Home Middle

ପୁଣିଥରେ ଜମ୍ମୁ-କଶ୍ମୀରରେ ବାଦଲ ଫଟା ବର୍ଷା, କାଦୁଅ ପାଣିରେ ବୋହିଗଲା ଅନେକ ଗାଡି

ନୂଆଦିଲ୍ଲୀ,୯ ।୭: ଜମ୍ମୁ-କଶ୍ମୀରର ଅମରନାଥ ଗୁମ୍ଫା ନିକଟରେ ଶୁକ୍ରବାର ସନନ୍ଧ୍ୟାରେ ହୋଇଥିବା ବାଦଲ ଫଟା ବର୍ଷାରେ ଅତିକମରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୪୦ ଜଣ ନିଖୋଜ ଥିବା କୁହାଯାଉଛି । ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା…

ଲାଲ କିଲା, ରାଷ୍ଟ୍ରପତି ଭବନ, ସଂସଦ ଭବନରେ ଜାତୀୟ ପତାକା ହେଲା ଅର୍ଦ୍ଧନମିତ

ନୂଆଦିଲ୍ଲୀ,୯ ।୭: ଜାପାନର ପୂର୍ବତନ ରାଷ୍ଟ୍ରପତି ଶିଞ୍ଜୋ ଆବେଙ୍କ ପରଲୋକକୁ ନେଇ ଭାରତରେ ଗୋଟିଏ ଦିନ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ତେଣୁ ଶନିବାର ସକାଳୁ ଲାଲ କିଲା, ରାଷ୍ଟ୍ରପତି ଭବନ ଓ ସଂସଦ ଭବନରେ ଜାତୀୟ ପତାକାକୁ ଅର୍ଦ୍ଧ…

ଆଜି ବାହୁଡ଼ା

ପୁରୀ ଅଫିସ,୯।୭: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସରିବା ପରେ ଶନିବାର ଚତୁର୍ଦ୍ଧାମୂର୍ତ୍ତି ବାହୁଡ଼ିବେ। ଏଥିପାଇଁ ରଥ-ପଥ ସବୁ ପ୍ରସ୍ତୁତ। ତିନିରଥ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାର ସମ୍ମୁଖରେ ଦଣ୍ଡାୟମାନ। ଗୋଟିଏ ପଟେ ବୈଷୟିକ ଟିମ୍‌…

ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା: ୫ ତୀର୍ଥଯାତ୍ରୀ ମୃତ, ଅନେକ ନିଖୋଜ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ନିକଟରେ ଶୁକ୍ରବାର ବାଦଲ ଫଟା ବର୍ଷା ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ତୀର୍ଥଯାତ୍ରୀ ନିଖୋଜ ଥିବା ଜଣାପଡ଼ିଛି। ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌ ଏବଂ ଆଇଟିବିପିର ଟିମ୍‌ ରିଲିଫ୍‌ ଏବଂ…

ମୁଖ୍ୟମନ୍ତ୍ରୀରୁ ପରିଚୟ, ପ୍ରଧାନମନ୍ତ୍ରୀ ପରେ ଗଭୀର ହେଲା ବନ୍ଧୁତ୍ୱ

ନୂଆଦିଲ୍ଲୀ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ରିୟମାଣ ହୋଇ ଟୁଇଟ କରିିଛନ୍ତି। ସେ କହିଛନ୍ତି, ସିଞ୍ଜୋ ଆବେ ମୋର ଜଣେ ପ୍ରିୟ ବନ୍ଧୁ ଥିଲେ ତାଙ୍କ ଦେହାନ୍ତ ମୋତେ…

ସିଞ୍ଜୋ ଆବେଙ୍କ ବିୟୋଗରେ ଏକ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ନାରା ସହରରେ ଏକ ନିର୍ବାଚନୀ ପ୍ରଚାର ସଭାରେ ଉଦ୍‌ବୋଧନ ଦେଉଥିବା ବେଳେ ଗୁଳି କରାଯାଇଥିଲା। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଆବେଙ୍କ ବିୟୋଗରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ଆରମ୍ଭ କରି…

ପରଲୋକରେ ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ

ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ନାରା ସହରରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ। ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କୁ ବଞ୍ଚାଇବା ସମ୍ଭବପର…

ନବୀନଙ୍କୁ ଭାଇ କହିଲେ ଦ୍ରୌପଦୀ

ଭୁବନେଶ୍ୱର,୮ା୭: ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସକାଳେ ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଆସିଥିଲେ। ଏଠାରେ ପହଞ୍ଚିବା ପରେ ସିଧା ଅତିଥି ଭବନ ଯାଇଥିଲେ। ସେଠାରୁ ପୁଣି ବିଧାନସଭା ଆସିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ…

ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର

ବାରିପଦା ଅଫିସ,୮ା୭: ମୟୂରଭଞ୍ଜ ଜିଲା ରରୁଆଁ ତହସିଲଦାର ସତ୍ୟ ସୁନ୍ଦର ରାଉତ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏକ ଘରବାଡ଼ି ପଟ୍ଟା କରାଇ ଦେବା ବାବଦରେ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି…

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ମାନସ, ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ମାନସ ମଙ୍ଗରାଜ ଓ ସୁଲତା ଦେଓ। ନବ ନିର୍ବାଚିତ ଏମ୍‌ପି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ନିଜ ନିଜ ପରିବାର ସହିତ ୨ ଏମ୍‌ପି ଶପଥ ଗ୍ରହଣ ଉତ୍ସବରେ…

ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ଦିଲ୍ଲୀରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଦ୍ରୌପଦୀଙ୍କୁ ସ୍ବାଗତ ପାଇଁ ବିମାନବନ୍ଦରଠାରେ ଭବ୍ୟ ଆୟୋଜନ କରାଯାଇଛି। ଏହା ପରେ ବିଧାନସଭାରେ ବିଜେଡ଼ି ବିଧାୟକ ଏବଂ ଏମ୍‌ପିଙ୍କ ଦ୍ରୌପଦୀଙ୍କୁ…

ସିଞ୍ଜୋ ଆବେଙ୍କୁ ଗୁଳିମାଡ଼

ଟୋକିଓ,୮ା୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। ଜାପାନର ନାରା ସହରରେ ତାଙ୍କୁ ଏହି ଗୁଳିମାଡ଼ ହୋଇଛି। ସେ ଏକ ମଞ୍ଚରେ ଭାଷଣ ଦେଉଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଜାପାନର ସ୍ଥାନୀୟ ସମୟ ଅନୁସାରେ ସିଞ୍ଜୋଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?