Home Middle

ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା। ଅଟୋମେଟିକ ମେକାନିଜିମ୍‌ ଆଧାରରେ ବସ୍‌ ଭଡ଼ା ବଢିଛି। ତେବେ ବସ୍‌ ଭଡ଼ା ବୃଦ୍ଧି ନେଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ସୂଚନା ଦେଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡ଼ା…

ଜାହାଙ୍ଗୀରପୁରୀ ହିଂସା, ୫ ପ୍ରଶ୍ନ ଘେରରେ ପୋଲିସ…

ନୂଆଦିଲ୍ଲୀ, ୧୮।୪ : ଉତ୍ତର-ପଶ୍ଚିମ ଦିଲ୍ଲୀର ଜାହାଙ୍ଗୀରପୁରୀରେ  ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହିଂସା ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ହିଂସାର ଦୁଇ ବଡ଼ ଅଭିଯୁକ୍ତ ଅନସର ଏବଂ ଅସଲାମଙ୍କ ସମେତ…

ପାକିସ୍ତାନ-ବାଂଲାଦେଶ ସୀମାରେ ବଢ଼ିବ କଡ଼ା ପହରା…

ନୂଆଦିଲ୍ଲୀ, ୧୮।୪ : ଅନୁପ୍ରବେଶକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ କଡ଼ା ପହରା ପାଇଁୟ ଯୋଜନା କରାଯାଇଛି। ଏହା ଅନ୍ତର୍ଗତ ଚଳିତ ବର୍ଷର ସାଢ଼େ ତିନି ମାସ ମଧ୍ୟରେ ପ୍ରାୟ ୯,୫୦୦ରୁ ଅଧିକ ଯବାନ…

କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା

ପୋଲସରା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍‌ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍‌ ଆଲୁଅରେ ରୋଗୀ ଚିକିତ୍ସା କରାଯାଇଛି। ଏପରିକି ଜଣେ ମହିଳାଙ୍କ ପ୍ରସବ ମଧ୍ୟ କରାଯାଇଛି। ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରରେ…

ପାକିସ୍ତାନ ଉପରେ ୪୨,୭୪୫ ଶହ କୋଟିରୁ ଅଧିକ ଋଣ ବୋଝ…

ଇସଲାମାବାଦ୍‌, ୧୮।୪ : ରାଜନୈତିକ ସଙ୍କଟର ସମ୍ମୁଖୀନ ହୋଇଥିବା ପାକିସ୍ତାନ ଉପରେ ଋଣ ବୋଝ ବଢ଼ିବାରେ ଲାଗିଛି। ଏବେ ପାକିସ୍ତାନର ମୋଟ ଋଣ ପରିମାଣ ୪୨,୭୪୫ ଶହ କୋଟି ଟଙ୍କାରେ ପହଞ୍ଚିଛି। ଏହା ସହିତ ପାକିସ୍ତାନର ନୂତନ ସରକାର ପୁଣି ଶହେ…

କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ

ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ଘରକୁ…

ଓଏସ୍‌ଏପି ବାଟାଲିୟନ ଅଫିସ ଏବେ ଭୂତକୋଠି

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହରରେ ଥିବା ପୋଲିସ ବିଭାଗର ଓଏସ୍‌ଏପି ୨ୟ ବାଟାଲିୟନ ଅଫିସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଜିଲାର ସୁରକ୍ଷା ପାଇଁ ଏଠାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ରହୁଥିଲେ। ଦୀର୍ଘ ବହୁ ବର୍ଷ ହେଲା ଏହା…

ଅଜାନ୍‌ ସମୟରେ ବାଜି ପାରିବନି ହନୁମାନ ଚାଳିଶା

ନାଶିକ,୧୮।୪: ଅଜାନ୍‌ ସମୟରେ ହନୁମାନ ଚଲିଶା ସହରରେ ବାଜିବାକୁ ଦିଆଯିବ ନାହିଁ ବୋଲି ମହାରାଷ୍ଟ୍ରର ନାଶିକ ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ହନୁମାନ ଚାଳିଶା ଅଜାନର ୧୫ ମିନିଟ ପୂର୍ବରୁ ଏବଂ ୧୫ ମିନିଟ ପରେ ମଧ୍ୟ ବଜାଯାଇପାରିବ ନାହିଁ।…

ପୁଣି ଆହ୍ଲାବାଦ ହାଇକୋର୍ଟକୁ ଫେରିଲା ଲଖିମପୁର ଖେରୀ ମାମଲା,…

ନୂଆଦିଲ୍ଲୀ, ୧୮।୪ : ଲଖିମପୁର ଖେରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଏହା ସହ ଶୀର୍ଷ ଅଦାଲତ ପୁନର୍ବାର ହାଇକୋର୍ଟରେ ମାମଲା ପଠାଇଛନ୍ତି। ଅଦାଲତ କହିଛନ୍ତି ଯେ ଯଦି ଏହି ପ୍ରସଙ୍ଗରେ କୌଣସି ନୂତନ…

ଯବାନଙ୍କ କ୍ୟାମ୍ପ୍‌ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ

ମାଲକାନଗିରି,୧୮ା୪(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍‌ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍‌ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…

ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି। ଫଳରେ କମ୍ପାନୀର ଶେୟାର…

ଶାଶୁ-ବୋହୂ କଳି ଘରୋଇ ହିଂସା ମାମଲାରେ ଭିଡ଼ିଓ-ଫଟୋର ପ୍ରାମାଣିକତା ଜରୁରୀ, କହିଲେ କୋର୍ଟ…

ନୂଆଦିଲ୍ଲୀ, ୧୮।୪ : ଶାଶୁ ବୋହୂ କଳି ଭଳି ପାରିବାରିକ ହିଂସା ମାମଲାରେ ଭିଡ଼ିଓ ଏବଂ ଫଟୋର ପ୍ରମାଣ ଜରୁରୀ ବୋଲି ଦିଲ୍ଲୀର ଏକ କୋର୍ଟ କହିଛନ୍ତି। ବୃଦ୍ଧ ଶାଶୁ ତାଙ୍କ ବୋହୂଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ କରିଛନ୍ତି। ଶାଶୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri