Home Middle

ଗଣେଶନ ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ

କୋଲକାତା,୧୮।୭: ଜଗଦୀପ ଧନକର ନିଜ ପଦରୁ ଇସ୍ତଫା ଦେବା ପରେ ଏଲ୍‌ ଗଣେଶନ ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ଲା. ଗଣେଶନ ଶପଥ ଗ୍ରହଣ କରିଛନ୍ତି। ମଣିପୁର ରାଜ୍ୟପାଳ ଗଣେଶନଙ୍କୁ…

ବିଭିନ୍ନ ରାଜ୍ୟରେ କ୍ରସ୍‌ଭୋଟିଂ: ୮ଏମ୍‌ପି ଦେଇନାହାନ୍ତି ଭୋଟ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ସୋମବାର ନିର୍ବାଚନ ଶେଷ ହୋଇଛି। ପୂର୍ବାହ୍ନ ୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପାର୍ଲାମେଣ୍ଟ ହାଉସ୍‌ ଏବଂ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀ ଓ ପଣ୍ଡିଚେରୀ ବିଧାନସଭାରେ ଭୋଟ ଗ୍ରହଣ କରାଯାଇଛି।…

ଉଦ୍ଧବଙ୍କୁ ଝଟକା: ଶିନ୍ଦେ ଗୋଷ୍ଠୀଙ୍କ ବୈଠକରେ ଅନ୍‌ଲାଇନ୍‌ରେ ସାମିଲ ହେଲେ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ପୂର୍ବରୁ ହାତରୁ ଶାସନ କ୍ଷମତା ହରାଇଥିବା ବେଳେ ବର୍ତ୍ତମାନ ଦଳକୁ ବଞ୍ଚାଇବା ପାଇଁ ସେ ସଂଗ୍ରାମ ଚଳାଇଛନ୍ତି। ପ୍ରତିଦିନ ନୂଆ ନୂଆ…

୨୩୧ ବର୍ଷର ବନ୍ଧୁକ ସଂସ୍କୃତି, ନିୟନ୍ତ୍ରଣ କରିବାରେ ସରକାର ବିଫଳ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ଗୁଳିକାଣ୍ଡ ଥମିବାର ନା ଧରୁନି। ଦେଶରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଏଭଳି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏଭଳି ଘଟଣାରେ ବହୁ ଧନ ଜୀବନର ହାନି ଘଟୁଛି। ରାଷ୍ଟ୍ରପତି ଜୋ ବାଇଡେନ୍‌…

ଜୁବେରଙ୍କ ମାମଲାର ଶୀଘ୍ର ଶୁଣାଣି ନେଇ ସିଜେଆଇ କହିଲେ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବେଞ୍ଚକୁ ଯାଅ…

ନୂଆଦିଲ୍ଲୀ,୧୮।୭ : ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ ଚେକର୍‌ ମହମ୍ମଦ ଜୁବେରଙ୍କ ଏଫଆଇଆର୍‌ ରଦ୍ଦ କରିବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୀଘ୍ର ଶୁଣାଣି ପାଇଁ ଦାବି ହୋଇଛି। ଏହା ଉପରେ ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି ରମନା ଜୁବେରଙ୍କ ଆଇନଜୀବୀଙ୍କୁ…

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ସସ୍ମିତ୍‌ ପାତ୍ର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ସୋମବାର ଶପଥ ନେଇଛନ୍ତି ସସ୍ମିତ୍‌ ପାତ୍ର। ସେ ଦ୍ବିତୀୟ ଥର ଭାବେ ଶପଥ ନେଇଛନ୍ତି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜ୍ୟ ସଭା ନିର୍ବାଚନ…

୫ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହୋଇ ଘରକୁ ଫେରିଲେ ୧୨୧ ଆଦିବାସୀ…

ରାୟପୁର,୧୮।୭ : ଛତିଶଗଡର ଦନ୍ତେ ୱାଡା ଜିଲାରେ ବୁର୍କାପାଲ ମାଓବାଦୀ ଆକ୍ରମଣ ମାମଲାରେ ଏନଆଇଏ କୋର୍ଟ ୧୨୧ ଆଦିବାସୀଙ୍କୁ ଜେଲରୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ପାଞ୍ଚ ବର୍ଷ ଧରି ସମସ୍ତ ଆଦିବାସୀ ଜେଲରେ ଥିଲେ। ୨୪ ଏପ୍ରିଲ ୨୦୦୭ରେ…

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ ହୋଇଛନ୍ତି। ଏହି ବିସ୍ଫୋରଣରେ କେତେକ ଯବାନ…

ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ

ସମ୍ବଲପୁର,୧୮ା୭(ବ୍ୟୁରୋ): ସୋମବାର ପୂର୍ବାହ୍ନ ୧୧ଟାରେ ହୀରାକୁଦ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଛି। ଫଳରେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରଥମେ ୭ ନଂ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମ୍‌ରେ ଉପର ମୁଣ୍ଡରେ…

ସୋମବାରୀ ପୂଜା ସମୟରେ ଦଳାଚକଟା, ୨ ମହିଳାଙ୍କ ମୃତ୍ୟୁ…

ସିଓ୍ବାନ,୧୮।୭ : ଶ୍ରାବଣ ମାସର ପ୍ରଥମ ସୋମବାରରେ ବିହାରରେ ଏକ ବଡ ଦୁର୍ଘଟଣା ଘଟିଛି । ଏହି ଘଟଣା ସିୱାନରେ ଏକ ମନ୍ଦିରରେ ଘଟିଥିବାବେଳେ ଏଥିରେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି। ଐତିହାସିକ ମହେନ୍ଦ୍ରନାଥ ମନ୍ଦିରରେ ସୋମବାରୀ ପୂଜା ପାଇଁ ପ୍ରବେଶ…

ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ…

ରାଷ୍ଟ୍ରପତି ନିର୍ବାଚନ, ମତଦାନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?