Home Middle

ଟାର୍ଗେଟରେ ପୁଟିନ୍‌ଙ୍କ ପରିବାର

ଓ୍ବାଶିଂଟନ୍‌, ୭ା୪: ୟୁକ୍ରେନ୍‌ରେ ଯୁଦ୍ଧ ଅପରାଧ ଏବଂ ବୁଚା ଗଣହତ୍ୟା ପାଇଁ ରୁଷିଆକୁ ଦାୟୀ କରି ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଦୁଇ ଝିଅ ଓ ରୁଷୀୟ ବ୍ୟାଙ୍କଗୁଡ଼ିକ ଉପରେ ଆମେରିକା କଟକଣା ସହ ଜରିମାନା ଲଗାଇଛି। ରୁଷିଆର ଦୁଇ ପ୍ରମୁଖ ବ୍ୟାଙ୍କ…

କାଶୀରେ ଗୋଟେ, ଲିଙ୍ଗରାଜ ପାଇଁ ଆଉ ଗୋଟେ

ଭୁବନେଶ୍ୱର,୭ା୪(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଭଳି ସ୍ବତନ୍ତ୍ର ଆଇନ ଆଣିବା ସକାଶେ ରାଜ୍ୟ ସରକାର ୨୦୨୦ରେ ଅଧ୍ୟାଦେଶ ଆଣିଛନ୍ତି। ତେବେ ଏହା ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରୋକ…

ୟୁକ୍ରେନ୍‌ ଫେରନ୍ତା ପିଲାଙ୍କ କ୍ରୋକ୍‌ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୭।୪: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ଭାରତ ଦୃଢ଼ ବିରୋଧ କରୁଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବୁଧବାର ପାର୍ଲାମେଣ୍ଟରେ କହିଛନ୍ତି। ନୂଆଦିଲ୍ଲୀ ଶାନ୍ତି ପକ୍ଷ ନେବା ସହ ତୁରନ୍ତ ହିଂସା ବନ୍ଦ ହେବା ଚାହେଁ। ରକ୍ତପାତ ଏବଂ ନିରୀହ ଲୋକଙ୍କ ଜୀବନ ନେବା…

ଅନାସ୍ଥା ପଛରେ ଆମେରିକାର ଷଡ଼ଯନ୍ତ୍ର ନାହିଁ

ଇସ୍‌ଲାମାବାଦ, ୭ା୪: ପିଟିଆଇ ଅଧ୍ୟକ୍ଷ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ପଛରେ ଆମେରିକାର ହାତ ନାହିଁ ବୋଲି ଅଧିକାଂଶ ପାକିସ୍ତାନୀ ନାଗରିକଙ୍କ ମତ। ଏ ନେଇ ଗ୍ୟାଲ୍‌ଅପ୍‌ ପାକିସ୍ତାନ ସର୍ଭେ ପକ୍ଷରୁ ହୋଇଥିବା ସର୍ବେକ୍ଷଣ ରିପୋର୍ଟରୁ ଜଣାପଡ଼ିଛି। ସର୍ଭେ…

ମୁମ୍ବାଇରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଏକ୍ସଇ’ର ରିପୋର୍ଟକୁ ଖଣ୍ଡନ କଲା କେନ୍ଦ୍ର

ନୂଆଦିଲ୍ଲୀ,୭ ।୪: ପୁଣି ଡରାଇଲାଣି କରୋନା ମହମାରୀ । ମୁମ୍ବାଇରେ କରୋନାର ନୂଆ ଭାରିଏଣ୍ଟ ‘ଏକ୍ସଇ’ ଚିହ୍ନଟ ହେବା ନେଇ ଜଣାପଡିବା ପର ଲୋକଙ୍କ ମଧ୍ୟରେ ଭୟ ଖେଳିଯାଇଛି । ଓମିକ୍ରନର ଏହା ସବ ଭାରିଏଣ୍ଟ ହୋଇଥିବା ବେଳେ ଏହା ଓମିକ୍ରନ୍…

ସରକାର ଯୋଜନା, ଆର୍ଥିକ ପ୍ରଭାବକୁ ଧ୍ୟାନ ଦେବା ଉଚିତ୍‌: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬ା୪: ବୁଧବାର ଏକ ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦେଇଥିବା ଟିପ୍ପଣୀରେ କେନ୍ଦ୍ରକୁ କହିଛନ୍ତି, ଯୋଜନା ଏବଂ ଆଇନ ଆଣିବାବେଳେ ସରକାର ଏହାର ଆର୍ଥିକ ପ୍ରଭାବକୁ ମଧ୍ୟ ଧ୍ୟାନ ଦେବା ଉଚିତ୍‌। ରାଇଟ ଟୁ ଏଜୁକେଶନ ଆକ୍ଟର ଉଦାହରଣ ଦେଇ କୋର୍ଟ…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୭ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼କ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଭାରତରେ ପ୍ରବେଶ କଲା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’

ମୁମ୍ବାଇ,୬।୪: କରୋନା ଭୂତାଣୁ ‘ଏକ୍ସଇ’ ର ନୂଆ ଭାରିଆଣ୍ଟ ଭାରତରେ ମଧ୍ୟ ପ୍ରବେଶ କରିଛି। ଏହାର ସଂକ୍ରମଣର ପ୍ରଥମ ସଂକ୍ରମିତ ବୁଧବାର ମୁମ୍ବାଇରେ ଚିହ୍ନଟ ହୋଇଛି। ଏଠାରେ ସମୁଦାୟ ୩୭୬ ନମୁନା ନିଆଯାଇଥିଲା। ଏଥିରେ ଜଣେ ରୋଗୀଙ୍କଠାରେ କରୋନାର ‘ଏକ୍ସଇ’ ଭାରିଆଣ୍ଟରେ…

କୋର୍ଟ ଚାଲାଣ ହେଲେ ରୋଷଘର ଭାଙ୍ଗିଥିବା ଅଭିଯୁକ୍ତ

ପୁରୀ ଅଫିସ,୬ା୪: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଗନ ମହାପାତ୍ରଙ୍କୁ ଶ୍ରୀମନ୍ଦିର ରୋଷଘର ଭାଙ୍ଗିବା ଅଭିଯୋଗରେ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ଜଗନ ପୁରୀ ବୁଲିବାକୁ ଯାଇଥିଲେ। ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପଶିଥିଲେ। ଶ୍ରୀମନ୍ଦିରରେ ବୁଲୁଥିବା ବେଳେ ସେ…

ଚତୁର୍ଥ ଦିନରେ ବି ଶୁଣାଣି ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ଇସଲାମାବାଦ,୬ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ଖାରଜ କରିବା ଏବଂ ସଂସଦ ଭଙ୍ଗକୁ ନେଇ ପାକିସ୍ତାନର ସୁପ୍ରିମକୋର୍ଟ ବୁଧବାର ଶୁଣାଣି କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ପ୍ରଧାନ ବିଚାରପତି ଉମର ଅତା ବନ୍ଦିଆଲ ଜାତୀୟ ସୁରକ୍ଷା କମିଟିର…

ବିଦେଶରେ ପାଳନ ହେବ ହିନ୍ଦୁ ନବବର୍ଷ: ରାଜ୍ୟପାଳ

ଓ୍ବାଶିଂଟନ,୬ା୪: ଆମେରିକାରେ ବହୁ ସଂଖ୍ୟାରେ ବାସ କରୁଥିବା ହିନ୍ଦୁମାନଙ୍କର ପ୍ରାଧାନ୍ୟତା ଧୀରେ ଧୀରେ ବୃଦ୍ଧି ପାଉଛି। ଆମେରିକାର ଜର୍ଜିଆ ରାଜ୍ୟପାଳ ବ୍ରିୟାନ କେମ୍ପ୍‌ ଏପ୍ରିଲ ୨କୁ ହିନ୍ଦୁ ନୂତନ ବର୍ଷ ଭାବରେ ମାନ୍ୟତା ଦେଇଛନ୍ତି। ଜର୍ଜିଆରେ ସ୍ଥିର ହୋଇଥିବା ବୃହତ ହିନ୍ଦୁମାନଙ୍କୁ…

ରକ୍ତପାତ ପରେ ବି ସମାଧାନ ନାହିଁ, ଲୋକ ସଭାରେ ଜୟଶଙ୍କରଙ୍କ ଉତ୍ତର…

ନୂଆଦିଲ୍ଲୀ, ୬।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ନେଇ ବହିର୍ବ୍ୟାପାରମନ୍ତ୍ରୀ ଏସ୍‌.ଜୟଶଙ୍କର ବୁଧବାର ଲୋକ ସଭାରେ ଉତ୍ତର ରଖିଛନ୍ତି। ସେ କହିଛନ୍ତି ଯେ, ଭାରତ ୟୁକ୍ରେନ୍‌ରେ ଜାରି ରହିଥିବା ଯୁଦ୍ଧକୁ ବିରୋଧ କରୁଛି। ଏଠାରେ ରକ୍ତପାତ ପରେ ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri