Home Middle

୫୦ ଲକ୍ଷରୁ ଅଧିକ ସାଜିଲେଣି ଶରଣାର୍ଥୀ, ଜାତିସଂଘ ରିପୋର୍ଟ…

ଜେନେଭା, ୧୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ପଡ଼ୋଶୀ ଦେଶରେ ଶାରଣାର୍ଥୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୫୦ ଲକ୍ଷରୁ ଅଧିକ ଲୋକ ଭିଟାମାଟି ଛାଡି ଶରଣାର୍ଥୀ ସାଜିଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ଫେବୃୟାରୀ ୨୪ ପରେ ରୁଷିଆ ଆକ୍ରମଣ…

ପ୍ଲେସିସିଙ୍କ ବିସ୍ଫୋରକ ବ୍ୟାଟିଂ, ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୮୨…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ. ପାଟିଲ…

ଜାହାଙ୍ଗୀରପୁରୀ ମାମଲା, ୫ ଅଭିଯୁକ୍ତଙ୍କ ବିରୋଧରେ ଏନ୍‌ଏସ୍‌ଏ…

ନୂଆଦିଲ୍ଲୀ, ୧୯।୪ : ଦିଲ୍ଲୀର ଜାହାଙ୍ଗୀରପୁରୀଠାରେ ହନୁମାନ ଜୟନ୍ତୀ ଉତ୍ସବ ପାଳନ ଅବସରରେ ହୋଇଥିବା ହିଂସା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବଡ଼ ଧରଣର ପଦକ୍ଷେପ ଗ୍ରହଣ କରାଯାଇଛି। ୫ ଅଭିଯୁକ୍ତଙ୍କ ବିରୋଧରେ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ)ଲାଗୁ କରାଯାଇଛି। ୫ ଜଣଙ୍କ…

ନୂଆ ସେନାଧ୍ୟକ୍ଷଙ୍କ ସମ୍ମୁଖରେ ୪ ଆହ୍ବାନ…

ନୂଆଦିଲ୍ଲୀ, ୧୯।୪ : ଲ୍ୟୁଟନାଟ୍‌ ଜେନେରାଲ ମନୋଜ ପାଣ୍ଡେ ୩୦ ଏପ୍ରିଲରେ ନୂତନ ସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିବେ। ସେ ଭାରତୀୟ ସେନାର ପ୍ରଥମ ବ୍ୟକ୍ତି ଯିଏ ଇଞ୍ଜିନିୟର୍ସ କର୍ପସରୁ ଆସିଛନ୍ତି। ତାଙ୍କର କାର୍ଯ୍ୟକାଳ ଦୁଇ ବର୍ଷରୁ ଅଧିକ…

ଟସ୍‌ ଜିତିଲା ଏଲ୍‌ଏସ୍‌ଜି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ. ପାଟିଲ…

୩୦୦ ନିର୍ବାଚନୀ ହିଂସା ବେଘରଙ୍କ ପୁନର୍ବାସ ପାଇଁ କମିଟି ଗଠନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ …

କୋଲକାତା, ୧୯।୪ : ପଶ୍ଚିମବଙ୍ଗ ନିର୍ବାଚନ ହିଂସାରେ ବେଘର ହୋଇଥିବା ୩୦୦ ଲୋକଙ୍କ ପୁନର୍ବାସ ପାଇଁ ସମିତି ଗଠନ କରିବାକୁ ମଙ୍ଗଳବାର କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ଦୁଇ ଜଣିଆ କମିଟି ଗଠନ କରିବାକୁ ହାଇକୋର୍ଟ କହିଛନ୍ତି। ଏହି…

ନିଯୁକ୍ତି କ୍ଷେତ୍ର ଚଳଚଞ୍ଚଳ, ମାର୍ଚ୍ଚରେ ୬ ପ୍ରତିଶତ ବୃଦ୍ଧି, ମୁମ୍ବାଇ-କୋଏମ୍ବାଟୁରରେ ଅଧିକ…

ନୂଆଦିଲ୍ଲୀ, ୧୯।୪ : ଏକ ରିପୋର୍ଟ ଅନୁଯାୟୀ, ଦେଶରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଇବା ପରେ ଅର୍ଥନୈତିକ କାର୍ଯ୍ୟକଳାପରେ ଉନ୍ନତି ଘଟିଛି। ଏହା ସହିତ, ଚାକିରୀ ବଜାର ମଧ୍ୟ ସ୍ବାଭାବିକ ସ୍ଥିତିକୁ ଫେରିବାରେ ଲାଗିଛି। ଇତିମଧ୍ୟରେ ବିଭିନ୍ନ କମ୍ପାନୀ ସେମାନଙ୍କର…

କରୋନା ସଙ୍କଟ, ଡିସି-ପିବିକେଏସ୍‌ ମ୍ୟାଚ୍‌ ପୁଣେରୁ ମୁମ୍ବାଇ ସ୍ଥାନାନ୍ତର…

ମୁମ୍ବାଇ, ୧୯।୪ : ଆଇପିଏଲ ୨୦୨୨ରେ କରୋନା ସଂକ୍ରମଣ ଘଟିଛି। ସୋମବାର ଦିନ ଦିଲ୍ଲୀ କ୍ୟାପିଟାଲର ଖେଳାଳି ମିଚେଲ ମାର୍ଶ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏହା ବ୍ୟତୀତ ଦଳର ଫିଜିଓ ପାଟ୍ରିକ ଫରହାର୍ଟ ଏବଂ ଦଳର ଡାକ୍ତର ସାଲଭି ମଧ୍ୟ…

ଆଶିଷଙ୍କୁ ଦୋହରା ଝଟ୍‌କା, ୨୬ ଏପ୍ରିଲ୍‌ରେ ଜିଲା ଅଦାଲତରେ ଅଭିଯୋଗ ଶୁଣାଣି…

ନୂଆଦିଲ୍ଲୀ, ୧୯।୪ : ଲଖିମପୁର ଖେରୀର ତିକୁନିଆ ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କୁ ଦୋହରା ଝଟ୍‌କା ଲାଗିଛି। ବର୍ତ୍ତମାନ, ଜିଲା କୋର୍ଟରେ ଅଭିଯୋଗର ଅଭିଯୋଗ ଶୁଣାଣି ପାଇଁ ୨୬ ଏପ୍ରିଲକୁ ସ୍ଥିର ହୋଇଛି। ଏହା ପୂର୍ବରୁ ଆଶିଷ ମିଶ୍ରଙ୍କୁ ଏପ୍ରିଲ…

ଆବୁ ସାଲେମ ମାମଲା, ଆଡ଼ଓ୍ବାଣୀଙ୍କ ପ୍ରତିଶ୍ରୁତି ହେବ ପୂରଣ କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୧୯।୪ : ମୁମ୍ବାଇ ସିରିଏଲ୍‌ ବୋମା ବିସ୍ଫୋରଣ ଘଟଣାରେ ଅଭିଯୁକ୍ତ ଅବୁ ସାଲେମଙ୍କ ମାମଲାକୁ ନେଇ କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟରେ କହିଛନ୍ତି ଯେ, ତତ୍‌କାଳୀନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଓ୍ବାଣୀଙ୍କ ପ୍ରତିଶ୍ରୁତି ପାଳନ କରାଯିବ। ଆବୁ ସାଲେମଙ୍କ ମୁକ୍ତ ନେଇ ୨୦୩୦ରେ…

ସ୍କୁଲ ନିକଟରେ ବିସ୍ଫୋରଣ: ୬ ମୃତ, ଅନେକ ଆହତ

କାବୁଲ,୧୯।୪:ଆଫଗାନିସ୍ତାନର ରାଜଧାନୀ କାବୁଲରେ ଏକ ଟ୍ରେନିଂ କେନ୍ଦ୍ର ଏବଂ ସ୍କୁଲ ନିକଟରେ ଆକ୍ରମଣ କରାଯାଇଛି। ଶିଆ ସମ୍ପ୍ରଦାୟକୁ ଟାର୍ଗେଟ କରି ଏହି ଆକ୍ରମଣ କରାଯାଇଛି। ଏହି ବିସ୍ଫୋରଣରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଲୋକେ ଆହତ ହୋଇଛନ୍ତି।…

‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ’ ପ୍ରତିଯୋଗିତାରେ ଭୁବନେଶ୍ୱର ଦ୍ୱିତୀୟ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ମିଳିଛି ଆଉ ଏକ ସଫଳତା। ସୁରଟଠାରେ ଅନୁଷ୍ଠିତ ‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ କଣ୍ଟେଷ୍ଟ’ (ଆଇଏସ୍‌ଏସି)ର ସାମାଜିକ ଦୃଷ୍ଟିକୋଣ ବର୍ଗରେ ସୋସିଆଲି ସ୍ମାର୍ଟ ଭୁବନେଶ୍ୱର ପ୍ରୋଜେକ୍ଟ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଦେଶର ୧୦୦ଟି ସ୍ମାର୍ଟ ସିଟିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri