୫ ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ଇସ୍ତଫା ମାଗିଲେ ସୋନିଆ…
ନୂଆଦିଲ୍ଲୀ, ୧୫।୩ : ବିଧାନସଭା ନିର୍ବାଚନରେ ୫ ରାଜ୍ୟରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦଳର ପୁନର୍ଗଠନ ପ୍ରକିୟା ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ, ଗୋଆ, ପଞ୍ଜାବ, ମଣିପୁର ଏବଂ ଉତ୍ତରାଖଣ୍ଡର ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ସୋନିଆ ଇସ୍ତଫା ମାଗିଛନ୍ତି।…
ଘରଭଡ଼ା ଦେଇ ନ ପାରିବା ଦଣ୍ଡନୀୟ ଅପରାଧ ନୁହେଁ…
ନୂଆଦିଲ୍ଲୀ, ୧୫।୩ : ଘରଭଡ଼ା ଦେଇ ନପାରିଲେ ଏହାକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ ନାହିଁ। ଏକ ମାମଲାର ବିଚାର କରି ସୁପ୍ରିମ୍ କୋର୍ଟ ଏଭଳି ରାୟ ଦେବା ସହିତ ଏହି ମାମଲାକୁ ଖାରଜ କରି ଦେଇଛନ୍ତି। ଜଣେ ଘର…
ବାଇଡେନ୍ଙ୍କ ସମେତ ୧୩ ଜଣଙ୍କ ଉପରେ କଟକଣା ଲଗାଇଲା ରୁଷିଆ…
ମସ୍କୋ, ୧୫।୩ : ୟୁକ୍ରେନ୍ ଉପରେ ଆକ୍ରମଣ ପରେ ରୁଷିଆ ଉପରେ ବହୁ ୟୁରୋପୀୟ ଦେଶ ଏବଂ କମ୍ପାନୀ ପକ୍ଷରୁ କଟକଣା ଜାରି ହୋଇଥିଲା। ତେବେ ପରବର୍ତ୍ତୀ ସମୟରେ ରୁଷିଆ ଏହାର ଉତ୍ତର ଦେବା ଆରମ୍ଭ କରିଛି। ସେମାବାର ଏହା ଇନଷ୍ଟାଗ୍ରାମ୍…
ସିବିଏସ୍ଇ ଦଶମ ଟର୍ମ-୧ ଓଡ଼ିଆ ପେପର ବିବାଦ ସମାଧାନ, ୨୮ ହଜାରରୁ ଅଧିକ ଛାତ୍ରୀଛାତ୍ରଙ୍କୁ ସୁଫଳ…
ନୂଆଦିଲ୍ଲୀ, ୧୫।୩ : ସିବିଏସ୍ଇ ଟର୍ମ-୧ ଦଶମ ପରୀକ୍ଷାରେ ଓଡ଼ିଆ ପେପରକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ହୋଇଛି। ବୋର୍ଡ କର୍ତ୍ତୃପକ୍ଷ ଓଡ଼ିଆ ପେପରର ପ୍ରଶ୍ନପତ୍ର ଏବଂ ଉତ୍ତର ଯାଞ୍ଚ୍ କରିଛନ୍ତି। ଏହାପରେ ପ୍ରକାଶିତ ଫଳରେ ଆବଶ୍ୟକ ପରିବର୍ତ୍ତନ ପାଇଁ…
ଆତ୍ମନିର୍ଭର ଭାରତ, କମୁଛି ରୁଷିଆ ଉପରେ ସାମରିକ ଅସ୍ତ୍ରଶସ୍ତ୍ର ନିର୍ଭରଶୀଳତା…
ନୂଆଦିଲ୍ଲୀ, ୧୫।୩ : ଭାରତ ବର୍ତ୍ତମାନ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଉପରେ ସମାରିକ ସରଞ୍ଜାମ ଏବଂ ଅସ୍ତ୍ରଶସ୍ତ୍ର ପାଇଁ କମ ନିର୍ଭରଶୀଳ ହେଉଛି। ଗ୍ଲୋବାଲ ଥିଙ୍କ ଟ୍ୟାଙ୍କ ଷ୍ଟକହୋମ ଆନ୍ତର୍ଜାତୀୟ ଶାନ୍ତି ଅନୁସନ୍ଧାନ ପ୍ରତିଷ୍ଠାନ ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ…
ଦିଗହରା ଜୀବନ, ପ୍ରତି ସେକେଣ୍ଡରେ ଜଣେ ଶିଶୁ ପାଲଟୁଛନ୍ତି ଶରଣାର୍ଥୀ…
କ୍ୱିଭ୍, ୧୫।୩ : ରୁଷିଆ ଆକ୍ରମଣରେ ୟୁକ୍ରେନ୍ ଏବେ ଧ୍ୱଂସସ୍ତୁପ ପାଲଟିଛି। ଜୀବନ ବିକଳରେ ଇତିମଧ୍ୟରେ ୩୦ ଲକ୍ଷରୁ ଅଧିକ ଲୋକ ଦେଶ ଛାଡ଼ି ଅନ୍ୟ ଦେଶରେ ଶରଣାର୍ଥୀ ପାଲଟିଛନ୍ତି। ସେମାନଙ୍କ ମଧ୍ୟରେ ୧୪ ଲକ୍ଷରୁ ଅଧିକ ଶିଶୁ ରହିଛନ୍ତି। ପ୍ରତି…
