Home Middle

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…

ଘୁଞ୍ଚିଲା OTET ପେପର-୨ ପରୀକ୍ଷା ସମୟ; ଜାଣନ୍ତୁ ନୂଆ ସମୟସୂଚୀ

ନୂଆଦିଲ୍ଲୀ,୧୫ା୧୨: ଆସନ୍ତା ଡିସେମ୍ବର ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, OTETର ପେପର-୨ ପରୀକ୍ଷା ସମୟରେ…

ଭୁବନେଶ୍ୱରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କ ଆଗରେ ନାବାଳିକାଙ୍କୁ ଗଣବଳାତ୍କାର, ଭିଡିଓ ରେକର୍ଡ କରି…

ଭୁବନେଶ୍ୱର,୧୫ା୧୨: ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାକୁ ତାଙ୍କ ପୁରୁଷ ବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୧୦ ତାରିଖରେ ଧଉଳି ଅଞ୍ଚଳର ଦୟା ନଦୀକୂଳରେ ଘଟିଥିବା ଜଣାପଡ଼ିଛି। ପୋଲିସ ସୋମବାର ଏହି ଘଟଣାରେ ସମ୍ପୃକ୍ତ ଦୁଇଜଣଙ୍କୁ…

ଡାକ୍ତରଙ୍କ ମୁହଁରୁ ହିଜାବ ଟାଣିଦେଲେ ନୀତୀଶ କୁମାର, ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଲା ବିରୋଧୀ

ନୂଆଦିଲ୍ଲୀ,୧୫।୧୨: ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କିଛି ସପ୍ତାହ ପରେ, ନୀତୀଶ କୁମାର ଏକ ସରକାରୀ କାର୍ଯ୍ୟକ୍ରମରେ ଜଣେ ମହିଳା ଡାକ୍ତରଙ୍କ ମୁହଁରୁ ହିଜାବ ଟାଣି ଦେବା ଘଟଣାକୁ ନେଇ ତୀବ୍ର ବିବାଦ ସୃଷ୍ଟି ହୋଇଛି।…

ଦୋକାନ ଆଗରୁ ବାଇକ୍‌ ଚୋରିକରି ଛାଡ଼ିଥିଲେ ଗାଁ, ଫେରିବା ଜାଣି…

ଦିଗପହଣ୍ଡି,୧୫୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଏଏସଆଇ ସି. ତାରକେଶ୍ୱର ରାଓ ଲାଲମେଣ୍ଟା ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଭଗବାନ ପ୍ରଧାନଙ୍କୁ ବାଇକ ଚୋରି ମାମଲାରେ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା କେସ ନଂ.୧୨୯/୨୪ ଅନୁଯାୟୀ…

ବିହାର ନିର୍ବାଚନ ପରେ ପୁଣି ଏକାଠି ହେଲେ ପ୍ରିୟଙ୍କା ଗାନ୍ଧୀ, ପ୍ରଶାନ୍ତ କିଶୋର! ହେଲା ଦୀର୍ଘ ସମୟ ଆଲୋଚନା

ନୂଆଦିଲ୍ଲୀ,୧୫।୧୨: ବିହାର ବିଧାନସଭା ନିର୍ବାଚନରେ କଂଗ୍ରେସ ଏବଂ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ନୂଆ ଦଳ ‘ଜନ ସୁରାଜ’ର ଶୋଚନୀୟ ପରାଜୟ ପରେ ଏବେ ଏକ ବଡ଼ ରାଜନୈତିକ ଖବର ସାମ୍ନାକୁ ଆସିଛି। ସୂତ୍ରରୁ ମିଳିଥିବା ଖବର ଅନୁସାରେ, ଗତ ସପ୍ତାହରେ…

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫିର ଅତିକମରେ ଦୁଇଟି ଦିନିକିଆ ମ୍ୟାଚ୍ ଖେଳିବାକୁ…

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ ପ୍ରଣୟନ କରିବାକୁ ଯାଉଛନ୍ତି। ‘ବିକଶିତ ଭାରତ ନିଯୁକ୍ତି ଏବଂ ଜୀବିକା ମିଶନ (ଗ୍ରାମୀଣ) ପାଇଁ…

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି । ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ…

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨: ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଥିବା ନେଇ ଦଳ ପକ୍ଷରୁ କୁହାଯାଇଛି । ଏହାରି ଭିତରେ ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା…

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି ବନ୍ଧୁକଧାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ…

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?