ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର
ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ…
କାହିଁକି ଏହିି ମହିଳାଙ୍କୁ ମିଳିଲା ନାହିଁ ଟଙ୍କା? ସୁଭଦ୍ରାର ୩ୟ କିସ୍ତି ଆସିବ କି ନାହିଁ? ଜାଣନ୍ତୁ…
ଭୁବନେଶ୍ୱର,୨।୮: ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦…
ଘରୋଇ ସହାୟିକାଙ୍କୁ ବଳାତ୍କାର, ପୂର୍ବତନ PM ଦେବଗୌଡ଼ାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କୁ ଆଜୀବନ କାରାଦଣ୍ଡ, କୋର୍ଟରେ…
ବେଙ୍ଗାଲୁରୁ,୨।୮: ଜନତା ଦଳ (ସେକ୍ୟୁଲାର)ର ନିଲମ୍ବିତ ନେତା ତଥା ପୂର୍ବତନ ଏମ୍ପି ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍.ଡି. ଦେବଗୌଡାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କ ଅଡୁଆ ବଢିଛି। ବେଙ୍ଗାଲୁରୁର ଏକ ସ୍ବତନ୍ତ୍ର କୋର୍ଟ ଘରୋଇ ସହାୟିକାଙ୍କୁ ବଳାତ୍କାର ମାମଲାରେ ପ୍ରଜ୍ୱଳଙ୍କୁ ଆଜୀବନ କାରାଦଣ୍ଡରେ…
OTET ପ୍ରଶ୍ନପତ୍ର ଲିକ୍ ମାମଲା: ବୋର୍ଡ ଉପସଭାପତିଙ୍କୁ ପଚରାଉଚରା
କଟକ,୨ା୮: OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ପଚରାଉଚରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସକୁ ଡାକି ବୋର୍ଡ ଉପସଭାପତିଙ୍କୁ ପଚରାଉଚରା କରାଯାଉଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟର ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନାରୁ ଜଣାପଡ଼ିଛି। ଜୁଲାଇ ୨୦ରେ ହେବାକୁ…
ପରପାରିରେ ସିଦ୍ଧାନ୍ତ ମହାପାତ୍ରଙ୍କ ମା’: ଦୁଃଖରେ ଭାଙ୍ଗିପଡ଼ିଲେ…
ଭୁବନେଶ୍ୱର,୮।୨: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି ।…
ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ରାଜ୍ୟର ୬୩୮୭ ଶିକ୍ଷକ ପାଇବେ…
ଭୁବନେଶ୍ୱର,୨ା୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି। ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ।…
ଟ୍ରମ୍ପଙ୍କୁ ମୁହଁତୋଡ଼ ଜବାବ ଦେଲେ ମୋଦି: କହିଲେ, ଭାରତ ବିଶ୍ୱର…
ବାରାଣସୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବାରାଣସୀରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମୁହଁତୋଡ଼ ଜବାବ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି। ଟାରିଫ୍ ଘୋଷଣା କରି ଟ୍ରମ୍ପ ଭାରତର ଅର୍ଥନୀତିକୁ ‘ମୃତ’…
ଆକାଉଣ୍ଟକୁ ଆସିନି କି PM କିଷାନ ଟଙ୍କା, ଭୟଭୀତ ନ ହୋଇ ଏମିତି କରନ୍ତୁ ଯାଞ୍ଚ, ଆଉ ତା’ ପରେ…
ନୂଆଦିଲ୍ଲୀ,୨ା୮: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ୍ କିଷାନ ଯୋଜନା) ଅଧୀନରେ ସରକାର ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୦ତମ କିସ୍ତି ପଠାଇଛନ୍ତି। ଯଦି ଆପଣ ଏହି ଯୋଜନାର ହିତାଧିକାରୀ, ତେବେ ନିଶ୍ଚିତ ଭାବରେ ଆପଣଙ୍କ ଆକାଉଣ୍ଟ ଯାଞ୍ଚ କରନ୍ତୁ। ଏଥର…
ଚାଷୀଙ୍କ ଆକାଉଣ୍ଟକୁ ଆସିଲା PM କିଷାନ ଟଙ୍କା, ଜାଣନ୍ତୁ ସବିଶେଷ ତଥ୍ୟ…
ବାରାଣସୀ,୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ବାରାଣସୀରୁ ଚାଷୀଙ୍କୁ PM କିଷାନ ଟଙ୍କା ପ୍ରଦାନ କରିଛନ୍ତି। ଯୋଗ୍ୟ ଚାଷୀଙ୍କ ଖାତାକୁ ପ୍ରଧାନମନ୍ତ୍ରୀ ୨୦୦୦ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଟ୍ ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୨୦…
ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ
ଗୋପାଳପୁର/ବ୍ରହ୍ମପୁର, ୨/୮(ନବୀନ ରାଜ ଆଚାରୀ/ସୁବାସ ଚନ୍ଦ୍ର ପାଢ଼ୀ): କିଛି ବର୍ଷ ବ୍ୟବଧାନରେ ୍ରହ୍ମପୁର ପୋଲିସ ଜିଲାରେ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଓରଫ ମାଲ ନାହାକ(୨୯) ଆହତ ହୋଇଛି। ଘଟଣାଟି ପିତାତଳି-ସୋର୍ଲା ରୋଡ ନିକଟରେ ଶନିବାର ଭୋର ପ୍ରାୟ ସାଢେ ୫ଟା’ବେଳେ…
ଚାଲି ଶିଖୁଛନ୍ତି ଶୁଭାଂଶୁ ଶୁକ୍ଳା, ଫୋନ ବି ହାତକୁ ଲାଗୁଛି ଓଜନିଆ
ନୂଆଦିଲ୍ଲୀ,୨।୮: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଆନ୍ତର୍ଜାତୀୟ ମହାକାଶ ଷ୍ଟେଶନରୁ ଫେରିଛନ୍ତି। ଫେରିବା ପରେ ସେ ତାଙ୍କର ଅଭିଜ୍ଞତା ବାଣ୍ଟିଛନ୍ତି। ସେ କହିଥିଲେ ଯେ ମୁଁ ୨୦ ଦିନ ପାଇଁ ମାଇକ୍ରୋଗ୍ରାଭିଟି କ୍ଷେତ୍ରରେ ରହିଲି। ଏବେ ମୁଁ ଗୁରୁତ୍ୱାକର୍ଷଣରେ ବଞ୍ଚିବାକୁ ଚେଷ୍ଟା…
ଆଉ ରୁଷିଆରୁ ତେଲ କିଣିବ ନାହିଁ ଭାରତ: ବଡ଼ ଦାବି କଲେ ଟ୍ରମ୍ପ
ଓ୍ବାଶିଂଟନ୍, ୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆରୁ ତେଲ କିଣିବା ଉପରେ ଭାରତର ସମ୍ଭାବ୍ୟ ପ୍ରତିବନ୍ଧକ ରିପୋର୍ଟ ଉପରେ ପ୍ରତିକ୍ରିୟା ଦେଇ ଏହାକୁ ଏକ ଭଲ ପଦକ୍ଷେପ ବୋଲି କହିଥିଲେ। ସେ ଏହା ମଧ୍ୟ ସ୍ବୀକାର କରିଛନ୍ତି ଯେ, ସେ…
Archives


