Home Middle

କଲେଜରେ ହେବ ଟିକାକରଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ପୁଣି କାୟା ବିସ୍ତାର କଲାଣି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ରାଜ୍ୟରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୮୦୦ ଟପିଲାଣି। ଗତ କିଛି ଦିନ ହେବ ଲଗାତର ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା…

ଇସ୍ତଫା ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୫।୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯିବାପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଶ୍ରୀଲଙ୍କା ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବେୟଓ୍ବର୍ଦେନାଙ୍କ ନିକଟକୁ ଇ-ମେଲ୍‌ ଜରିଆରେ ଇସ୍ତଫାପତ୍ର ପ୍ରେରଣ କରିଛନ୍ତି। ବାଚସ୍ପତିଙ୍କ କାର୍ଯ୍ୟାଳୟ ରାଷ୍ଟ୍ରପତିଙ୍କ ଇସ୍ତଫା…

ଭାରତରେ ପ୍ରଥମ ବିରଳ ବ୍ଲଡ୍‌ଗ୍ରୁପ୍‌

ଅହମ୍ମଦାବାଦ, ୧୫ା୭:ଗୁଜରାଟର ରାଜକୋଟରୁ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ଶରୀରରେ ଏକ ପ୍ରକାର ବିରଳ ବ୍ଲଡ୍‌ଗ୍ରୁପ୍‌ ଚିହ୍ନଟ ହୋଇଛି। ଏହା ‘ଇଏମ୍‌ଏମ୍‌ ନେଗେଟିଭ୍‌’ ଭାବେ ଜଣା। ଅନ୍ୟ ୪ ବ୍ଲଡ୍‌ ଗ୍ରୁପ୍‌ ଏ, ବି, ଓ, ଏବିଠାରୁ ଏହା ସମ୍ପୂର୍ଣ୍ଣ ଅଲଗା।…

କେରଳରେ ଚିହ୍ନଟ ହେଲା ଦେଶର ପ୍ରଥମ ‘ମଙ୍କିପକ୍ସ’

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି । ୟୁଏଇରୁ କେରଳ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ‘ମଙ୍କିପକ୍ସ’ର ଲକ୍ଷଣ ଦେଖାଯାଇଥିଲା। ଏହାପରେ…

ଦ୍ରୌପଦୀଙ୍କୁ ଜେଏମ୍‌ଏମ୍‌ର ସମର୍ଥନ

ରାଞ୍ଚି,୧୪।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)। ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏନେଇ ସମସ୍ତ ଏମ୍‌ପି ଏବଂ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ, ”ରାଷ୍ଟ୍ରପତି…

ଟସ୍‌ ଜିତିଲା ଭାରତ

ଲର୍ଡସ,୧୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଆଜି ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲି ଦଳକୁ ଫେରିଥିବାବେଳେ…

ମହାରାଷ୍ଟ୍ରରେ ଗଡ଼ିବ ବୁଲେଟ୍‌ ଟ୍ରେନ୍‌

ମୁମ୍ବାଇ,୧୪ା୭: ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ମହାରାଷ୍ଟ୍ର ସରକାର ସମସ୍ତ ଅନୁମୋଦନ ଦେଇଛନ୍ତି। ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ଏହି ସୂଚନା ଦେଇଛନ୍ତି। ରାଜ୍ୟ କ୍ୟାବିନେଟ ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ଦେବେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ…

ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାଜପା ଆଶ୍ୱସ୍ତ, ବିଜୟୀ ଘୋଷଣା ହେବା ପରେ ସାରା ଦେଶର ଆଦିବାସୀ ଗାଁରେ ପାଳନ ହେବ ଉତ୍ସବ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ପ୍ରକାର ଆଶ୍ୱସ୍ତ ରହିଛି । ଯେମିତି ସେ ବିଜୟୀ ଘୋଷିତ ହେବେ ତା’ପରେ ପରେ ସାରା ଦେଶରେ ଉତ୍ସବ ପାଳନ କରାଯିବ…

ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୪।୭: ଆସନ୍ତା ମାସରେ ଖେଳାଯିବାକୁ ଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳର ଅଧିନାୟିକତ୍ୱ ରୋହିତ ଶର୍ମାଙ୍କ ହାତରେ ରହିବ। ତେବେ ବିରାଟ କୋହଲି,…

ମହାରାଷ୍ଟ୍ରରେ ୫ ଟଙ୍କା କମିଲା ପେଟ୍ରୋଲ ଦାମ…

ମୁମ୍ବାଇ,୧୪।୭ : ମୁଖ୍ୟମନ୍ତ୍ରୀ ହେବାର କିଛି ଦିନ ମଧ୍ୟରେ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ରାଜ୍ୟରେ ପେଟ୍ରୋଲ ଦାମକୁ ଲିଟରପିଛା ୫ ଟଙ୍କା କମାଇଛନ୍ତି। ଗୁରୁବାର ମୁମ୍ବାଇରେ ଶିନ୍ଦେ ଏନେଇ ଘୋଷଣା କରିଛନ୍ତି। ସେହିପରି ଡିଜେଲ ଦାମ୍‌ ଲିଟର…

ପାକିସ୍ତାନରେ ବନ୍ୟା: ମୃତ୍ୟୁସଖ୍ୟା ୨୦୪କୁ ବୃଦ୍ଧି

ଇସଲାମାବାଦ,୧୪ା୭: ପ୍ରବଳ ବର୍ଷା ହେତୁ ପାକିସ୍ତାନର ଅନେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ପାକିସ୍ତାନ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୧୬୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଫଗାନିସ୍ତାନରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ)…

ନୂପୁରଙ୍କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଟିପ୍ପଣୀର ସମାଲୋଚନା, ଏହା ଶୀର୍ଷକୋର୍ଟଙ୍କ ଅବମାନନା ନୁହେଁ ବୋଲି କହିଲେ ଆଟର୍ନି ଜେନେରାଲ…

ନୂଆଦିଲ୍ଲୀ,୧୪।୭ : ସୁପ୍ରିମକୋର୍ଟଙ୍କ ପକ୍ଷରୁ ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ଟିପ୍ପଣୀ ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ସମୟରେ ଶୀର୍ଷକୋର୍ଟଙ୍କ ଟିପ୍ପଣୀକୁ ସମାଲୋଚନା କରାଯାଇଥିଲା। କରି ଏହାର ଉତ୍ତରରେ ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲ ସମାଲୋଚକଙ୍କ ବିରୋଧରେ ଅବମାନନା ମାମଲା ଚଳାଇବାକୁ ମନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?