Home Middle

କେନ୍ଦ୍ର ସରକାର ପେଟ୍ରୋଲ-ଡିଜେଲ ଶୁଳ୍କରୁ ୬ ବର୍ଷରେ ଆୟ କରିଛନ୍ତି ୧୬ ଲକ୍ଷ କୋଟି…

ନୂଆଦିଲ୍ଲୀ,୨୨।୭ : ଆମ ଆଦମୀ ପାର୍ଟିର ନେତା ତଥା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା କହିଛନ୍ତି ଯେ ମୁଁ ପ୍ରଶ୍ନ ପଚାରିଥିଲି ଯେ ୬ ବର୍ଷ ମଧ୍ୟରେ ପେଟ୍ରୋଲ-ଡିଜେଲ ଅବକାରୀ ଶୁଳ୍କର ସରକାର କେତେ ରୋଜଗାର କରିଛନ୍ତି? ଏହାର ଉତ୍ତରରେ…

ହତ୍ୟା ଅପରାଧରେ ଆଜୀବନ କାରାଦଣ୍ଡକୁ କମାଇ ହେବ କି? ସୁପ୍ରିମ୍‌କୋର୍ଟ ନୋଟିସ ଜାରି କଲେ…

ନୂଆଦିଲ୍ଲୀ,୨୨।୭ : ହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡାଦେଶ କ୍ଷେତ୍ରରେ ବ୍ୟକ୍ତିଗତ ସୁରକ୍ଷା ଅଧିକାର ଅଧାରରେ ଏହାର ସମୟ ସୀମାକୁ କମ୍‌ କରାଯାଇ ପାରିବ କି ବୋଲି ଦର୍ଶାଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଏକ ନୋଟିସ ଜାରି ହୋଇଛି। ମଧ୍ୟପ୍ରଦେଶ…

‘ଯୁଦ୍ଧ ବନ୍ଦ କରିବାକୁ ହେଲେ ଜେଲନ୍‌ସ୍କିଙ୍କୁ ମାନିବାକୁ ପଡ଼ିବ ପୁଟିନଙ୍କ ଏହି ସର୍ତ୍ତ’

କ୍ୱିଭ୍‌,୨୨ା୭: ବେଲାରୁଷର ରାଷ୍ଟ୍ରପତି ଆଲେକଜାଣ୍ଡାର୍‌ ଲୁକାଶଙ୍କୋ କହିଛନ୍ତି, ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବାକୁ ପାଶ୍ଚାତ୍ୟ ଦେଶଗୁଡ଼ିକ ଆଗକୁ ଆସିବା ଉଚିତ୍‌। ସେ ଏହା ମଧ୍ୟ କହିଛନ୍ତି, ଏହାକୁ ରୋକିବା ଏବଂ ପରମାଣୁ ଯୁଦ୍ଧର ବିପଦକୁ ଏଡ଼ାଇବା ପାଇଁ ୟୁକ୍ରେନ ରୁଷିଆର…

ଶିକ୍ଷାନୁଷ୍ଠାନ ନିକଟରେ ସିଗାରେଟ ବିକ୍ରି-ଧୂମପାନ ବୟସ ୧୮ରୁ ୨୧କୁ ବୃଦ୍ଧି ଆବେଦନ ଉପରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୨୨।୭ : ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ସିଗାରେଟ ବିକ୍ରି ଏବଂ ଧୂମପାନ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ନେଇ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯଦି ପବ୍ଲିସିଟି ଚାହୁଁଛନ୍ତି ତେବେ…

ପୁଣି ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ବିବାଦ, ଅବକାରୀ ନୀତିର ହେବ ସିବିଆଇ ଯାଞ୍ଚ୍‌…

ନୂଆଦିଲ୍ଲୀ,୨୨।୭ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ଉପରାଜ୍ୟପାଳବିନୟ କୁମାର ସାକ୍ସେନାଙ୍କ ମଧ୍ୟରେ ବିବାଦର ଥମିବାର ନା ଧରୁନି। ପୁଣି ଥରେ ଏହି ଦୁଇଜଣ ମୁହାଁମୁହିଁ ଠିଆ ହୋଇଛନ୍ତି। ଶୁକ୍ରବାର ଉପରାଜ୍ୟପାଳ କେଜ୍ରିୱାଲ ସରକାରଙ୍କ ବିରୋଧରେ କଠୋର ପଦକ୍ଷେପ ନେଇଛନ୍ତି।…

