Home Middle

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି

ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ…

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୨ ଦିନ, ରୁଷିଆର ୨୦ ହଜାର ସେନାଙ୍କର ହେଲାଣି ମୃତ୍ୟୁ: ଜେଲେନ୍‌ସ୍କି

କ୍ୱିଭ,୧୭ ।୬: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୨ ଦିନ ହୋଇଛି । ଏହାରି ଭିତରେ ଉଭୟ ଦେଶ ବହୁ କ୍ଷତି ସହିଲାଣି । ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି ଏହି ଯୁଦ୍ଧରେ ଉଭୟ ଦେଶ ବହୁ ସେନାଙ୍କୁ ହରାଇଲାଣି । ୟୁକ୍ରେନର…

ଆର୍‌ସିବି ବିଜୟୀ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୨୭ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ବିପକ୍ଷରେ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୯୦ ରନ୍ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ  …

କୋଭିଶିଲ୍ଡ ଟିକା ନେଇ ଯୁବତୀଙ୍କ ମୃତ୍ୟୁ, କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୧୬।୪ : କୋଭିଶିଲ୍ଡ ଟିକା ନେବା ପରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀଙ୍କ ମୃତ୍ୟୁ ଘଟିବା ମାମଲାରେ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପିଜି ପାଠ ପଢୁଥିବା ଯୁବତୀଙ୍କ ମାତାପିତା ପ୍ରଶାସନଠାରୁ ଏକ କୋଟି ଟଙ୍କାର…

ସମାଜରେ ବ୍ୟାପୁଛି ଘୃଣା-ହିଂସା, ପ୍ରଧାନମନ୍ତ୍ରୀ ନୀରବ କାହିଁକି, ୧୩ ବିରୋଧୀ ଦଳଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୪ : ଭାରତୀୟ ସମାଜରେ ଘୃଣା ଏବଂ ହିଂସା ଘଟଣା ବୃଦ୍ଧି ପାଉଛି। ଦେଶରେ ହିଜାବ୍‌ ,ମିଟ୍‌ ଏବଂ ମସଜିଦ୍‌ରେ ଅଜାନ୍‌ ନେଇ ଉତ୍ତେଜନା ବ୍ୟାପୁଛି। ଏନେଇ ଦେଶର ୧୩ଟି ରାଜନୈତିକ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତିି।…

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୦…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୨୭ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

୧୮୩ ଦିନ ପରେ ପୃଥିବୀକୁ ଫେରିଲେ ୩ ଚାଇନା ମହାକାଶଚାରୀ…

ବେଜିଂ, ୧୬।୪ : ଚାଇନାର ୩ ଜଣ ମହାକାଶଚାରୀ ୧୮୩ ଦିନ ପରେ ପୃଥିବୀ ପୃଷ୍ଠକୁ ଫେରିଛନ୍ତିି। ମହାକାଶରେ ୬ ମାସ ବିତାଇବା ପରେ ମହାକାଶଚାରୀମାନେ ଶେନଝୁ-୧୩ କ୍ୟାପସୁଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। କ୍ୟାପସୁଲରେ ମହାକାଶଚାରୀ ଝାଇ ଝିଙ୍ଗାଙ୍ଗ୍‌, ଓ୍ବାଙ୍ଗ୍‌ ଓ୍ବାପିଙ୍ଗ୍‌ ଏବଂ…

ଖାଲି ଅଧିନାୟକତ୍ୱ ନୁହେଁ, ବ୍ୟାଟିଂରେ ବି ଫ୍ଲପ୍‌

ମୁମ୍ବାଇ,୧୬।୪: ଚଳିତ ଆଇପିଏଲ୍‌ ସିଜନରେ ନିରାଶଜନକ ପ୍ରଦର୍ଶନ ଜାରି ରଖିଛି ମୁମ୍ବାଇ ଇଣ୍ଡିଆନ୍ସ। ଦଳ ଏଯାବତ ୬ଟି ମୁକାବିଲା ଖେଳିଥିବା ବେଳେ ସବୁଥିରେ ପରାଜିତ ହୋଇଛି। ଟୁର୍ନାମେଣ୍ଟ ଇତିହାସର ସବୁଠାରୁ ସଫଳ ଦଳର ଏଭଳି ସ୍ଥିତି ପ୍ରଶଂସକଙ୍କୁ ବ୍ୟଥିତ କରିଛି। ଏପରିକି…

ହନୁମାନ ଜନ୍ମୋତ୍ସବ ଶୋଭାଯାତ୍ରା ଉପରେ ପଥରମାଡ଼, ଦିଲ୍ଲୀରେ ଉତ୍ତେଜନା…

ନୂଆଦିଲ୍ଲୀ, ୧୬।୪ : ଦିଲ୍ଲୀର ଜାହଙ୍ଗିରପୁରୀଠାରେ ଶନିବାର ଅପରାହ୍ନ ୫ରୁ ସାଢ଼େ ୫ ଟା ମଧ୍ୟରେ ହନୁମାନ ଜନ୍ମୋତ୍ସବ ଉପଲକ୍ଷେ ଆୟୋଜିତ ଶୋଭାଯାତ୍ରା ଉପରେ ପଥରମାଡ଼ ହୋଇଛି। ଏଥିରେ ଦୁଇ ଗୋଷ୍ଠୀର ଲୋକେ ପରସ୍ପର ଉପରକୁ ପଥରମାଡ଼ କରିବା ଆରମ୍ଭ କରିଥିଲେ।…

ଡିସି ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଡିସିର ଅଧିନାୟକ…

ଏଲ୍‌ଏସ୍‌ଜି ବିଜୟୀ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ବିଜୟୀ ହୋଇଛି।  ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ…

ଦାମ୍‌ ବଢ଼ିଲା, ଚାହିଦା କମିଲା, ୧୫ ଦିନରେ ୧୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ, ୧୬।୪ : ଦେଶରେ ପେଟ୍ରୋଲ ଡିଜେଲ ଦାମ୍‌ରେ ଲଗାତାର ବୃଦ୍ଧି ଜାରି ରହିଛି। ଦାମ୍‌ ବଢ଼ିବା ଯୋଗୁ ଗତ ୧୫ ଦିନ ମଧ୍ୟରେ ଦେଶରେ ଇନ୍ଧନ ଚାହିଦା କମିବାରେ ଲାଗିଛି। ଶନିବାର ପ୍ରକାଶିତ ହୋଇଥିବା ରିପୋର୍ଟ ଅନୁସାରେ ପେଟ୍ରୋଲ୍‌ ଚାହିଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri