ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…
ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ରେକର୍ଡ ପରିମାଣର ୧୪.୨ କୋଟି ଟଙ୍କା ଖର୍ଚ୍ଚ କରିଛି। ଏହି ଅଣ-କ୍ୟାପଡ୍ ଖେଳାଳିଙ୍କୁ କିଣିବା…
IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍
ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି ଥରେ ତାଙ୍କର ପୁରୁଣା ଫ୍ରାଞ୍ଚାଇଜ୍ ଦିଲ୍ଲୀ କ୍ୟାପିଟାଲ୍ସ (DC) କିଣିଛି। ଶ’ଙ୍କୁ ତାଙ୍କର ମୂଳ…
ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା
ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଲୋକସେବା ଓ କ୍ରୀଡ଼ା ବିକାଶ ତାଙ୍କର ଦୀର୍ଘମିଆଦୀ ଲକ୍ଷ୍ୟ। ଏକ ସାକ୍ଷାତକାରରେ ଦୂତୀ ତାଙ୍କ…
IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା
ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍ ଲିଗ୍ ଆଇପିଏଲ୍ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ ଆରବ ଏମିରେଟ୍ସର ଆବୁଧାବୀରେ ଆୟୋଜିତ ହେଉଛି। ଏଥିରେ ୩୭୯ ଜଣ ଖେଳାଳିଙ୍କ ଭାଗ୍ୟ ନିର୍ଦ୍ଧାରଣ…
IPL ନିଲାମ: ଧୋନୀଙ୍କ ସ୍ଥାନ ନେବେ ଏହି ୧୯ ବର୍ଷୀୟ ଖେଳାଳି, ୧୪.୨୦ କୋଟିରେ କିଣିଲା ଚେନ୍ନାଇ
ନୂଆଦିଲ୍ଲୀ,୧୬।୧୨: ଚେନ୍ନାଇ ସୁପର କିଙ୍ଗସ୍ (CSK) ୨୦୨୬ IPL ନିଲାମରେ ଭବିଷ୍ୟତ ଉପରେ ନଜର ରଖି ଲଗାତାର ଦୁଇ ଜଣ ଅନ୍କ୍ୟାପ୍ଡ୍ ଖେଳାଳିଙ୍କ ଉପରେ ବଡ଼ ବାଜି ଲଗାଇଛି। ଯୁବ କ୍ରିକେଟର କାର୍ତ୍ତିକ ଶର୍ମାଙ୍କୁ CSK ବିଶାଳ ଅର୍ଥ ୧୪.୨୦ କୋଟି…
IPL ନିଲାମ ୨୦୨୬: ୨୦ ବର୍ଷୀୟ ପ୍ରଶାନ୍ତ ବୀରଙ୍କ ହାଇ ଡିମାଣ୍ଡ, ୧୪.୨୦ କୋଟିରେ କିଣିଲା ଚେନ୍ନାଇ
ନୂଆଦିଲ୍ଲୀ,୧୬।୧୨: IPL ନିଲାମ ଇତିହାସରେ ସବୁଠାରୁ ମହଙ୍ଗା ଅନ୍କ୍ୟାପ୍ଡ୍ ଖେଳାଳି ଭାବେ ଉତ୍ତର ପ୍ରଦେଶର ଯୁବ ତାରକା ପ୍ରଶାନ୍ତ ବୀର ରେକର୍ଡ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗସ୍ (CSK) ଏହି ୨୦ ବର୍ଷୀୟ ଅଲରାଉଣ୍ଡରଙ୍କୁ କିଣିବା ପାଇଁ ୧୪.୨୦ କୋଟି ଟଙ୍କା…
”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା ମାଗିଛନ୍ତି। ସେ କହିଛନ୍ତି ଯେ ୯-୧୦ ମାସ ମଧ୍ୟରେ କୌଣସି ନିର୍ବାଚିତ ସରକାର ପାଇଁ…
ଆଇପିଏଲ୍ ନିଲାମ: ଧୋନୀ ତିଆରି କରିଥିଲେ ଏହି ବୋଲରଙ୍କୁ, ୧୮ କୋଟି ଟଙ୍କାରେ କିଣିଲା କୋଲକାତା
ଆବୁଧାବି,୧୬।୧୨: କୋଲକାତା ନାଇଟ୍ ରାଇଡର୍ସ (KKR) ଚଳିତ IPL ମିନି ନିଲାମରେ ବଡ଼ ଧରଣର ଖର୍ଚ୍ଚ କରିଛି। ଅଷ୍ଟ୍ରେଲିଆର ଅଲରାଉଣ୍ଡର କ୍ୟାମେରନ୍ ଗ୍ରୀନ୍ଙ୍କୁ ୨୫.୨୦ କୋଟି ଟଙ୍କାରେ କିଣିବା ପରେ, ଦଳ ଶ୍ରୀଲଙ୍କାର ପ୍ରତିଭାବାନ ଦ୍ରୁତ ବୋଲର ମାଥିଶା ପାଥିରାନାଙ୍କୁ ୧୮…
IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR
ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ ଗ୍ରୀନ IPL ଇତିହାସର ସବୁଠାରୁ ମହଙ୍ଗା ବିଦେଶୀ ଖେଳାଳି ହୋଇଛନ୍ତି। ଆଗାମୀ ସିଜିନ ପୂର୍ବରୁ…
ଜଗନ୍ନାଥ ଗ୍ରହଣୀୟ
‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ ନେଇ କେତେବେଳେ ଯଦି ଚର୍ଚ୍ଚା ହୋଇଥାଏ ସେକ୍ସପିୟରଙ୍କ ପ୍ରସିଦ୍ଧ ନାଟକ ‘ରୋମିଓ ଆଣ୍ଡ୍ ଜୁଲିଏଟ୍’ରୁ…
୧୭୦ ବିମାନ ଉଡ଼ାଣ ବାତିଲ
ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ ଧୂଅଁା, କୁହୁଡ଼ି ଯୋଗୁ ଅଧିକ ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ…
ବଡ଼ ଧରଣର ବିମାନ ଦୁର୍ଘଟଣା: ଏତିକି ଥିଲେ ଯାତ୍ରୀ, ଜଳିଗଲା…
ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଥିଲା ଏବଂ…