ସୁପ୍ରିମ୍କୋର୍ଟରେ ହିଜାବ୍…
ନୂଆଦିଲ୍ଲୀ, ୧୫।୩ : ହିଜାବ୍ ପ୍ରସଙ୍ଗରେ ସୁପ୍ରିମ୍କୋର୍ଟରେ ଏକ ଲିଭ୍ ପିଟିଶନ ଦାଖଲ କରାଯାଇଛି। କର୍ନାଟକ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ନିଆବ୍ ନାଜ୍ ନାମକ ଜଣେ ଛାତ୍ରୀ ଏହି ପିଟିଶନ ଦାଖଲ କରିଛନ୍ତି। ଆଇନଜୀବି ଅନସ ତନଓ୍ବରଙ୍କ ଦ୍ୱାରା ଏହା…
ଦେଶରେ ୫ ଲକ୍ଷରୁ ଅଧିକ ପୋଲିସ ପଦବୀ ଖାଲି, ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ, ୧୫।୩ : ଦେଶରେ ୫ ଲକ୍ଷ ୩୦ ହଜାରରୁ ଅଧିକ ପୋଲିସ ପଦବୀ ଖାଲି ପଡ଼ିଛି। ଉତ୍ତରପ୍ରଦେଶରେ ସର୍ବାଧିକ ୧ ଲକ୍ଷରୁ ଅଧିକ ପଦବୀ ଖାଲି ରହିଥିବା ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ଏକ ଲିଖିତ…
ମାଓବାଦୀ କାର୍ଯ୍ୟକଳାପ ୭୭ ପ୍ରତିଶତ ହ୍ରାସ…
ନୂଆଦିଲ୍ଲୀ, ୧୫।୩ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାକୁ ସୂଚନା ଦେଇଛନ୍ତି ଯେ ମାଓବାଦୀ କାର୍ଯ୍ୟକଳାନ ଘଟଣା ୨୦୨୧ରେ ୭୭ ପ୍ରତିଶତ ହ୍ରାସ ପାଇ ୫୦୯ ରେ ପହଞ୍ଚିଛି। ୨୦୦୯ରେ ଏହା ୨,୨୫୮ ଥିଲା। ଏକ…
ରାଜ୍ୟପାଳ ଆରିଫ୍ ମହମ୍ମଦ ହାଇକୋର୍ଟଙ୍କ ରାୟକୁ ସମର୍ଥନ କଲେ…
ଥିରୁଭାନନ୍ତପୁରମ୍, ୧୫।୩ : ହିଜାବ୍ ପ୍ରସଙ୍ଗରେ କର୍ନାଟକ ହାଇକୋର୍ଟଙ୍କ ରାୟକୁ ରାଜ୍ୟପାଳ ଆରିଫ୍ ମହମ୍ମଦ ଖାଁ ସମର୍ଥନ କରିଛନ୍ତି ସେ କହିଛନ୍ତି ଯେ, କୋରାନ୍ରେ ହିଜାବ୍ ସମ୍ପର୍କରେ ୭ ଥର ଉଲ୍ଲେଖ କରାଯାଇଛି। କିନ୍ତୁ ଡ୍ରେସ୍ କୋଡ୍ ଅନୁଯାୟୀ ନୁହେଁ। କୋର୍ଟଙ୍କ…
ସରକାରୀ କାର୍ଯ୍ୟାଳୟରେ ମୋବାଇଲ ଫୋନ୍ ବନ୍ଦ ହେବା ଆବଶ୍ୟକ: ହାଇକୋର୍ଟ…
ଚେନ୍ନାଇ, ୧୫।୩ : ସରକାରୀ କର୍ମଚାରୀଙ୍କୁ ଅଫିସ ସମୟରେ ମୋବାଇଲ ଫୋନ ବ୍ୟବହାର କରିବାକୁ ଦିଆଯିବା ଉଚିତ ନାହିଁ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଏସ.ଏମ. ସୁବ୍ରମଣ୍ୟମଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ତାମିଲନାଡୁ ରାଜ୍ୟ ସରକାରଙ୍କୁ ଏହି ବିଷୟରେ ନିୟମ…
ସତ୍ୟ ପ୍ରକାଶ ପାଇବାରୁ କିଛି ଲୋକ ବିବ୍ରତ ହେଉଛନ୍ତି, କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୫।୩ : ହିନ୍ଦି ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ କଂଗ୍ରେସକୁ ଟାଗେର୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଦୀର୍ଘ ଦିନ ଧରି ଧବି ରହିଥିବା ସତ୍ୟ ବାହାରକୁ ଆସିବା ପରେ କିଛି ଲୋକ ବିବ୍ରତ ହୋଇପଡ଼ିଛନ୍ତି।…
Archives