ମୁଖ୍ୟମନ୍ତ୍ରୀ ଦୌଡ଼ରେ ହମ୍‌ଜା ଶେହବାଜ, ପରଭେଜ ଇଲାହୀ

ଇସଲାମାବାଦ,୨୨ା୭: ନିକଟରେ ପଞ୍ଜାବ ବାଇପୋଲରେ ଇମ୍ରାନ ଖାନ୍‌ଙ୍କ ପାକିସ୍ତାନ ତେହେରିକ୍‌-ଇ-ଇନ୍‌ସାଫ (ପିଟିଆଇ)ର ବିଜୟ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିର୍ବାଚନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଅଧିବେଶନ ଅନୁଷ୍ଠିତ ହେବ। ଡେପୁଟି ସ୍ପିକର ଦୋସ୍ତ ମଜାରୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ଅଧିବେଶନ ଅପରାହ୍ନ ୪ଟାରେ…

ଜିନ୍‌ପିଙ୍ଗଙ୍କ ବିରୋଧରେ ମଧ୍ୟବିତ୍ତଙ୍କ ବିଦ୍ରୋହ, ୨୪ ପ୍ରଦେଶରେ ଗୃହଋଣ ପୈଠ କରୁ ନାହାନ୍ତି ୧.୩ କୋଟି ଲୋକ…

ବେଜିଂ,୨୨।୭ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ପ୍ରଥମ ଥର ପାଇଁ ମଧ୍ୟବିତ୍ତ ଲୋକଙ୍କ ବିଦ୍ରୋହର ସମ୍ମୁଖୀନ ହୋଇଛନ୍ତି। ଚାଇନାର ୩୧ଟି ପ୍ରଦେଶ ମଧ୍ୟରୁ ୨୪ ଟିରେ, ୨୩୫ଟି ସମ୍ପତ୍ତି ପ୍ରକଳ୍ପରେ ୧.୩ କୋଟି ଲୋକ ଗୃହଋଣ କିସ୍ତି ପୈଠ କରୁ…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୯୨.୭୧ ପ୍ରତିଶତ

ନୂଆଦିଲ୍ଲୀ,୨୨।୭: ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀର ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ମୋଟ ୯୨.୭୧ ପ୍ରତିଶତ ଛାତ୍ରୀଛାତ୍ର ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥର ୯୪.୫୪ ପ୍ରତିଶତ ଛାତ୍ରୀ ପାସ୍‌ କରିଥିବାବେଳେ ଛାତ୍ରଙ୍କ ପାସ୍‌ ହାର ୯୧.୨୫ ପ୍ରତିଶତ ରହିଛି।…

ସକ୍ରିୟ ମାମଲା ଲକ୍ଷେ ୪୯ ହଜାର ପାର୍‌…

ନୂଆଦିଲ୍ଲୀ, ୨୨।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଭାଜପା-ଏଏପି ମୁହାଁମୁହିଁ, ପ୍ରଧାନମନ୍ତ୍ରୀ ମଧ୍ୟ କରି ପାରିବେନି ବିଦେଶ ଗସ୍ତ, କହିଲେ କେଜ୍ରିଓ୍ବାଲ…

ନୂଆଦିଲ୍ଲୀ,୨୨।୭ : ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସାକ୍ସେନା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସିଙ୍ଗାପୁର ଗସ୍ତ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହାକୁ ନେଇ ଆମ ଆଦମୀ ପାର୍ଟି (ଏଏପି) ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। କେଜ୍ରିୱାଲ କହିଛନ୍ତି ଯେ ସାମ୍ବିଧାନିକ ଅଧିକାରୀଙ୍କ ବିଦେଶ…

ଦାରିଦ୍ର୍ୟ ହ୍ରାସରେ ଓଡ଼ିଶା ସବୁଠୁ ଆଗରେ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ସଂଖ୍ୟା ହ୍ରାସ କ୍ଷେତ୍ରରେ ଓଡ଼ିଶା ଦେଶରେ ସବୁ ରାଜ୍ୟଠାରୁ ଆଗରେ ରହିଛି। ଗୁରୁବାର ବିଧାନସଭାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଭାଜପା ସଭ୍ୟ ଗଣେଶରାମ ସିଂ ଖୁଣ୍ଟିଆଙ୍କ…

ଗର୍ଭନିରୋଧକ ବ୍ୟବହାର ରହିବ ଜାରି, ଆମେରିକା ସଦନରେ ବିଧେୟକ ପାରିତ…

ଓ୍ବାଶିଂଟନ,୨୨।୭ : ଆମେରିକାର ସୁପ୍ରିମକୋର୍ଟ ପୂର୍ବରୁ ଦେଶରେ ଗର୍ଭପାତ ଅଧିକାରକୁ ରଦ୍ଦ କରିଦେଇଥିଲେ। କିନ୍ତୁ ବର୍ତ୍ତମାନ ସଦନରେ ଏକ ବିଲ ଅନୁମୋଦିତ ହୋଇଛି। ଏହା ଗର୍ଭନିରୋଧକ ଔଷଧ ଏବଂ ଅନ୍ୟାନ୍ୟ ଉପାୟ ବ୍ୟବହାର କରିବାର ଅଧିକାରକୁ ସୁରକ୍ଷା ଦେଇଛି। ଆମେରିକାରେ ଲୋକଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?