Home Middle

ଚୌକି ତଳେ ଭୂକମ୍ପ

ଇସ୍‌ଲାମାବାଦ,୪ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ଉପବାଚସ୍ପତି କାସିମ ଶାହ ସୁରି ରବିବାର ବିରୋଧୀଙ୍କ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସମ୍ବିଧାନ ଅନୁଚ୍ଛେଦ ୫ର ଉଲ୍ଲଂଘନ କହି ଖାରଜ କରିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅନାସ୍ଥା ପ୍ରସ୍ତାବକୁ କେବଳ ଏଡ଼ାଇବାରେ ସଫଳ ହୋଇଛନ୍ତି…

ଉପା ଅଧ୍ୟକ୍ଷତା ଚର୍ଚ୍ଚାକୁ ପାଓ୍ବାରଙ୍କ ଖଣ୍ଡନ

ପୁଣେ,୪।୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା)ର ଅଧ୍ୟକ୍ଷ ହୋଇପାରନ୍ତି ବୋଲି କିଛିଦିନ ହେଲା ଚର୍ଚ୍ଚା ହେଉଥିଲା। ଏପରିକି ଏନ୍‌ସିପି ଯୁବ ସଂଗଠନରେ ଏନେଇ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ପାଓ୍ବାର…

ଚଣ୍ଡିଗଡ଼କୁ ନେଇ ପଞ୍ଜାବ, ହରିୟାଣା ମୁହଁ।ମୁହିଁ

ଚଣ୍ଡିଗଡ଼,୪।୪: ରାଜ୍ୟ ରାଜଧାନୀ ଚଣ୍ଡିଗଡ଼କୁ ନେଇ ପଞ୍ଜାବ ଏବଂ ହରିୟାଣା ସରକାର ଏବେ ମୁହଁ।ମୁହିଁ ହୋଇଛନ୍ତି। ଚଣ୍ଡିଗଡ଼କୁ ପଞ୍ଜାବକୁ ହସ୍ତାନ୍ତର କରାଯାଉ ଦାବି କରି ସେଠାର ଆମ୍‌ ଆଦ୍‌ମୀ ପାର୍ଟି ସରକାର ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇଥିଲେ। ଏହା ପରେ ହରିୟାଣାର…

ବସ୍‌ ଭଡ଼ା କଷଣରେ ଯାତ୍ରୀ ହଇରାଣ

ଭୁବନେଶ୍ୱର,୪ା୪(ବ୍ୟୁରୋ): କିଛିଦିନ ହେବ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଛି। ଓଡ଼ିଶାରେ ଗତ ୧୩ ଦିନରେ ତୈଳ ଦର ପ୍ରାୟ ସାଢ଼େ ୮ ଟଙ୍କା ବୃଦ୍ଧି ହୋଇଛି। ଡିଜେଲ ଦର ବୃଦ୍ଧିକୁ ଦେଖି ରାଜ୍ୟ ସରକାର ମାର୍ଚ୍ଚ ୩୧ରେ ବସ୍‌ ଭଡ଼ା…

୬ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୪।୪(ବ୍ୟୁରୋ): ଆସୁଛି ଆଉଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ…

ଆନ୍ଧ୍ରର ନୂଆ ଜିଲାରେ କୋଟିଆ

ପଟ୍ଟାଙ୍ଗୀ,୪ା୪(ଡି.ଏନ୍‌.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶର ୧୩ ଜିଲାକୁ ଭାଗ କରାଯାଇ ୨୬ ଜିଲା ଗଠନ କରାଯାଇଛି। ତେବେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନବଗଠିତ ‘ପାର୍ବତୀପୁରମ୍‌ ମାନ୍ୟମ୍‌’ ଜିଲାରେ ରଖାଯାଇଛି। କୋଟିଆକୁ ନେଇ ଦୁଇ ରାଜ୍ୟରେ ମଧ୍ୟରେ ସୀମା ବିବାଦ ଦୀର୍ଘବର୍ଷ ଧରି…

ପୁଣି ରିମାଣ୍ଡରେ ଯିବେ ଶର୍ମିଷ୍ଠା, ଝୁନା

ଭୁବନେଶ୍ୱର,୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ୩ଦିନିଆ ରିମାଣ୍ଡ ଅନୁମତି ମିଳିଛି। ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ଏହି ଅନୁମତି ପ୍ରଦାନ କରିଛନ୍ତି। ୫ ଦିନିଆ ରିମାଣ୍ଡ ନେଇ ଆବେଦନ କରାଯାଇଥିବା ବେଳେ ୩ଦିନିଆ ରିମାଣ୍ଡ ନେଇ କୋର୍ଟ ଅନୁମତି…

କ୍ୟାପଟେନ୍‌ଙ୍କ ପ୍ଲାନ୍‌ ବି,ସଂସଦ ଭଙ୍ଗ-୯୦ ଦିନ ମଧ୍ୟରେ ନିର୍ବାଚନ…

ଇସଲାମାବାଦ, ୩।୪ : ପାକିସ୍ତାନରେ କ୍ୟାପଟେନ୍‌ଙ୍କ ପ୍ଲାନ୍‌ ବି କାମ ଦେଇଛି। ଫଳରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ବିରୋଧରେ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବ କାଟ୍‌ ଖାଇଛି। ଏହା ଦ୍ୱାରା ବିରୋଧୀ ଶିବିରରେ ନିରାଶ ଖେଳିଯାଇଛି। ସମ୍ବିଧାନର ଧାରା ୫୮ ଅନ୍ତର୍ଗତ ଇମ୍ରାନ୍‌…

ଚାଇନାରେ କରୋନା ସଙ୍କଟ, ଛୋଟପିଲାଙ୍କ ଉପରେ ଅଧିକ ବିପଦ…

ବେଜିଂ, ୩।୪ : ପୁଣି ଥରେ ଚାଇନାରେ କରୋନା ସଂକ୍ରମଣର ଏକ ନୂଆ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଶାଙ୍ଘାଇ ସମେତ ଦେଶର ବହୁ ବଡ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୁହାଯାଉଛି ଯେ ଏହି ନୂଆ ଲହର ଚାଇନାର…

ଇମ୍ରାନଙ୍କ ଅନାସ୍ଥା ପ୍ରସ୍ତାବ ଖାରଜ

ଇସଲାମାବାଦ,୩ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ଏହାକୁ ଖାରଜ କରିଛନ୍ତି ଉପବାଚସ୍ପତି କାଶୀବ ଖାନ୍‌। ଅନାସ୍ଥା ପ୍ରସ୍ତାବକୁ ଅସାମ୍ବାଧାନିକ ବୋଲି କହିଛନ୍ତି ଉପବାଚସ୍ପତି। ବିଦେଶୀ ଷଡ଼ଯନ୍ତ୍ର ଦର୍ଶାଇ ଏହାକୁ ସେ ଖାରଜ କରିଦେଇଛନ୍ତି।…

ଯୁଦ୍ଧର ପ୍ରଭାବ, ୧୦୦ କମ୍ପାନୀର ୩.୪୦ ଲକ୍ଷ କୋଟି ଚୁକ୍ତି ବାତିଲ…

ଓ୍ବାଶିଂଟନ/ମସ୍କୋ/କ୍ୱିଭ୍‌, ୩।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ପୃଥିବୀର ବହୁ କମ୍ପାନୀ କ୍ଷତି ସହିଛନ୍ତି। ବିଶ companies ର କମ୍ପାନୀଗୁଡିକ ମଧ୍ୟ କ୍ଷତି ସହିଛନ୍ତି। ଯୁଦ୍ଧର ପ୍ରଭାବ ଯୋଗୁ ପୃଥିବୀର ପ୍ରାୟ ୧୦୦ କମ୍ପାନୀ ୩.୪୦ ଲକ୍ଷ କୋଟିରୁ (୪୫ ବିଲିୟନ…

ଭାରତର ବଡ଼ ବୋମା, ନିମିଷିକରେ ଉଡ଼ାଇଦେବ ପାକିସ୍ତାନ ଏୟାରପୋର୍ଟ

ଭୋପାଳ,୩ା୪: ଦେଶର ଶକ୍ତି ବଢ଼ାଇବା ପାଇଁ ମଧ୍ୟପ୍ରଦେଶର ଜବଲପୁରର ଖମରିଆ ଅର୍ଡିନାନ୍ସ କାରଖାନା (OFK) ୫୦୦ କିଲୋଗ୍ରାମ ଅର୍ଥାତ ଅଧ କୁଇଣ୍ଟାଲ ଓଜନର ଜିପି ବୋମା (ଜେନେରାଲ ପର୍‌ପୋଜ୍‌ ବମ୍‌) ତିଆରି କରିଛି। ଏହି ବୋମା ଏତେ ଶକ୍ତିଶାଳୀ ଯେ, ଆକାଶରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri