Home Middle

ମମିତା ମେହର ହତ୍ୟା ମାମଲା: ଜେଲ୍‌ରୁ ବାହାରିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୯ା୭: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ ଶୁକ୍ରବାର ୧୪ ଦିନର ଅନ୍ତରୀଣ ଜାମିନ ମିଳିଥିଲା। ଆଜି ସେ ଜେଲରୁ ମୁକୁଳିଥିବା ବେଳେ…

ଆଫଗାନିସ୍ତାନରେ ପ୍ରବଳ ବନ୍ୟା, ଗୋଟିଏ ପରିବାରର ୮ ମୃତ

କାବୁଲ,୯ା୭: ପ୍ରବଳ ବର୍ଷା ଯୋଗୁ ପୂର୍ବ ଆଫଗାନିସ୍ତାନରେ ବନ୍ୟା ଆସିଛି। ଫଳରେ ଦେଶର ପୂର୍ବ ନୁରିସ୍ତାନ ପ୍ରାନ୍ତରେ ଗୋଟିଏ ପରିବାରର ସମସ୍ତ ସଦସ୍ୟଙ୍କ ସହିତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଶନିବାର ସୂଚନା ମିଳିଛି। ଏକ ରିପୋର୍ଟ ଅନୁଯାୟୀ, ନୁରିସ୍ତାନ ରାଜ୍ୟ…

ଜଗନ ମୋହନ ଓ୍ବାଇଏସ୍‌ଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ନିର୍ବାଚିତ…

ହାଇଦ୍ରାବାଦ୍‌, ୯।୭ : ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ମୋହନ ରେଡ୍ଡୀ ଶନିବାର ଓ୍ବାଇଏସ୍‌ଆର କଂଗ୍ରେସର ଆଜୀବନ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ବର୍ତ୍ତମାନ ସେ ଜୀବନସାରା ଓ୍ବାଇଏସ୍‌ଆର କଂଗ୍ରେସର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ। ଅମରାବତୀରେ ଆୟୋଜିତ ଦଳର ଦୁଇ ଦିନିଆ…

ଧର୍ମନିରପେକ୍ଷତା ଭରି ରହିଛି ଆମ ରକ୍ତରେ, କହିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ, ୯।୭ : ଭାରତକୁ ବିଶ୍ୱର ସବୁଠାରୁ ସହନଶୀଳ ଦେଶ ଭାବେ ବର୍ଣ୍ଣନା କରି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଶନିବାର କହିଛନ୍ତି ଯେ କୌଣସି ସରକାର କିମ୍ବା ଦଳ ଯୋଗୁଁ ଦେଶରେ ଧର୍ମନିରପେକ୍ଷତା ସୁରକ୍ଷିତ ରହିନାହିଁ। ଏହା ଲୋକଙ୍କ ରକ୍ତରେ ଏବଂ…

ରାଷ୍ଟ୍ରପତି ହେଲେ କଶ୍ମୀର ସମସ୍ୟାର ସମାଧାନ କରିବାକୁ କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା କଶ୍ମୀର ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଶନିବାର ଯଶଓ୍ବନ୍ତ ସିହ୍ନା କହିଛନ୍ତି ଯେ ଯଦି ନିର୍ବାଚିତ ହୁଅନ୍ତି ତେବେ ସେ କଶ୍ମୀର ସମସ୍ୟାର ସ୍ଥାୟୀ ସମାଧାନ ଏବଂ ଏହି…

ଅକ୍ଟୋବରରେ ଦରଦାମ୍‌ ବୃଦ୍ଧିରୁ ମିଳିପାରେ ମୁକ୍ତି, ଆରବିଆଇ ଗଭର୍ନରଙ୍କ ସୂଚନା…

ନୂଆଦିଲ୍ଲୀ, ୯।୭ : ଅକ୍ଟୋବର ୨୦୨୨ରୁ ସାଧାରଣ ଲୋକ ଦରଦାମ୍‌ ବୃଦ୍ଧିରୁ ମୁକ୍ତି ପାଇବେ ବୋଲି ଆଶା କରାଯାଉଛି। ଏସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୨-୨୩ ଆର୍ଥିକ…

ପୁଟିନ୍‌ଙ୍କ ଚେତାବନୀ, ବଢ଼ିବ ତୈଳ ଦାମ୍‌…

ମସ୍କୋ, ୯।୭ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସମର୍ଥନ କରୁଛନ୍ତି ଏବଂ ରୁଷିଆ ବିରୋଧରେ ବିଭିନ୍ନ କଟକଣା ଲାଗୁ କରାଯାଇଛି। ଡୋନାବସ ଅଞ୍ଚଳରେ ରୁଷିଆର ଆକ୍ରମଣକୁ ରୋକିବା ପାଇଁ ୟୁକ୍ରେନ ସହଯୋଗୀମାନଙ୍କୁ…

ଫାରୁକ ଅବଦୁଲ୍ଲା-ମେହବୁବା ସବୁଠାରୁ ବଡ ଦେଶଭକ୍ତ, କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସମର୍ଥନ ସଂଗ୍ରହ ପାଇଁ ଶନିବାର ଜମ୍ମୁ-କଶ୍ମୀରରେ ପହଞ୍ଚଛନ୍ତି। ଗଣମାଧ୍ୟମ ସାମ୍ନାରେ ସିହ୍ନା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏବଂ ମେହବୁବା ମୁଫତିଙ୍କୁ ସବୁଠାରୁ ବଡ ଦେଶଭକ୍ତ ବୋଲି…

ପ୍ରତିରକ୍ଷା ରପ୍ତାନୀରେ ଭାରତର ରେକର୍ଡ, ଗୋଟିଏ ବର୍ଷରେ ୧୩ ହଜାର କୋଟି ଛୁଇଁଲା…

ନୂଆଦିଲ୍ଲୀ, ୯।୭ : ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଭାରତର ପ୍ରୟାସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶେଷ କରି ଘରୋଇ ଟେକ୍ନୋଲୋଜିର ବିକାଶ ଏବଂ ଏହାକୁ ବିଶ୍ୱସ୍ତରୀୟ କରିବା ଉଦ୍ୟମ ଅନ୍ତର୍ଗତ ଦେଶର ପ୍ରତିରକ୍ଷା କ୍ଷେତ୍ର କ୍ରମାଗତ ଭାବେ ଅଗ୍ରଗତି କରୁଛି।…

ଲକ୍ଷେ ୨୫ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଘର ଛାଡ଼ି ପଳାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୯।୮: ଶ୍ରୀଲଙ୍କାରେ ଜାରି ରହିଥିବା ଆର୍ଥିକ ସଙ୍କଟ ମଧ୍ୟରେ ପ୍ରଦର୍ଶନକାରୀ ଶନିବାର କଲମ୍ବୋ ସ୍ଥିତ ରାଷ୍ଟ୍ରପତିଙ୍କ ବାସଭବନକୁ ଘେରାଓ କରିଛନ୍ତି। ଏହାପରେ ରାଷ୍ଟ୍ରପତି ରାଜପାକ୍ସେ ରାଜଭବନରୁ ବାହାରି ଘର ଛାଡ଼ି ପଳାଇଛନ୍ତି। ଶନିବାର ସେନାପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାପୂର୍ବରୁ ମେ’୧୧ରେ…

ମୁଖ୍ୟମନ୍ତ୍ରୀ ଆସନ ପରେ ଏବେ ଦଳ ହରାଇବା ଭୟ ଘାରିଲାଣି ଉଦ୍ଧବଙ୍କୁ

ମୁମ୍ବାଇ,୯ ।୭: ମହାରାଷ୍ଟ୍ରରେ ଶିବସେନା ସହ ମନୋମାଳିନ୍ୟ ହୋଇ ଏକନାଥ ଶିନ୍ଦେ ସରକାର ଗଠନ ତ କରିନେଲେ । ହେଲେ ଏବେ ନିର୍ବାଚନ ଚିହ୍ନକୁ ନେଇ ଉଦ୍ଧବ ଠାକରେ ଓ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଗଲା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?