ଶ୍ରୀଲଙ୍କାର ୬୦ ଲକ୍ଷରୁ ଅଧିକ ଭୋକିଲାଙ୍କ ପାଇଁ ୫୦୦ କୋଟି ସହାୟତା ଦାବି କଲା ଡବ୍ଲୁଏଫପି …
ଜେନେଭା/କଲମ୍ବୋ, ୨୩।୭ : ଆର୍ଥିକ ସଙ୍କଟ ଯୋଗୁଁ ଶ୍ରୀଲଙ୍କାର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ମୁଦ୍ରାସ୍ଫୀତି ଏତେ ବୃଦ୍ଧି ପାଇଛି ଯେ ଲୋକଙ୍କୁ ଦୁଇବେଳା ଖାଇବାକୁ ମିଳୁନି। ଦେଶରେ ୬୦ ଲକ୍ଷରୁ ଅଧିକ ଭୋକିଲାଙ୍କ ସମସ୍ୟାର ସମାଧାନ ପାଇଁ ବିଶ୍ୱ…
ଜୀବନ-ମୃତ୍ୟୁର ୩୨ କାହାଣୀ, କରୋନା ଯୋଦ୍ଧାଙ୍କ ଉପରେ ପୁସ୍ତକ…
ନୂଆଦିଲ୍ଲୀ, ୨୩।୭ : ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଶନିବାର କରୋନା ସଙ୍କଟ ସମୟରେ ଦେଶର ଲୋକଙ୍କୁ ସେବା କରୁଥିବା ତଥା ଜୀବନ ଏବଂ ମୃତ୍ୟୁ ସହ ସଂଗ୍ରାମ ସମୟରେ ସେମାନଙ୍କୁ ସାହାଯ୍ୟ କରୁଥିବା କରୋନା ଯୋଦ୍ଧା ସେନାର…
ଏନଡିଏ-ନୋ ଡାଟା ଏଭଲେବୁଲ, ରାହୁଲଙ୍କ କଟାକ୍ଷ…
ନୂଆଦିଲ୍ଲୀ, ୨୩।୭ : କଂଗ୍ରେସ ପକ୍ଷରୁ ଭାଜପା ନେତୃତ୍ୱାଧିନ ଏନଡିଏ ସରକାରଙ୍କୁ ଟାର୍ଗେଟ କରିବା ଜାରି ରଖିଛି। ଏହି ମର୍ମରେ ପୂର୍ବତନ ରାହୁଲ ଗାନ୍ଧୀ ଶନିବାର କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। ସେ କରୋନା ମହାମାରୀ ସମୟରେ ଅମ୍ଳଜାନ ଅଭାବ, କୃଷକଙ୍କ…
ବିନା ଯାଞ୍ଚ୍ରେ ମିଡ଼ିଆ ଚଳାଉଛି କଙ୍ଗାରୁ କୋର୍ଟ, ସିଜେଆଇଙ୍କ କଡ଼ା ଟିପ୍ପଣୀ…
ନୂଆଦିଲ୍ଲୀ,୨୩।୭ : ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି ରମନା ଶନିବାର ଇଲେକ୍ଟ୍ରୋନିକ ଏବଂ ସୋସିଆଲ ମିଡିଆକୁ କଡ଼ା ସମାଲୋଚନା କରି ଗଣତନ୍ତ୍ରର କ୍ଷତି କରୁଛନ୍ତି ବୋଲି କହିଛନ୍ତି। ସେ କହିଛନ୍ତି ଯେ ଗଣମାଧ୍ୟମ ବିନା ଯାଞ୍ଚରେ କଙ୍ଗାରୁ କୋର୍ଟ ଚଳାଉଛି। ପୂର୍ବତନ…
ଦେଢ଼ ଲକ୍ଷ ଟପିଲା ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୨୩।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଆମେରିକାରେ ପ୍ରଥମ ଥର ଶିଶୁଙ୍କଠାରେ ମଙ୍କିପକ୍ସ ଚିହ୍ନଟ
ଓ୍ବାଶିଂଟନ୍,୨୩।୭: ଭାରତ ପରେ ଆମେରିକାରେ ପ୍ରଥମ ଥର ପାଇଁ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ଏଠାରେ ଦୁଇ ଶିଶୁଙ୍କଠାରେ ମଙ୍କିପକ୍ସ ସଂକ୍ରମଣ ଦେଖିବାକୁ ମିଳିଛି। ଏନେଇ ଶନିବାର ଆମେରିକା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। କାଲିଫର୍ନିଆର ଜଣେ ଶିଶୁ ଏବଂ ଆଉ…
‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୋଦି
ନୂଆଦିଲ୍ଲୀ,୨୩ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହାସହ ଏହି ଅଭିଯାନରେ ବହୁ ସଂଖ୍ୟାରେ ସାମିଲ ହେବାକୁ ସେ ଜନସାଧାରଣଙ୍କୁ ଅପିଲ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧିନତା ଓ…
ଦ୍ରୌପଦୀ ମୁର୍ମୁ ମଜଭୁତ ଭାରତୀୟ ଲୋକତନ୍ତ୍ରର ପ୍ରମାଣ: ବାଇଡେନ
ୱାଶିଂଟନ,୨୩ ।୭: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମ; ନିର୍ବାଚିତ ହେବା ପରେ ସାରା ବିଶ୍ୱର ବଡ ବଡ ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପକ୍ଷରୁ ପଠାଯାଇଥିବା ଶୁଭେଚ୍ଛା ବାର୍ତ୍ତାରେ କୁହାଯାଇଛି, ଜଣେ…
ନୂଆ ସର୍ଭେରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରେସରେ ଋଷିଙ୍କ ଆଗରେ ଲିଜ
ଲଣ୍ଡନ,୨୩ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଉତ୍ତରାଧିକାରୀକୁ ନେଇ ଚାଲିଥିବା ରେସରେ ଭାରତୀୟ ବଂଶୋଦଭବ ଋଷି ସୁନକ ସବୁଠାରୁ ଆଗରେ ରହିଛନ୍ତି । ହେଲେ ଏବେ ଏକ ସର୍ବେକ୍ଷଣ କହିଛି ଋଷି ସୁନକଙ୍କ ସ୍ୱପ୍ନ ମିଳାଇ ଯାଇପାରେ । କାରଣ…
ଓ୍ବେଷ୍ଟଇଣ୍ଡିଜ୍କୁ ୩୦୯ ରନ୍ର ଟାର୍ଗେଟ
ପୋର୍ଟ ଅଫ୍ ସ୍ପେନ୍,୨୨।୭: ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମୁକାବିଲାରେ ଟିମ୍ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୩୦୮ ରନ୍ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ୍କୁ ୩୦୯ ରନ୍ର ଟାର୍ଗେଟ ମିଳିଛି। ଭାରତ ପକ୍ଷରୁ ଓପନର…
ସଚିନଙ୍କ ରେକର୍ଡ ଭାଙ୍ଗିଲେ ଶୁଭମନ
ପୋର୍ଟ ଅଫ୍ ସ୍ପେନ୍,୨୨।୭: ଟିମ୍ ଇଣ୍ଡିଆର ଯୁବ ଓପନର୍ ଶୁଭମନ ଗିଲ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ରେକର୍ଡ କରିଛନ୍ତି। ସେ ନିଜର ଦିନିକିଆ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ମାରିବାରେ ସଫଳ ହୋଇଛନ୍ତି। ୩୬ ବଲ୍ରେ ୬ ଚୌକା ଏବଂ…
ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
ଭୁବନେଶ୍ୱର,୨୨।୭(ବ୍ୟୁରୋ) : ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ଏନେଇ…

