‘ଅସାନି’ ଆସିବା ପୂର୍ବରୁ ଭୂକମ୍ପ ଝଟ୍କା…
ନୂଆଦିଲ୍ଲୀ୨୧।୩ : ବର୍ଷର ପ୍ରଥମ ସାଇକ୍ଲୋନିକ ଝଡ ‘ଅସାନି’ ଧୀରେ ଧୀରେ ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଛି। ରବିବାର ଏହା ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପହଞ୍ଚିଥିଲା। ଏପରିସ୍ଥଳେ ସୋମବାର ସକାଳେ ଏଠାରେ ଭୂକମ୍ପର କମ୍ପନ ମଧ୍ୟ ଅନୁଭୂତ ହୋଇଛି।…
ଇମ୍ରାନଙ୍କ ବିକଳ୍ପ କିଏ ?
ଇସଲାମାବାଦ,୨୧ା୩: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ସରକାର ଏବେ ଅଡୁଆରେ ପଡ଼ିଥିବା ଜଣାପଡ଼ିଛି। ଇମ୍ରାନ ସରକାରଙ୍କୁ ଅଳ୍ପ ସଂଖ୍ୟକ ମତ ଆସୁଛି। ତେବେ ତାଙ୍କ ଦଳର ୨୪ ଏମ୍ପି ବିପକ୍ଷରେ ଅଛନ୍ତି। ଅନ୍ୟପକ୍ଷରେ ଇମ୍ରାନଙ୍କ ବିରୋଧୀ ବୃଦ୍ଧି ପାଉଥିବାରୁ ପାକିସ୍ତାନୀ ସେନା…
ବୋମାମାଡ଼ ପରେ ସ୍କୁଲରେ ଆଶ୍ରିତ ଲୋକଙ୍କୁ ସ୍ଥାନାନ୍ତର
କ୍ୱିଭ୍,୨୧ା୩: ରୁଷିଆ-ୟୁକ୍ରେନ ଉପରେ ଆକ୍ରମଣ କରିବାକୁ ୨୬ ଦିନ ପୂରିଛି। ତଥାପି ଏହା ଥମିବାର ନାଁ ନେଉନି। ୟୁକ୍ରେନର ଉପକୂଳବର୍ତ୍ତୀ ସହର ମାରିଉପୋଲ ରୁଷିଆ ସୈନ୍ୟମାନେ ଏକ ଆର୍ଟ ସ୍କୁଲ ଉପରେ ରବିବାର ବୋମାମାଡ଼ କରିଥିଲେ। ଯେଉଁଠାରେ ୪୦୦ରୁ ଅଧିକ ଲୋକ…
ଭାରତ-ପ୍ରଶାନ୍ତ କ୍ଷେତ୍ରରେ ଆମେରିକା ପ୍ରବେଶ ନେଇ ଚାଇନାର ଚେତାବନୀ, ଏଠାରେ ଚଳିବନି ନାଟୋ ନୀତି…
ବେଜିଂ/ଓ୍ବାଶିଂଟନ,୨୧।୩ : ଭାରତ ମହାସାଗର ଏବଂ ପ୍ରଶାନ୍ତ ମହାସାଗର ଅଞ୍ଚଳରେ ଆମେରିକାର ପ୍ରବେଶକୁ ଚାଇନା ବିରୋଧ କରିଛି। ଚାଇନା କହିଛି ୟୁରୋପରେ ନାଟୋର ବିସ୍ତାରବାଦୀ ନୀତି ଏଠାରେ ଚଳିବ ନାହିଁ। ଆମେରିକାର ଏଭଳି କାର୍ଯ୍ୟ ନେଇ ଚାଇନା ପକ୍ଷରୁ ଚେତାବନୀ ଦିଆଯାଇଛି।…
କୋଟିଏରୁ ଅଧିକ ପାଲଟିଲେ ଶରଣାର୍ଥୀ…
କ୍ୱିଭ୍,୨୧।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ସ୍ଥାନୀୟ ଅଞ୍ଚଳରେ ସଙ୍କଔ ଜନକ ସ୍ଥିତି ସୃଷ୍ଟି ହୋଇଛି। ଖାଦ୍ୟର ଅଭାବ ସହିତ ସୁରକ୍ଷାକୁ ଦୃଷ୍ଟିରେ ରଖି ୟୁକ୍ରେନବାସୀ ନିଜ ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି। ମିଳିତ ଜାତିସଂଘର ଶରଣାର୍ଥୀ…
ଚାଇନାରେ ଓମିକ୍ରନ୍ ଅଣାୟତ୍ତ, ଆର୍ଥିକ ସ୍ଥିତି ସଙ୍କଟରେ…
ବେଜିଂ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଏହା ଦ୍ୱାରା ଆର୍ଥିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର…
