Home Middle

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ ହୋଇଯାଉଛି। ଆଉ କିଛିଦିନ…

କାହାକୁ ଫାଶୀ କାହାକୁ ନୁହେଁ, ଗାଇଡ୍‌ଲାଇନ୍‌ ଜାରି କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୪।୪ : ସୁପ୍ରିମକୋର୍ଟ କହିଛନ୍ତି ଯେ ଶୀଘ୍ର ଫାଶୀଦଣ୍ଡ ସମ୍ପର୍କରେ ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରାଯିବ। ଏହା ଅନ୍ତର୍ଗତ କାହାକୁ ଫାଶୀ ଦଣ୍ଡାଦେଶ ଦିଆଯିବ କାହାକୁ ନୁହେଁ ତାହା ସ୍ଥିର କରାଯିବ। ଯାହା ସମଗ୍ର ଦେଶର କୋର୍ଟ ପାଇଁ ବୈଧ…

ମାସକରେ ୨୧ ଡାକ୍ତରଙ୍କ ବଦଳି, ନିଯୁକ୍ତି ନାହିଁ

ବ୍ରହ୍ମପୁର ଅଫିସ,୨୪।୪: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚିକିତ୍ସାଳୟ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଲଗାତାର ସରକାରୀ ଅବହେଳାର ଶିକାର ହେଉଛି। ଏଠାରୁ ଅଭିଜ୍ଞ ଡାକ୍ତରମାନଙ୍କୁ ଅନ୍ୟତ୍ର ବଦଳି କରି ନିଆଯାଉଛି। କିନ୍ତୁ ତାଙ୍କ ସ୍ଥାନରେ ଆବଶ୍ୟକ ଡାକ୍ତର ନିଯୁକ୍ତି ଦିଆଯାଉନାହିଁ।…

ଚାପରେ ସେନା ପକ୍ଷରୁ ଇଫତାର ପାର୍ଟି ପୋଷ୍ଟ ଡିଲିଟ୍‌ କରାଗଲା…

ଶ୍ରୀନଗର, ୨୪।୪ : ଦେଶରେ ମୌଳବାଦୀମାନଙ୍କର ପ୍ରାଧାନ୍ୟ ବଢ଼ିବାରେ ଲାଗିଛି। ମୌଳବାଦୀ ଗୋଷ୍ଠୀଙ୍କ ଚାପରେ ଭାରତୀୟ ସେନା ପକ୍ଷରୁ ଆୟୋଜିତ ହୋଇଥିବା ରୋଜା ଇଫତାର ପାର୍ଟି ପୋଷ୍ଟକୁ ସୋସିଆଲ ମିଡ଼ିଆରୁ ଡିଲିଟ କରାଯାଇଛି। ସେନା ଏଭଳି କରିବାsକୁ ବାଧ୍ୟ ହୋଇଥିବା କୁହାଯାଉଛି।…

ବିନା ଏଷ୍ଟିମେଟରେ ଚାଲିଛି ପକ୍କାଗୃହ ନିର୍ମାଣ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ପୂର୍ତ୍ତବିଭାଗ ଅଧୀନରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ମନମୁଖି ଭାବେ ଚାଲିଛି। ବିନା ଏଷ୍ଟିମେଟରେ ଲକ୍ଷ ଲକ୍ଷ ଟଙ୍କାର କାର୍ଯ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ନିର୍ମାଣାଧିନ ଏକ ଅଫିସ ଗୃହ କାର୍ଯ୍ୟ ବିନା ଟେଣ୍ଡରରେ କରାଯିବା…

ଆମେରିକାକୁ ନଷ୍ଟ କରୁଛନ୍ତି ବାଇଡେନ୍‌, ଅଭିଯୋଗ ଆଣିଲେ ଟ୍ରମ୍ପ୍‌…

ଓ୍ବାଶିଂଟନ, ୨୪।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦେଶକୁ ନଷ୍ଟ କରୁଛନ୍ତି। ଏନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଭିଯୋଗ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଡେମୋକ୍ରାଟ୍ସ ଏବଂ ଆମେରିକାର ରାଷ୍ଟ୍ରପତି ବିଡେନଙ୍କ ପ୍ରଶାସନ ଆମେରିକାକୁ ଧ୍ୱଂସ କରୁଛି।…

