Home Middle

କରୋନା ସ୍ଥିତି ନେଇ ପୁଣି ଘନେଇଲା ସଙ୍କଟ, ସାପ୍ତାହିକ ବୃଦ୍ଧି ହାର ୩୫ ପ୍ରତିଶତ…

ନୂଆଦିଲ୍ଲୀ, ୧୮।୪ : କ୍ରମାଗତ ୧୧ ସପ୍ତାହ ହ୍ରାସ ପରେ, ଭାରତରେ ପୁଣିଥରେ ଚଳିତ ସପ୍ତାହରେ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଏବଂ ଏହାର ଆଖପାଖ ରାଜ୍ୟରେ ଗତ ସାତ ଦିନ ମଧ୍ୟରେ ସଂକ୍ରମଣରେ ୩୫…

ମୁମ୍ବାଇରେ ହେବ ଅଣଭାଜପା ମୁଖ୍ୟମନ୍ତ୍ରୀ ସମ୍ମିଳନୀ

ମୁମ୍ବାଇ,୧୮।୪ : ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଖୁବ୍‌ଶୀଘ୍ର ମୁମ୍ବାଇରେ ଅଣଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇପାରେ। ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର ଏହି ସୂଚନା ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଣଭାଜପା…

ଭାରତରେ କୋଭିଡ୍‌ ମୃତ୍ୟୁ ୪୦ ଲକ୍ଷ

ନୂଆଦିଲ୍ଲୀ,୧୮।୪ : ବିଶ୍ୱବ୍ୟାପୀ କୋଭିଡ୍‌ ମହାମାରୀଜନିତ ମୃତ୍ୟୁସଂଖ୍ୟାକୁ ସାର୍ବଜନିନ କରିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଉଦ୍ୟମ କରୁଥିବାବେଳେ ଏହାକୁ ଭାରତ ଅଟକାଇଥିବା ଖବର ପ୍ରକାଶ ପାଇଛି। ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଡବ୍ଲ୍ୟୁଏଚ୍‌ଓର କୋଭିଡ୍‌ ମୃତ୍ୟୁ ଆକଳନ…

ବିକିରଣ ନିରୋଧୀ ଔଷଧ ମହଜୁଦ ରଖ

କିଭ୍‌, ୧୮ା୪: ୟୁକ୍ରେନ୍‌ ଯୁଦ୍ଧର ବିନାଶକାରୀ ଅନ୍ତ ଘଟାଇବାକୁ ରୁଷିଆ ନ୍ୟୁକ୍ଲିୟର ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛି। ସାରା ବିଶ୍ୱକୁ ଏଥିପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। ବିପୁଳ ମାତ୍ରାରେ ଆଣ୍ଟାଇ-ରେଡିଏଶନ ବା ବିକିରଣ ନିରୋଧୀ ଔଷଧ ରଖିବା ସହ ଏୟାର ରେଡ୍‌…

ରାଜ୍ୟ ସରକାରଙ୍କ ଅଧିକାର ସୁରକ୍ଷା କରନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪ (ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟ ବିଭିନ୍ନ ରାୟରେ ଭାରତୀୟ ୟୁନିୟନର ବିଶେଷତ୍ୱ ସମ୍ପର୍କରେ ମନ୍ତବ୍ୟ ଦେବା ସହ ସଂଘୀୟ ବ୍ୟବସ୍ଥାର ପ୍ରତିଷ୍ଠା ଓ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନେଇ ଭାରତୀୟ ୟୁନିୟନ ଗଠିତ। ତେବେ…

କମଳ ଦେଶର ରାଜକୁମାର

କଳାକାର ଜୀବନର ପ୍ରାରମ୍ଭରେ ପ୍ରଫୁଲ୍ଲ କର ଗାଇଥିଲେ ‘କମଳ ଦେଶର ରାଜକୁମାର ମୁଁ, ହାତରେ ପୁଷ୍ପ ଧନୁ..’। ଏହି ଗୀତଟି ତାଙ୍କୁ ବେଶ୍‌ ଲୋକପ୍ରିୟ କରାଇଥିଲା। ଏହାପରେ ସେ କମଳ ଦେଶର ରାଜକୁମାର ଭାବେ ଘରେ ଘରେ ପରିଚିତ ହୋଇଯାଇଥିଲେ। ତାଙ୍କ…

ଘରେ ଆଣ୍ଠୁଏ ପାଣି

ନୂଆଦିଲ୍ଲୀ,୧୮ା୪: ପଡ଼ୋଶୀ ଶ୍ରୀଲଙ୍କା, ପାକିସ୍ତାନ ଓ ନେପାଳ ଭଳି ଭାରତରେ ମଧ୍ୟ ଆର୍ଥିକ ସଙ୍କଟ ମୁଣ୍ଡ ଟେକିଲାଣି। ଦେଶରେ ପେଟ୍ରୋଲ, ଡିଜେଲଠାରୁ ନେଇ ଖାଇବା ତେଲ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ଆକାଶଛୁଅଁା ହୋଇଛି। ଡଲାର ତୁଳନାରେ ଟଙ୍କାର…

ଆଜିଠୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା, ଖବରଦାତା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସାଧାରଣ ଲୋକମାନେ ସୋମବାର ଠାରୁ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ନିଜର ଅଭିଯୋଗ ରଖିପାରିବେ। କରୋନା ଲାଗି ଦୀର୍ଘ ୨ ବର୍ଷ ଧରି ରହିଥିବା କଟକଣାକୁ ରାଜ୍ୟ ସରକାର ମଙ୍ଗଳବାର ଉଠାଇ ଦେଇଛନ୍ତି। ବର୍ତ୍ତମାନ ସଂକ୍ରମଣ…

ଅଚଳାବସ୍ଥାରେ ଇ-ଟଏଲେଟ୍‌

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ, ସବୁଜ, ସୁନ୍ଦର କରି ଗଢିତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ସିଟିକୁ ଯେପରି ବାହ୍ୟ ମଳମୁକ୍ତ ଅଞ୍ଚଳ କରାଯାଇ ପାରିବ ସେଥିପାଇଁ ଇ-ଟଏଲେଟ୍‌ର ବ୍ୟବସ୍ଥା ରହିଛି। ଏଥିସହ ବାହାରେ ମଳତ୍ୟାଗ…

ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ…

ମିଲରଙ୍କ ବିସ୍ଫୋରକ ବ୍ୟାଟିଂ: ଚେନ୍ନାଇକୁ ହରାଇଲା ଗୁଜରାଟ

ପୁଣେ,୧୭।୪: ଆଇପିଏଲ୍‌ ୨୦୨୨ର ୨୯ତମ ମ୍ୟାଚ୍‌ ରେ ଗୁଜରାଟ ଟାଇଟାନ୍ସ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ୫ ଉଇକେଟ୍‌ ହରାଇ ୧୬୯ ରନ୍‌ ସଂଗ୍ରହ କରିଥିଲା।…

ଏସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିି ଦେଉଛି। ରବିବାର ୧୫ଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଶନିବାର ଭଳି ଆଜି ମଧ୍ୟ ସୋନପୁରରେ ସର୍ବାଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri