Home Middle

ବାମପନ୍ଥୀ-ଚରମପନ୍ଥୀଙ୍କୁ ସୁରକ୍ଷା ଦେବାକୁ କରାଯାଉଛି କି କୋର୍ଟର ବ୍ୟବହାର, ଏସ୍‌ସିଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୧୪।୭ : ମାଓବାଦୀ ବିରୋଧୀ ଅପରେଶନ ସମୟରେ ଛତିଶଗଡରେ ଆଦିବାସୀଙ୍କ ହତ୍ୟା ଘଟଣାର ନ୍ୟାୟିକ ତଦନ୍ତ ପାଇଁ ସୁପ୍ରିମକୋର୍ଟ(ଏସ୍‌ସି) ଏକ ୧୩ ବର୍ଷ ପୁରୁଣା ଆବେଦନକୁ ଖାରଜ କରିଦେଇଛନ୍ତି। ଏହା ସହିତ କୋର୍ଟ ଆବେଦନକାରୀଙ୍କ ଉପରେ ୫ ଲକ୍ଷ ଟଙ୍କା ଜରିମାନା…

ଭାରତରେ ବାଂଲାଦେଶର ହାଇ କମିଶନର ଭାବେ ନିଯୁକ୍ତ ମୁସ୍ତାଫିଜୁର ରେହମାନ

ଢାକା,୧୪ା୭: ମୁସ୍ତାଫିଜୁର ରେହମାନ ଭାରତରେ ବାଂଲାଦେଶର ହାଇ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ସେ ବର୍ତ୍ତମାନ ଜେନେଭାରେ ମିଳିତ ଜାତିସଂଘ କାର୍ଯ୍ୟାଳୟରେ ବାଂଲାଦେଶର ସ୍ଥାୟୀ ପ୍ରତିନିଧି ଏବଂ ସ୍ବିଜରଲ୍ୟାଣ୍ଡର ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରୁଛନ୍ତି। ଭାରତକୁ ବାଂଲାଦେଶର ହାଇ କମିଶନର ଭାବେ…

ଉଦ୍ଧବଙ୍କ ରାଜନୈତିକ ଅସ୍ତିତ୍ୱ ଉପରେ ସଙ୍କଟ, ଶିନ୍ଦେଙ୍କୁ ଭେଟିଲେ ୧୫ ଏମ୍‌ପି…

ମୁମ୍ବାଇ,୧୪।୭ : ରାଜନୈତିକ ଅସ୍ତିତ୍ୱ ରକ୍ଷା କରିବାର ଆହ୍ବାନ ବର୍ତ୍ତମାନ ମହାରାଷ୍ଟ୍ରର କ୍ଷମତା ହରାଇଥିବା ଉଦ୍ଧବ ଠାକରେଙ୍କ ସାମ୍ନାରେ ସୃଷ୍ଟି ହୋଇଛି। ୫୫ ଶିବସେନା ବିଧାୟକଙ୍କ ମଧ୍ୟରୁ ଏବେ ୪୦ ଜଣ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳକୁ ସମର୍ଥନ କରୁଛନ୍ତି ଏବଂ…

ପ୍ରଶ୍ନପତ୍ର ଲିକ୍‌, ଏଜୁକେଶନ ଅନର୍ସ ପରୀକ୍ଷା ବାତିଲ

ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହେବା ପରେ ପରୀକ୍ଷା ବାତିଲ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ହେବାର ଥିଲା। ମାତ୍ର ଏହା ପୂର୍ବରୁ ସକାଳୁ…

ଆଜି ମାଳଦ୍ୱୀପ ଛାଡ଼ି ସିଙ୍ଗାପୁର ଯିବେ ଗୋଟାବାୟା

କଲମ୍ବୋ,୧୪ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ବୁଧବାର ଦେଶଛାଡ଼ି ମାଳଦ୍ୱୀପ ପଳାୟନ କରିଥିଲେ। ଗୋଟାବାୟାଙ୍କ ପଳାୟନ ପରେ ଶ୍ରୀଲଙ୍କାର ଅବସ୍ଥା ଆହୁରି ବିଗିଡ଼ି ଯାଇଛି। ହଜାର ହଜାର ଲୋକ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଇତିମଧ୍ୟରେ ଗୋଟାବାୟା ମାଳଦ୍ୱୀପ ଛାଡ଼ି…

ରାଜଧାନୀର ୩୦ ସ୍ଥାନରେ ଡମି ଆଇଇଡ଼ି ପ୍ଲାଣ୍ଟ କରିଛି ସ୍ପେଶାଲ ସେଲ, ପୋଲିସ ବିଭାଗକୁ ମିଳିଛି ୧୨ର ସୂଚନା…

ନୂଆଦିଲ୍ଲୀ,୧୪।୭ : ରାଜଧାନୀ ଦିଲ୍ଲୀରେ ପୋଲିସ ବିଭାଗର ପ୍ରସ୍ତୁତିକୁ ପରୀକ୍ଷାମୂଳକ ଭାବେ ଯାଞ୍ଚ କରିବା ପାଇଁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗତ ଏକ ମାସ ମଧ୍ୟରେ ଉଚ୍ଚ ଫୁଟଫଲ ସ୍ଥାନରେ ୩୦ ଡମି ଇମ୍ପ୍ରୋଭାଇଜଡ ବିସ୍ଫୋରକ ଉପକରଣ (ଆଇଇଡି) ସ୍ଥାପନ…

ପିଏଫ୍‌ଆଇର ମିଶନ ୨୦୪୭ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌…

ପାଟନା,୧୪।୭ : ବିହାରର ରାଜଧାନୀ ପାଟନାରେ ପିଏଫଆଇ ନାମରେ ଏକ ବଡ ଆତଙ୍କବାଦୀ ତାଲିମ କେନ୍ଦ୍ରର ପଦର୍ଦ୍ଦାଫାଶ ହୋଇଛି। ଚଢ଼ାଉ ସମୟରେ ଦୁଇ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ଏଥିମଧ୍ୟରେ ମିଶନ…

ମୁସେୱାଲାଙ୍କ ହତ୍ୟା ପଛରେ ୬୦ ଗ୍ୟାଙ୍ଗଷ୍ଟରଙ୍କ ହାତ, ଯାଞ୍ଚ୍‌ କରୁଛନ୍ତି ୬୦୦ ପୋଲିସ…

ଚଣ୍ଡିଗଡ଼,୧୪।୭ : ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାରେ ପ୍ରାୟ ୬୦ ଗ୍ୟାଙ୍ଗଷ୍ଟର ଏବଂ ସେମାନଙ୍କ ଗ୍ୟାଙ୍ଗ ସଦସ୍ୟ ସମ୍ପୃକ୍ତି ରହିଛି। ଦିଲ୍ଲୀ ଏବଂ ପଞ୍ଜାବ ପୋଲିସର ଏକ ବଡ ପୋଲିସ ଟିମ୍‌ ଘଟଣାର ତଦନ୍ତରେ ନିୟୋଜିତ ଅଛନ୍ତି। ଅନୁସନ୍ଧାନରୁ…

ବାବ୍ରି ଭଙ୍ଗ ପରବର୍ତ୍ତୀ ସ୍ଥିତି ସମାଜରେ ସୃଷ୍ଟି ନହେଉ,ପୂଜାସ୍ଥଳ ଅଧିନିୟମ ସମର୍ଥନରେ ଏସ୍‌ସିଙ୍କ ଦ୍ୱାରସ୍ଥ ହେଲେ ମୁସଲମାନ ସଂଗଠନ…

ନୂଆଦିଲ୍ଲୀ,୧୪।୭ : ଅଲ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ ପ୍ଲେସ ଅଫ ଓ୍ବରଶିପ୍‌ ଆକ୍ଟ (ପୂଜାସ୍ଥଳ ଅଧିନିୟମ) କୁ ସମର୍ଥନ କରି ସୁପ୍ରିମକୋର୍ଟ(ଏସ୍‌ସି)ଙ୍କ ଦ୍ୱାରସ୍ଥ ହୋଇଛି। ଜାରି ରହିଥିବ ବିବାଦ ମଧ୍ୟରେ ସୁପ୍ରିମକୋର୍ଟରେ ଆବେଦନ କରି ବୋର୍ଡ ଏହି ଆଇନକୁ…

ସଂସଦରେ ଦୁର୍ନୀତିଗ୍ରସ୍ତ-ଦେଶଦ୍ରୋହୀ ଆଦି ଶବ୍ଦ ବ୍ୟବହାର ଉପରେ ଲାଗିଲା ରୋକ…

ନୂଆଦିଲ୍ଲୀ,୧୪।୭ : ବର୍ତ୍ତମାନ ଲୋକସଭା ଏବଂ ରାଜ୍ୟସଭାରେ ଗୃହର କାର୍ଯ୍ୟ ସମୟରେ କେତେକ ଶବ୍ଦର ବ୍ୟବହାର କରିବା ଭୁଲ ଏବଂ ସଂସଦୀୟ ବିବେଚନା କରାଯିବ। କେତେକ ତାଲିକାଭୁକ୍ତ ଶବ୍ଦଗୁଡିକୁ ଗୃହ ପ୍ରକ୍ରିୟାରେ ଅନ୍ତର୍ଭୂକ୍ତ କରାଯିବ ନାହିଁ । ଲୋକ ସଭା ସଚିବାଳୟ…

୨୨ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ, ୮ ରାଜ୍ୟ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୪।୭ : ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରଭାବ ହେତୁ ଗତ କିଛି ଦିନ ହେବ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଲଗାତାର ବର୍ଷା ଯୋଗୁ ବିଭିନ୍ନ ନଦୀର ନଦୀର ଜଳ ସ୍ତର ବଢ଼ିବାରେ ଲାଗିଛି। ଏହି କ୍ରମରେ, ଜୁଲାଇ ୧୪…

ସକ୍ରିୟ ମାମଲା ଲକ୍ଷେ ୩୬ ହଜାର ଟପିଲା…

ନୂଆଦିଲ୍ଲୀ, ୧୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?