Home Middle

ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଆରମ୍ଭ ପ୍ରଧାନମନ୍ତ୍ରୀ ହେଲେ ସାମିଲ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ଜନତାପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ ପରିଷଦର ବୈଠକ ଆରମ୍ଭ ହୋଇଯାଇଛି । ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମ।।ନ ଯୋଗ ଦେଇଛନ୍ତି । ଏହି ବୈଠକରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ!

କ୍ୱିଭ୍‌,୨୪ା୭: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଆଜି ୧୫୧ ଦିନରେ ପହଞ୍ଚିଛି। ଖୁସିର କଥା ହେଉଛି, ଏହି ଯୁଦ୍ଧରେ ପ୍ରଥମ ଥର ପାଇଁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ପ୍ରସଙ୍ଗରେ ଚୁକ୍ତି ହୋଇଛି। ଏହା ଅଧୀନରେ ୟୁକ୍ରେନ କଳା ସାଗର…

ରାଜଧାନୀରେ ପ୍ରଥମ ମଙ୍କିପକ୍ସ ଚିହ୍ନଟ, ଆକ୍ରାନ୍ତ କେବେ ଯାଇନାହାନ୍ତି ବିଦେଶ

ନୂଆଦିଲ୍ଲୀ,୨୪ା୭: ରାଜଧାନୀ ଦିଲ୍ଲୀରେ ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ସଂକ୍ରମିତ ବ୍ୟକ୍ତି କେବେ ବି ବିଦେଶ ଯାତ୍ରା କରିନାହାନ୍ତି। ପଶ୍ଚିମ ଦିଲ୍ଲୀର ୩୧ ବର୍ଷୀୟ ଆକ୍ରାନ୍ତଙ୍କୁ ଲୋକନାୟକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଦିନ ପୂର୍ବେ…

ସୋମବାର ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ, ଦିଆଯିବ ୨୧ ତୋପସଲାମୀ

ନୂଆଦିଲ୍ଲୀ,୨୪ା୭: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦେଶର ସର୍ବୋଚ୍ଚ ସାମ୍ବିଧାନିକ କାର୍ଯ୍ୟାଳୟର ଶପଥ ଗ୍ରହଣ କରିବେ। ତାଙ୍କୁ ୨୧ ତୋପସଲାମୀ ଦିଆଯାଇ ଅଭିବାଦନ ଗ୍ରହଣ କରାଯିବ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି ଯେ, ଏହି ସମାରୋହ ସୋମବାର ସକାଳ…

ବିମାନର ବୈଷୟିକ ତ୍ରୁଟି ଉପରେ ନୂତନ ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ,୨୪ା୭: ବିମାନରେ ଅଧିକାଂଶ ସମୟରେ ଦେଖାଦେଉଥିବା ତ୍ରୁଟି ଉପରେ ବିମାନ ନିୟାମକ (ଡିଜିସିଏ) ବର୍ତ୍ତମାନ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏହି ବୈଷୟିକ ତ୍ରୁଟି ସମ୍ପର୍କରେ ବିମାନ କମ୍ପାନୀଗୁଡିକ ପାଇଁ ଡିଜିସିଏ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିମାନ ଚଳାଚଳ ନିୟନ୍ତ୍ରକ…

ଭୁଶୁଡ଼ିଲା କୋଠା, ଜଣେ ମୃତ

ନୂଆଦିଲ୍ଲୀ,୨୪ା୭: ଦିଲ୍ଲୀର ମୁସ୍ତଫାବାଦର ବାବୁନଗରରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ୩ଟି ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…

ବିଶ୍ୱ ଚାମ୍ପିୟନଶିପ୍‌ରେ ରୋପ୍ୟ ଜିତି ଇତିହାସ ରଚିଲେ ନୀରଜ

ନୂଆଦିଲ୍ଲୀ,୨୪।୭: ବିଶ୍ୱ ଆଥଲେଟିକ ଚାମ୍ପିଅନଶିପ୍‌ରେ ରୋପ୍ୟ ଜିତି ଆଉ ଏକ ଇତିହାସ ରଚିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ୨୦୦୩ ପରେ ସେ ଏହି ଚାମ୍ପିୟନଶିପ୍‌ରେ ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି। ନିରଜ ଆମେରିକାର ୟୁଗେନରେ ଅନୁଷ୍ଠିତ ଚାମ୍ପିୟନଶିପ୍‌ର ଫାଇନାଲରେ…

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ। ଏହି ଗସ୍ତ ଅବସରରେ ରାଜ୍ୟ…

ଅଗ୍ନିପଥ ଯୋଜନା ଅଧିନରେ ଭାରତୀୟ ନୌସେନାକୁ ମିଳିଛି ୩ ଲକ୍ଷରୁ ଅଧିକ ଆବେଦନ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ନୌସେନା ପକ୍ଷରୁ ଅଗ୍ନିବୀର ପଦରେ ନିଯୁକ୍ତି ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଥିଲା । ଏହାର ଶେଷ ତାରିଖ ଜୁଲାଇ ୨୨, ୨୦୨୨ ରଖାଯାଇଥିଲା । ଏବେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି କି ଭାରତୀୟ ନୌସେନାରେ…

୧୮ ବର୍ଷରୁ କମ୍‌ ବୟସ୍କ ମୁସଲମାନ୍‌ ବାଳିକା ବିବାହ ନେଇ ସରକାରଙ୍କ ଜବାବ ଲୋଡିଲେ ହାଇକୋର୍ଟ…

ନୈନିତାଲ, ୨୩।୭ : ୧୮ ବର୍ଷରୁ କମ ବୟସ୍କ ମୁସଲମାନ ବାଳିକାଙ୍କ ବିବାହକୁ ବେଆଇନ ଘୋଷଣା କରିବାକୁ ଚାହୁଁଥିବା ଏକ ଜନସ୍ବାର୍ଥ ମାମଲା ଉପରେ ଉତ୍ତରାଖଣ୍ଡ ହାଇକୋର୍ଟ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଜବାବ ଲୋଡିଛନ୍ତି। ୟୁଥ ବାର୍‌ ଆସୋସିଏଶନ ଅଫ…

ସାଇକେଲ ଛାଡ଼ି ଅଲଗା ରାସ୍ତାରେ ବଙ୍କୁଲି ବାଡ଼ି…

ଲକ୍ଷ୍ନୌ, ୨୩।୭ : ଉତ୍ତରପ୍ରଦେଶ ରାଜନୀତିରେ ଶନିବାର ଉଷ୍ଣତା ଭରିବାରେ ଲାଗିଛି। ସମାଜବାଦୀ ପାର୍ଟି (ଏସପି) ଅଧ୍ୟକ୍ଷ ଅଖିଳେଶ ଯାଦବ ମାମୁ ଶିବପାଲ ସିଂ ଯାଦବ ଏବଂ ସୁହେଲଦେବ ଭାରତ ସମାଜ ପାର୍ଟି ଅଧ୍ୟକ୍ଷ ଓମପ୍ରକାଶ ରାଜଭରଙ୍କୁ ଏକ ଚିଠି ଲେଖିଛନ୍ତି…

ଦୁର୍ନୀତିରେ ବୁଡ଼ି ରହିଛନ୍ତି ଟିଏମ୍‌ସି ସରକାର…

ନୂଆଦିଲ୍ଲୀ, ୨୩।୭ : ପଶ୍ଚିମବଙ୍ଗରେ ସ୍କୁଲ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ସରକାରଙ୍କ ଉଦ୍ୟୋଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଗିରଫ ପରେ କେନ୍ଦ୍ରୀୟ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଟିଏମ୍‌ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?