍କ ଜୀବନ

କ୍ୱିଭ୍‌,୩୦।୪: ୨୦୨୨ ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୟୁକ୍ରେନ୍‌ ଆକ୍ରମଣ ପାଇଁ ନିଜ ସେନାକୁ ନିର୍ଦ୍ଦେଶ ଦେବା ପରଠୁ ଏଯାଏ ଅନେକ ନିରୀହଙ୍କ ଜୀବନ ଯାଇଛି। ଏପରି କି ନିଜ ଜୀବନକୁ ବାଜି ଲଗାଇ ଯୁଦ୍ଧର ଘନଘଟାକୁ ଲୋକଲୋଚନକୁ…

ମାଟ୍ରିକ ପରୀକ୍ଷା ଦେଲେ ମା’-ପୁଅ

ଜୟପୁର,୨୯ା୪ (ନି.ପ୍ର.)- ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଗୋଟିଏ ବିଦ୍ୟାଳୟରେ ପରୀକ୍ଷା ଦେଲେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ଜୟପୁରରେ ମା’ ଓ ପୁଅ ମାଟ୍ରିକ ପରୀକ୍ଷା ଦେବା ପରି ଖବର ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ମା’…

ପଞ୍ଜାବକୁ ୧୫୪ ରନ୍‌ର ଟାର୍ଗେଟ ଦେଲା ଲକ୍ଷ୍ନୌ

ପୁଣେ,୨୯।୪: ଆଇପିଏଲ୍‌-୨୦୨୨ର ହାଇଭୋଲ୍ଟେଜ୍‌ ମ୍ୟାଚ୍‌ ଶୁକ୍ରବାର ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଏଥିରେ କ୍ୱିଣ୍ଟନ ଡି’କକଙ୍କ ୪୬ ଓ ଦୀପକ ହୁଡ୍ଡାଙ୍କ ୩୪ ରନ ବଳରେ ଲକ୍ଷ୍ନୌ ର୍ନିଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ…

ଟସ୍‌ ଜିତିଲା ପଞ୍ଜାବ: ଆରମ୍ଭରୁ ଲକ୍ଷ୍ନୌକୁ ଝଟ୍‌କା

ପୁଣେ,୨୯।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ଶନିବାର ପଞ୍ଜାବ କିଙ୍ଗ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମୁକାବିଲାରେ ପଞ୍ଜାବ ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ ଟସ୍‌ ଜିତି…

ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ ହେଲେ ସ୍ଥଳସେନା ଉପମୁଖ୍ୟ

ନୂଆଦିଲ୍ଲୀ,୨୯।୪: ଲେଫ୍ଟନାଣ୍ଟ ଜେନେରାଲ ବିଏସ ରାଜୁଙ୍କୁ ସ୍ଥଳସେନାର ଉପ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ସେ ମେ’ ୧ରୁ ଦାୟିତ୍ୱ ନେବେ। ଶୁକ୍ରବାର ତାଙ୍କ ନିଯୁକ୍ତି ଉପରେ ମୋହର ବାଜିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଜାପୁର ସୈନିକ ସ୍କୁଲ ଓ…

ବଦଳିଲେ କଟକ, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ ଡିସିପି ଭାବେ ପିନାକ ମିଶ୍ରଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ଭୁବନେଶ୍ୱର ନୂଆ ଡିସିପି…

ତାତିରୁ ମିଳିବ ମୁକ୍ତି: ୪ରେ ଲଘୁଚାପ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ…

୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ୫୮ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଯାହାକୁ ନେଇ ସମଗ୍ର…

ଭାରତ ପାଇଁ ଆମ ଦ୍ୱାର ଖୋଲା: ଆମେରିକା

ଓ୍ବାଶିଂଟନ,୨୯ା୪: ଆମେରିକା କହିଛି ୫୫ରୁ ଅଧିକ ଦେଶ ଇଣ୍ଟରନେଟର ଭବିଷ୍ୟତ ବିଷୟରେ ଏକ ଘୋଷଣାପତ୍ର ଜାରି କରିଛନ୍ତି। ଭାରତ ଭଳି ଦେଶ ପାଇଁ ଏହାର ଦ୍ୱାର ଏବେ ବି ଖୋଲା ଅଛି, ଯିଏ କି ଏଥିରେ ଯୋଗ ଦେଇପାରିବ। ଆମେରିକା କହିଛି,…

‘ମୁଁ ଏବେ ବି ଟୁଇଟରରେ ଅଛି’

ନ୍ୟୁୟର୍କ,୨୯ା୪: ଏଲୋନ ମସ୍କଙ୍କ ଦ୍ୱାରା ଟୁଇଟର ଅଧିଗ୍ରହଣ ପରେ ସିଇଓ ପରାଗ ଅଗ୍ରଓ୍ବାଲଙ୍କୁ ବାହାର କରାଯାଇପାରେ ବୋଲି କଳ୍ପନାଜଳ୍ପନା କରାଯାଇଥିଲା। ଏହାର ମୁଖ୍ୟ କାରଣ ହେଉଛି ମୁକ୍ତ ଭାଷଣ ଉପରେ ମସ୍କଙ୍କ ସହିତ ତାଙ୍କର ମତପାର୍ଥକ୍ୟ। ପରାଗ ଟୁଇଟରକୁ ଏକ ମୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri