‘ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେଲା’
ମସ୍କୋ/କିଭ୍,୧୬।୪: ପାଖାପାଖି ଦୁଇମାସ ପୂରିବାକୁ ଯାଉଛି ମସ୍କୋର ୟୁକ୍ରେନ୍ ଆକ୍ରମଣକୁ। ରୁଷୀୟ ସୈନ୍ୟଙ୍କ ଘନଘନ ରକେଟ୍ ମାଡ଼ରେ କିଭ୍ ସମେତ ଅନେକ ସହର ଶ୍ମଶାନ ପାଲଟିବାକୁ ଯାଉଛି। ଏଭଳି ସମୟରେ କୃଷ୍ଣସାଗରରେ ରୁଷଆର ଯୁଦ୍ଧଜାହାଜ ‘ମସ୍କଭା’କୁ ୟୁକ୍ରେନୀୟ ସୈନ୍ୟ କ୍ଷେପଣାସ୍ତ୍ର ମାଡ଼…
କେଶରୀ ମଲ୍ରେ ଅଗ୍ନିକାଣ୍ଡ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀର ମାର୍କେଟ ବିଲ୍ଡିଂରେ ଥିବା କେଶରୀ ମଲ୍ରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡି ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ…
ହାଇଦ୍ରାବାଦକୁ ୧୭୬ ରନ୍ର ବିଜୟ ଲକ୍ଷ୍ୟ
ମୁମ୍ବାଇ,୧୫।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଖେଳ ଜାରି ରହିଛି। ପ୍ରଥମେ ଟସ୍ ଜିତି ହାଇଦ୍ରାବାଦ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ବ୍ୟାଟିଂ ନିମନ୍ତ୍ରଣ ପାଇଥିବା କୋଲକାତା ନିର୍ଦ୍ଧାରିତ ୨୦ ଓଭର…
ଚାଇନାରେ ବେକାବୁ କରୋନା
ବେଜିଂ,୧୫।୪: କରୋନା ମହାମାରୀର ଏନ୍ତୁଡ଼ିଶାଳ କୁହାଯାଉଥିବା ଚାଇନାରେ ଏବେ କୋଭିଡ ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଚାଇନାର ଆର୍ଥିକ ରାଜ୍ୟ କୁହାଯାଉଥିବା ସାଂଘାଇରେ କରୋନା ବେକାବୁ ହେବାରେ ଲାଗିଛି। ଗୁରୁବାର ସାଂଘାଇରେ ୨୭ହଜାରରୁ ଊର୍ଦ୍ଧ୍ୱ ରେକର୍ଡ ସଂଖ୍ୟକ କରୋନା ମାମଲା ଚିହ୍ନଟ…
ଟସ୍ ଜିତିଲା ହାଇଦ୍ରାବାଦ, ବୋଲିଂ ନିଷ୍ପତ୍ତି
ମୁମ୍ବାଇ,୧୫।୪: ଆଇପିଏଲ୍ ୨୦୨୨ର ୨୫ତମ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିଛି କୋଲକାତା ନାଇଟ୍ ରାଇଡର୍ସ। ଶୁକ୍ରବାର ଖେଳାଯାଉଥିବା ଏହି ମ୍ୟାଚ୍ରେ ଟସ୍ ଜିତି ହାଇଦ୍ରାବାଦ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ବ୍ୟାଟିଂ ନିମନ୍ତ୍ରଣ ପାଇ କୋଲକାତା ୪.୨ ଓଭରରେ ୩୧ ରନ୍ରେ…
ବିମାନ ଯାତ୍ରୀଙ୍କ ମୋବାଇଲରେ ଲାଗିଲା ନିଆଁ
ନୂଆଦିଲ୍ଲୀ,୧୫ା୪: ଇଣ୍ଡିଗୋ ବିମାନ ଯାତ୍ରୀଙ୍କ ମୋବାଇଲରେ ନିଆଁ ଲାଗିଯାଇଥିଲା। ଏନେଇ ତୁରନ୍ତ କ୍ରୁ ମେମ୍ବରଙ୍କୁ ସୂଚନା ଦିଆଯାଇଥିଲା। ପରେ କ୍ରୁ ସଦସ୍ୟମାନେ ନିଆଁକୁ ଆୟତ୍ତ କରିଥିଲେ। ଡିଜିସିଏର ବରିଷ୍ଠ ଅଧିକାରୀ କହିଛନ୍ତି, ଏ-୩୨୦ ନିୟୋ ବିମାନ ଭିଟି-ଆଇଜେଭି କିପ୍ ବିମାନ ନମ୍ବର…
ନଓ୍ବାଜ ଫେରିବା ପରେ ଶାହାବାଜ ଛାଡ଼ିବେ କି ପ୍ରଧାନମନ୍ତ୍ରୀ ପଦ
ଇସଲାମାବାଦ,୧୫ା୪: କିଛିଦିନ ଧରି ପାକିସ୍ତାନରେ ଉଠିଥିବା ରାଜନୈତିକ ଝଡ଼ ଶାନ୍ତ ପଡ଼ିଗଲା, କିନ୍ତୁ ଆଗାମୀ ଦିନରେ ଏଠାରେ ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ରାଜନୈତିକ ବିଶେଷଜ୍ଞମାନେ ପାକିସ୍ତାନର ପରିସ୍ଥିତି ଉପରେ ନଜର ରଖିଛନ୍ତି। ଏହି ବିଶେଷଜ୍ଞଙ୍କ ମତରେ ନଓ୍ବାଜ…
ଜୁନ୍ ୩ୟ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଶାନ୍ତ ମହାସାଗରରେ ‘ଲା-ନିନା’ ପ୍ରଭାବ ଥିବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିବ। ଭାରତ ମହାସାଗରରେ ଡାଇପୋଲ ନକାରାତ୍ମକ ସ୍ଥିତି କାରଣରୁ ସମୁଦ୍ର ଉପରିଭାଗ ତାପମାତ୍ରା ବୃଦ୍ଧି ପାଇବ। ଫଳରେ ମୌସୁମୀ ଆଗମନରେ ସୁବିଧା ହେବ।…
ନିଯୁକ୍ତି ସଙ୍କୁଚିତ, ଆଶାୟୀ ହତାଶ
ନୂଆଦିଲ୍ଲୀ,୧୫।୪: ୨୦୨୨ ମାର୍ଚ୍ଚରେ ଭାରତର ଶ୍ରମଶକ୍ତି ୩.୮ ନିୟୁତ ହ୍ରାସ ପାଇଛି। ୨୦୨୧ ଜୁଲାଇ ପରଠୁ ଏହା ହେଉଛି ୮ ମାସ ମଧ୍ୟରେ ସର୍ବନିମ୍ନ। ନିଯୁକ୍ତି କ୍ଷେତ୍ରରେ ପର୍ଯ୍ୟାପ୍ତ ସୁଯୋଗ ନ ମିଳିବା ଭାରତୀୟ ଅର୍ଥନୀତି ପାଇଁ ଅନଟନର ସବୁଠୁ ବଡ଼…
ଦେଶର ଉତ୍ତପ୍ତ ସହର ସୋନପୁର: ପାରଦ ଛୁଇଁଲା ୪୪.୨ ଡିଗ୍ରୀ
ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ତାତିର ପ୍ରକୋପ ଜାରି ରହିଛି। ଏପରି କି ରାଜ୍ୟର ତାପମାତ୍ରା ସମଗ୍ର ଦେଶରେ ରେକର୍ଡ ଭାଙ୍ଗିଛି। ଗୁରୁବାର ସୋନପୁରରେ ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ଏହା ସହିତ ସୋନପୁର କେବଳ…
ଜୁନ୍ ତୃତୀୟ ସପ୍ତାହରେ ମୌସୁମୀ
ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଏହି ଘୋଷଣା ଚାଷୀଙ୍କ ପାଇଁ ଖୁସି ଖବର ଆଣିଛି। ପ୍ରଶାନ୍ତ ମହାସାଗରରେ ଲା-ନିନା ରହୁଥିବାରୁ…
ଚଳିତ ବର୍ଷ ମୌସୁମୀ ରହିବ ସ୍ବାଭାବିକ…
ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ ଠାରୁ କୃଷକମାନଙ୍କ ଆଶ୍ୱସ୍ତ କରିଛି। ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହିତ ସମୟରେ…
Archives


