ଭାରତର ଆତିଥ୍ୟରେ ଖୁସି ହେଲେ ବୋରିସ: ତେନ୍ଦୁଲକର, ଅମିତାଭଙ୍କ ପରି ଅନୁଭବ କଲେ
ନୂଆଦିଲ୍ଲୀ,୨୨ ।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଦୁଇ ଦିନିଆ ଭାରତ ଗସ୍ତରେ ଗୁରୁବାର ଗୁଜରାଟରେ ପହଞ୍ଚିଥିବା ବେଳେ ଶୁକ୍ରବାର ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦିଙ୍କୁ ସାକ୍ଷାତ୍ କରିଥିଲେ । ଉଭୟ ନେତାଙ୍କ ମଧ୍ୟରେ ପ୍ରତିରକ୍ଷା ଓ…
ଝିଅକୁ ବାହାରକୁ ଛାଡ଼ିବା ପାଇଁ ଡରୁଛନ୍ତି ପୁଟିନ୍
କ୍ୱିଭ୍,୨୨ା୪: ରୁଷିଆ- ୟୁକ୍ରେନ ମଧ୍ୟରେ ଯୁଦ୍ଧ ପ୍ରାୟ ଦୁଇ ମାସ ଧରି ଚାଲିଛି। ଇତିମଧ୍ୟରେ ୟୁକ୍ରେନ ଧ୍ୱଂସାଭିମୁଖୀ। ରୁଷିଆ ଆକ୍ରମଣ କରି ମଧ୍ୟ ଏହାର ଫଳ ଭୋଗୁଛି। ଏହି ଯୁଦ୍ଧ ଘୋଷଣା ହେବା ପରଠାରୁ ରୁଷିଆକୁ ଅଧିକାଂଶ ଦେଶ ପକ୍ଷରୁ ଅର୍ଥନୈତିକ…
ପୁଣି ଭାରତକୁ ପ୍ରଶଂସା କଲେ ଇମ୍ରାନ
ଇସଲାମାବାଦ,୨୨ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତକୁ ପ୍ରଶଂସା କରିଛନ୍ତି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ହେତୁ ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆ ଉପରେ ଅନେକ କଟକଣା ଲଗାଇଛନ୍ତି। କିନ୍ତୁ ଭାରତ ରୁଷିଆରୁ ତେଲ ଆମଦାନୀ ଜାରି…
୧୫ ସିଆଇଏସ୍ଏଫ୍ ଯବାନଙ୍କୁ ନେଇ ଯାଉଥିବା ବସ ଉପରକୁ ଆତଙ୍କବାଦୀ ଆକ୍ରମଣ, ଜଣେ ଏଏସ୍ଆଇ ଶହୀଦ
ଜମ୍ମୁ,୨୨ ।୪: ଜମ୍ମୁର ଚଢା କ୍ୟାମ୍ପ ନିକଟରେ ଶୁକ୍ରବାର ଭୋର ପ୍ରାୟ ୪ଟା ବେଳେ ସିଆଇଏସ୍ଏଫ୍ର ୧୫ ଯବାନଙ୍କୁ ଡ୍ୟୁଟିରେ ନେଇ ଯାଉଥିବା ଏକ ବସ ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ସିଆଇଏସ୍ଏଫ୍ ଅଧିକାରୀ କହିଛନ୍ତି ଆତଙ୍କବାଦୀଙ୍କୁ କଡା ଜବାବ…
ମେ’ ୯ରେ ଶେଷ ହୋଇପାରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ, ଭିକ୍ଟ୍ରି ଡେ’ରେ ପୁଟିନ କରିପାରନ୍ତି ଘୋଷଣା
ମସ୍କୋ,୨୨ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୮ ଦିନ ହେଲାଣି । ହେଲେ ଉଭୟ ପଟରୁ ଆକ୍ରମଣ ଏବେବି ଜାରି ରହିଛି । ତେବେ ରୁଷିଆ ମେ’ ୯ରେ ଯୁଦ୍ଧ ଶେଷ କରି ନିର୍ଣ୍ଣାୟକ ବିଜୟ ଘୋଷଣା କରିପାରେ ବୋଲି କୁହାଯାଉଛି ।…
୨ ସପ୍ତାହ ସମୟ ମାଗିଲେ ଏଏସ୍ଆଇ, ରାଜ୍ୟ ସରକାର
କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ ରାଜ୍ୟ ସରକାର ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ହାଇକୋର୍ଟଙ୍କୁ ୨…
ସୁରକ୍ଷାବାହିନୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ
ଜମ୍ମୁ,୨୨।୪: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଯବାନ ଶହୀଦ ହୋଇଛନ୍ତି ଏବଂ ଚାରିଜଣ ଆହତ ହୋଇଛନ୍ତି। ଏହି ଗୁଳିବିନିମୟ ଜମ୍ମୁର ସଞ୍ଜୱାନ ଅଞ୍ଚଳରେ ଚାଲିଛି। ଜମ୍ମୁ ଜୋନ ଏଡିଜିପି ମୁକେଶ ସିଂ କହିଛନ୍ତି, ଆତଙ୍କବାଦୀମାନେ…
କୋଇଲା ଅଭାବ: ସୃଷ୍ଟି ହେବ ଅଭୂତପୂର୍ବ ବିଦ୍ୟୁତ୍ ସଙ୍କଟ
ନୂଆଦିଲ୍ଲୀ,୨୨।୪: ବିଭିନ୍ନ ରାଜ୍ୟରେ ତାପମାତ୍ରା ଅସହ୍ୟ ହୋଇଥିବାବେଳେ କୋଇଲା ଅଭାବ ଯୋଗୁ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ଲୋକଙ୍କୁ ଅତିଷ୍ଠ କଲାଣି। ବିଦ୍ୟୁତ୍ ଉତ୍ପାଦନ ହ୍ରାସ ଯୋଗୁ ପଞ୍ଜାବ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ବିଦ୍ୟୁତ୍ କାଟ ହେଉଛି। କେତେକ ଅଞ୍ଚଳରେ…
ମୋବାଇଲ ଦିଅ, ଷ୍ଟ୍ରେଚର ନିଅ
କଟକ ଅଫିସ, ୨୨ା୪: ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି କିନ୍ତୁ ରୋଗୀଙ୍କ ପାଇଁ ଅଜବ ନିୟମ କରାଯାଇଛି। ମୋବାଇଲ ବନ୍ଧକ ରଖିଲେ ଷ୍ଟ୍ରେଚର ଓ…
ମେ’୨୭ରେ ସ୍ଥଗିତ ଥିବା ସ୍ଥାନରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଏପ୍ରିଲ ୨୬ରେ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ବିଜ୍ଞପ୍ତି ପ୍ରକାଶ…
ଏମିତି ପ୍ରଶ୍ନ ଶୁଣି ରାଗିଗଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୧ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପିୟର୍ସ ମୋର୍ଗାନଙ୍କ ସହ ଚାଲିଥିବା ସାକ୍ଷାତକାରରୁ ଉଠି ଚାଲିଯାଇଥିବା ଦେଖିବାକୁ ମିଳିଛି। କାରଣ ଗତ ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ହାରିଯିବା ପ୍ରଶ୍ନ ଶୁଣି ରାଗି ପାଚି ନିଆଁ ହୋଇଯାଇଥିଲେ ଟ୍ରମ୍ପ୍। ଏହି ସାକ୍ଷାତକାରର…
ଶ୍ରୀଲଙ୍କାକୁ ସହଯୋଗ କରିବ ଚାଇନା
ବେଜିଂ,୨୧ା୪: ଅର୍ଥନୈତିକ ସଙ୍କଟ ସମୟରେ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଚାଇନା। ବିଳମ୍ବରେ ହେଉ ପଛେ ଶେଷରେ ଚାଇନା ରାଜି ହୋଇଛି। କଲମ୍ବୋକୁ ଏହା ଜରୁରିକାଳୀନ ମାନବିକ ସହାୟତା ପ୍ରଦାନ କରିବ ବୋଲି ଚାଇନା କହିଛି। ତେବେ ଶ୍ରୀଲଙ୍କାର…
Archives