ଉତ୍ତରାଖଣ୍ଡରେ କାହା ମୁଣ୍ଡରେ ସୁନା କଳସ ? ମୁଖ୍ୟମନ୍ତ୍ରୀ ଦୌଡ଼ରେ ୭ ଜଣ…
ଡେରାଡୁନ୍,୨୧।୩ : ଉତ୍ତରାଖଣ୍ଡରେ କିଏ ହେବ ମୁଖ୍ୟମନ୍ତ୍ରୀ, ସେନେଇ ସସ୍ପେନ୍ସ ଜାରି ରହିଛି। ହାତୀ କାହା ମୁଣ୍ଡରେ ସୁନା କଳସ ଢାଳିବ ଏହାକୁ ନେଇ ଚର୍ଚ୍ଚା ଜାର ରହିଛି। ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାଜପା ବିଧାନସଭା ବିଧାୟକ ଦଳର ବୈଠକରେ…
୪୦ ଡିଗ୍ରୀ ଉପରେ ୫ ସହର
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଉଛି ଖରା ତାତି। ରବିବାର ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଟିଟିଲାଗଡ଼ ୪୧.୪ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ୪ ସହର ମଧ୍ୟରେ ବଲାଙ୍ଗୀର ୪୧, ଅନୁଗୋଳ…
କୋଭିଶିଲ୍ଡ ଡୋଜ୍ ମଧ୍ୟରେ ବ୍ୟବଧାନ ହ୍ରାସ
ନୂଆଦିଲ୍ଲୀ,୨୧।୩ : ଭାରତର ଜାତୀୟ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କୋଭିଶିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ଏନ୍ଟିଏଜିଆଇ (ନ୍ୟାଶନାଲ ଟେକ୍ନିକାଲ ଆଡଭାଇଜରୀ ଗ୍ରୁପ୍ ଅନ୍ ଇମ୍ୟୁନାଇଜେଶନ) ସୁପାରିସ୍ କରିଛି। ପ୍ରଥମ ଡୋଜ୍ କୋଭିଶିଲ୍ଡ ଟିକା…
ବେଙ୍ଗାଲୁରୁରେ ପହଞ୍ଚିଲା ନବୀନଙ୍କ ମୃତ ଶରୀର
ବେଙ୍ଗାଲୁରୁ,୨୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୫ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ଉଭୟ ଦେଶର ହଜାର ହଜାର ସେନା ଶହୀଦ ହୋଇ ସାରିଲେଣି । ମାର୍ଚ୍ଚ ୧ରେ…
ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ଅର୍ଥାତ୍ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଘରେ ଏବଂ ହୋଟେଲରେ ପଖାଳ ମଜା ଉଠାଇଛନ୍ତି ଲୋକେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜେ ପଖାଳ ଖାଇ ଲୋକଙ୍କୁ ପଖାଳ ଦିବସର ଶୁଭେଚ୍ଛା…
ଉତ୍ତରାଖଣ୍ଡ ସରକାର ଗଠନ ନେଇ ଦିଲ୍ଲୀରେ ମାନସମନ୍ଥନ, ମୁଖ୍ୟମନ୍ତ୍ରୀ ରେସ୍ରେ ଧାମି ଆଗରେ
ଡେରାଡୁନ,୨୦ା୩: ଉତ୍ତରାଖଣ୍ଡ ସରକାର ଗଠନ ପାଇଁ ରବିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତାଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସୂଚନାନୁସାରେ ଭବିଷ୍ୟତର ମୁଖ୍ୟମନ୍ତ୍ରୀଙ୍କ ନାମ ସମ୍ପର୍କରେ ଦଳର ବରିଷ୍ଠ ନେତାମାନେ ଏହି ବୈଠକରେ…
Archives