ସରକାର ଜାଣିଶୁଣି କରୁଛନ୍ତି ଲାଉଡସ୍ପିକର-ହନୁମାନ ଚାଳିସା ରାଜନୀତି…

ମୁମ୍ବାଇ, ୨୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ସରକାର ଜାଣିଶୁଣି ଲାଉଡସ୍ପିକର ଏବଂ ହନୁମାନ ଚାଳିସା ରାଜନୀତି କରୁଛନ୍ତି। ଦେଶରେ ଦରଦାମ୍‌ ବୃଦ୍ଧି ଏବଂ ବେରୋଜଗାରୀ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ଲାଗି ଏଭଳି କରାଯାଉଥିବା ଶିବସେନା ଏମ୍‌ପି…

ଘନେଇଲା ସଙ୍କଟ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ଉପର ମୁହାଁ…

ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୯୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…

୨୦୨୪ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିଛି। ଆସନ୍ତା ୨୦୨୪ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ପଞ୍ଚାୟତ ଓ ପୌର ନିର୍ବାଚନ ଭଳି ବିଧାନସଭା ଓ ଲୋକ ସଭା ନିର୍ବାଚନରେ ଦଳ କିପରି କ୍ଲିନ୍‌ ସୁଇପ୍‌…

ଟିଭି ଚ୍ୟାନେଲ ଉପରେ ସରକାରୀ କଟକଣା

ନୂଆଦିଲ୍ଲୀ,୨୪।୪ (ପି.ଟି.): ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଏବଂ ଦିଲ୍ଲୀ ଦଙ୍ଗାକୁ ନେଇ ଘରୋଇ ଟିଭି ଚ୍ୟାନେଲଗୁଡ଼ିକରେ ପ୍ରସାରିତ କେତେକ ବିତର୍କରେ ଉତ୍ତେଜକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣଯୋଗ୍ୟ ହୋଇ ନ ଥିବା ଭାଷା ବ୍ୟବହାର କରାଯାଇଥିବା ଦେଖାଯାଇଛି। ଏଥିସହ ବିତର୍କକୁ ‘ପରମାଣୁ ପୁଟିନ୍‌’…

ତ୍ୱରିତ ନ୍ୟାୟ ପ୍ରକୃତ ନ୍ୟାୟକୁ କ୍ଷତି ପହଞ୍ଚାଏ…

ନୂଆଦିଲ୍ଲୀ, ୨୩।୪ : ଦେଶର ନ୍ୟାୟିକ ବ୍ୟବସ୍ଥା ଉପରେ ଲୋକଙ୍କର ଆସ୍ଥା ଓ ବିଶ୍ୱାସ ରହିଛି। ଏପରିସ୍ଥଳେ କେତେକେ ତ୍ୱରିତ ନ୍ୟାୟ ପାଇଁ ଆଶା ରଖିଥାନ୍ତି। କିନ୍ତୁ ତ୍ୱରିତ ନ୍ୟାୟ ପ୍ରକୃତ ନ୍ୟାୟକୁ କ୍ଷତି ପହଞ୍ଚାଇଥାଏ ବୋଲୀ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି…

ଇମ୍ରାନ ଏବଂ ତାଙ୍କ ସ୍ତ୍ରୀ ଟଙ୍କାଟିଏ ନ ଦେଇ ରଖିଥିଲେ ୫୨ଟି ବିଦେଶୀ ଉପହାର

ଇସଲାମାବାଦ,୨୩ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବି ବିଭିନ୍ନ ଦେଶରେ ୧୪.୨ ମିଲିୟନରୁ ଅଧିକ ମୂଲ୍ୟର ୧୧୨ଟି ମୂଲ୍ୟବାନ ଉପହାର ରଖିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏହି ଉପହାରଗୁଡ଼ିକ ବିନା ମୂଲ୍ୟରେ ରଖାଯାଇଥିଲା କିମ୍ବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri