Home Middle

ସଂସଦ ଏକ ତୀର୍ଥକ୍ଷେତ୍ର, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ବାହାରେ ଗରମ କମୁଛି। ତେବେ ଜଣାନାହିଁ ଅଧିବେଶନରେ କ’ଣ ହେବ। ପ୍ରଧାନମନ୍ତ୍ରୀ…

ଶୋଭାବର୍ଦ୍ଧକ ଅବା ରାଜନୈତିକ ନୁହେଁ ରାଜ୍ୟପାଳଙ୍କ ପଦବୀ, କହିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୧୮।୭ : ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ତାଙ୍କ କାର୍ଯ୍ୟକାଳ ଶେଷ ହେବାର ପ୍ରାୟ ଏକ ମାସ ପୂର୍ବରୁ ରାଜ୍ୟପାଳମାନଙ୍କୁ ରାଜ୍ୟମାନଙ୍କ ପାଇଁ ମାର୍ଗଦର୍ଶକ ଭାବରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳଙ୍କ ପଦବୀ ଶୋଭାବର୍ଦ୍ଧକ ଅବା ରାଜନୈତିକ…

ସକ୍ରିୟ ମାମଲା ଲକ୍ଷେ ୪୪ ହଜାର ଟପିଲା …

ନୂଆଦିଲ୍ଲୀ, ୧୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଘରେ ବିସ୍ଫୋରକ ଗୋଦାମର ପର୍ଦ୍ଦାଫାଶ୍‌…

ଜୟପୁର,୧୮।୭ : ରାଜସ୍ଥାନ ଜୟପୁର ପୋଲିସ କମିଶନରଙ୍କ କ୍ରାଇମ ବ୍ରାଞ୍ଚ ଟିମ ବେଆଇନ ବିସ୍ଫୋରକ ସାମଗ୍ରୀର ଏକ ଗୋଦାମ ଠାବ କରିବାରେ ସଫଳ ହୋଇଛି। ଜୟପୁରର ପଶ୍ଚିମ ଜିଲାର ହରମାଡା ଅଞ୍ଚଳରେ ଥିବା ଏକ ଆବାସିକ ଘରେ ଚଢ଼ାଉ କରିବା ପରେ…

ଆଜି ଶ୍ରାବଣର ପ୍ରଥମ ସୋମବାର: ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି ଢ଼ାଳିବା…

ଶପିଂ ମଲରେ ଗୁଳିକାଣ୍ଡ,ସନ୍ଦିଗ୍ଧଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ବନ୍ଧୁକ ସଂସ୍କୃତି ଯୋଗୁ ବିଭିନ୍ନ ସମୟରେ ଗୁଳିକାଣ୍ଡ ଘଟଣା ଘଟିବାରେ ଲାଗିଛି। ଏଭଳି ଘଟଣା ଧୀରେଧୀରେ ବଢ଼ିବାରେ ମଧ୍ୟ ଲାଗିଛି। ସିଏନଏନ ରିପୋର୍ଟ ଅନୁଯାୟୀ, ରବିବାର ସାରେ ଇଣ୍ଡିଆନାର ଗ୍ରୀନଉଡ ପାର୍କ ଶପିଂ ମଲରେ ଗୁଳିକାଣ୍ଡ ଘଟିଛି।…

ମହିଳାଙ୍କ ବୁଲିବା ଉପରେ ପାକିସ୍ତାନରେ କଟକଣା ଦାବି କଲା ଜିରଗା ପରିଷଦ…

ଇସଲାମାବାଦ,୧୮।୭: ପାକିସ୍ତାନରେ ମହିଳାଙ୍କ ଅଧିକାର ଉପରେ ନିରନ୍ତର ପହରା ଲଗା ଯାଉଛି। ନିକଟରେ ପାକିସ୍ତାନର ଏକ ଆଦିବାସୀ ପରିଷଦ ଜିରଗା ମହିଳାମାନଙ୍କୁ ପର୍ଯ୍ୟଟନ ଏବଂ ମନୋରଞ୍ଜନ ପାଇଁ ସର୍ବସାଧାରଣ ସ୍ଥାନ ପରିଦର୍ଶନ କରିବାକୁ ବାରଣ କରିଛି। ପରିଷଦ ଏହାକୁ ଅନୈତିକ ଏବଂ…

ଦୁଇ ଅଧିକାରୀଙ୍କୁ ବରଖାସ୍ତ କଲେ ଜେଲେନସ୍କି, ରୁଷିଆକୁ ସହଯୋଗ ଅଭିଯୋଗ…

କ୍ୱିଭ୍‌,୧୮।୭ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷିଆକୁ ସହଯୋଗ କରୁଥିବା ଅଭିଯୋଗ ଆଧାରରେ ଦେଶର ଏଜେନ୍ସିର ଦୁଇଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଜେଲେନସ୍କି ଦେଶର ଘରୋଇ ସୁରକ୍ଷା ଏଜେନ୍ସିର ମୁଖ୍ୟ ଇଭାନ ବକାନୋଭ ଏବଂ ଦେଶର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇରିନା…

ଆଜି ୭ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆଇସିଏସ୍‌ଇ ଦଶମ ପାସ୍‌ ହାର ୯୯.୯୭%: ଓଡ଼ିଶାର ୪ଜଣ ରାଜ୍ୟ ଟପ୍ପର

ଭୁବନେଶ୍ୱର,୧୮।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୯.୯୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୯.୯୮% ଥିବାବେଳେ ଛାତ୍ରଙ୍କ ପାସ୍‌ ହାର…

ଆଜି ରାଷ୍ଟ୍ରପତି ନିର୍ବାଚନ: ମୁର୍ମୁଙ୍କୁ ଓଡ଼ିଶାରୁ ୧୬୬ ଭୋଟ ମିଳିବା ଆଶା

ଭୁବନେଶ୍ବର, ୧୮ା୭(ବ୍ୟୁରୋ): ଦେଶରେ ରାଷ୍ଟ୍ରପତି ନିର୍ବାଚନ ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଛି। ସୋମବାର ସକାଳ ୧୦ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ତେବେ ନିର୍ଭୁଲ ଏବଂ କ୍ରସ୍‌ ଭୋଟିଂ ଯେପରି ନ ହେବ ସେଥିଲାଗି ଓଡ଼ିଶାର ସବୁ ଦଳ…

ରାଇସିନା ରେସ୍‌

ନୂଆଦିଲ୍ଲୀ, ୧୮।୭: ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୫୫(୩) ଅନୁସାରେ ରାଷ୍ଟ୍ରପତି ନିର୍ବାଚନ ଆନୁପାତିକ ପ୍ରତିନିଧିତ୍ୱ ପ୍ରଣାଳୀର ଏକକ ହସ୍ତାନ୍ତରଯୋଗ୍ୟ ମତ ପଦ୍ଧତି ଜରିଆରେ କରାଯାଇଥାଏ। ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ୨୦୨୨ ଜୁଲାଇ ୧୮(ସୋମବାର)ରେ ଅନୁଷ୍ଠିତ ହେଉଛି। ପାର୍ଲାମେଣ୍ଟ ହାଉସ୍‌ରେ ଉଭୟ ଗୃହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?