ମାସେ ମଧ୍ୟରେ ୧୪.୨୬ ଲକ୍ଷ ଭାରତୀୟ ହ୍ବାଟସ୍ଆପ୍ ଆକାଉଣ୍ଟ୍ ବନ୍ଦ…
ନୂଆଦିଲ୍ଲୀ, ୩।୪ : ମେସେଜିଂ ପ୍ଲାଟଫର୍ମ ହ୍ବାଟସ୍ଆପ ପକ୍ଷରୁ ପ୍ରକାଶିତ ଏକ ମାସିକ ରିପୋର୍ଟ ଅନୁଯାୟୀ, ଫେବୃଆରୀରେ ହ୍ବାଟସ୍ଆପ ୧୪.୨୬ ଲକ୍ଷ ଭାରତୀୟ ଆକାଉଣ୍ଟକୁ ବନ୍ଦ କରିଛି। ଏସବୁ ଅକାଉଣ୍ଟ୍ଗୁଡ଼ିକ ବିରୋଧରେ ଅଭିଯୋଗ ଅଣାଯାଇଥିଲା। ଫେବୃଆରୀ ୧ ରୁ ଫେବୃଆରୀ ୨୮…
ମଶା ମାରିବେ ମଶାଙ୍କୁ, ଶହେ କୋଟି ମଶା ଛାଡ଼ିଲା ଆମେରିକା…
ଓ୍ବାଶିଂଟନ, ୩।୪ : କଥାରେ ଅଛି ଲୁହା ଲୁହାକୁ କାଟେ। ଏହି ମର୍ମରେ ଏବେ ଆମେରିକା ମଶାଙ୍କୁ ମାରିବା ପାଇଁ ମଶା ଛାଡ଼ିଛି। ବିଗତ କିଛି ବର୍ଷ ମଧ୍ୟରେ ଆମେରିକାରେ ମଶା ଜନିତ ରୋଗ ଯଥେଷ୍ଟ ବୃଦ୍ଧି ପାଇଛି। ତେଣୁ ବର୍ତ୍ତମାନ…
ଶ୍ରୀଲଙ୍କାରେ ସୋସିଆଲ ମିଡିଆ ବନ୍ଦ
କଲମ୍ବୋ,୩ା୪: ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ମଧ୍ୟରାତ୍ରିରୁ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଫେସବୁକ୍, ଟୁଇଟର, ହ୍ବାଟ୍ସଆପ୍, ୟୁଟ୍ୟୁବ୍, ସ୍ନାପ୍ଚାଟ୍, ଟିକ୍ଟକ୍ ଏବଂ ଇନ୍ଷ୍ଟାଗ୍ରାମ ସହିତ ଆହୁରି ଅନେକ ସୋସିଆଲ ମିଡିଆ ପ୍ଲାଟଫର୍ମ ପ୍ରଭାବିତ ହୋଇଛି। ଡିଜେଲ-ପେଟ୍ରୋଲରୁ ଖାଦ୍ୟ ସାମଗ୍ରୀର ଅଭାବ…
ଶ୍ରୀଲଙ୍କାକୁ ଭାରତ ଦେଇସାରିଲାଣି ୨୫୦ କୋଟିର ଆର୍ଥିକ ସହାୟତା
କଲମ୍ବୋ,୩ା୪: ଆଜିକାଲି ଶ୍ରୀଲଙ୍କା ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସାହାଯ୍ୟ ପାଇଁ ଭାରତକୁ ଅନୁରୋଧ କରିଥିଲା। ଏହି କ୍ରମରେ ଶ୍ରୀଲଙ୍କାରେ ଭାରତର ହାଇ କମିଶନର ଗୋପାଳ ବାଗ୍ଲେ ରବିବାର କହିଛନ୍ତି, ଶ୍ରୀଲଙ୍କାର ଅନୁରୋଧକୁ ଭାରତ ତୁରନ୍ତ କାର୍ଯ୍ୟକାରୀ କରିଛି।…
ବିବାହ ପ୍ରତି ଚାଇନା ଯୁବବର୍ଗଙ୍କ ମୋହଭଙ୍ଗ…
ବେଜିଂ, ୩।୪ : ଚାଇନାରେ ଏବେ ବିବାହ କରିବାକୁ ଯୁବବର୍ଗ ଅମଙ୍ଗ ହେବାରେ ଲାଗିଛନ୍ତି। ବିବାହ ପ୍ରତି ସେମାନଙ୍କର ମୋହ ଭଙ୍ଗ ହୋଇଛି। ଫଳରେ ବାର୍ଷିକ ବିବାହ ସଂଖ୍ୟା ୩୬ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଯାହା ସଙ୍କଟ ସୃଷ୍ଟି ହୋଇଛି।…
ସିଓଲ୍କୁ ଧ୍ୱଂସ କରିଦେବି, କିମ୍ଙ୍କ ଧମକ…
ପୋଙ୍ଗାଙ୍ଗ୍, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି। ଏଥି ସହିତ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ଚେତାବନୀ ଦେଇଛନ୍ତି…
ଯୁଦ୍ଧର ଛାତିଥରା ଦୃଶ୍ୟ,ବୁଚା ସହରରେ ଗୋଟିଏ କବରରେ ୩୦୦ରୁ ଅଧିକ ମୃତଦେହ…
କ୍ୱିଭ୍, ୩।୪ : ୟୁକ୍ରେନ ରାଜଧାନୀ କ୍ୱିଭ୍ ନିକଟରେ ଅବସ୍ଥିତ ବୁଚା ସହରରୁ ଯୁଦ୍ଧର ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଗୋଟିଏ କବରରୁ ୩୦୦ରୁ ଅଧିକ ଲୋକଙ୍କ ମୃତଦେହ ମିଳିଛି। ଏହା ବ୍ୟତୀତ ବହୁ ଲୋକଙ୍କ ମୃତଦେହ ରାସ୍ତାରେ…
ଦୈନିକ ସଂକ୍ରମଣ ତଳମୁହାଁ…
ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୧ ରେ ପହଞ୍ଚିଛି।…
ମେ ୯ ସୁଦ୍ଧା ଡୋନାବାସକୁ ଦଖଲ କରିବାକୁ ଚାହାଁନ୍ତି ପୁଟିନ୍, ଆମେରିକା ଗୁପ୍ତଚର ସଂସ୍ଥାର ପର୍ଦ୍ଦାଫାଶ୍…
ଓ୍ବାଶିଂଟନ/ମସ୍କୋ, ୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୯ ଦିନ ଧରୀ ଜାରି ରହିଛି। ଏଭଳି ସ୍ଥଳେ ବାର୍ତ୍ତାକାର ଡେଭିଡ ଆରକାମିଆ ୟୁକ୍ରେନ ଟେଲିଭିଜନ ଚ୍ୟାନେଲକୁ କହିଛନ୍ତି ଯେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ରୁଷିଆର ରାଷ୍ଟ୍ରପତି…
୧୨୨ ବର୍ଷରେ ସବୁଠୁ ଉତ୍ତପ୍ତ ମାର୍ଚ୍ଚ
ନୂଆଦିଲ୍ଲୀ,୩।୪: ଭାରତରେ ଚଳିତବର୍ଷ ମାର୍ଚ୍ଚରେ ତାପମାତ୍ରା ୧୨୨ ବର୍ଷର ରେକର୍ଡ ଭାଙ୍ଗିଛି। ୧୯୦୧ ମସିହା ପରଠାରୁ ଗତ ମାର୍ଚ୍ଚ ସବୁଠୁ ଉତ୍ତପ୍ତ ମାସ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) କହିଛି। ଏହି ମାସରେ ହାରାହାରି ତାପମାତ୍ରା ୩୩.୧ ଡିଗ୍ରୀ ସେଲ୍ସିୟସ୍…
ଓଡ଼ିଶାର ବ୍ୟବସାୟିକ ପରିବେଶ ଶ୍ରେଷ୍ଠ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩।୪(ବ୍ୟୁରୋ): ଓଡ଼ିଶାର ବ୍ୟବସାୟିକ ପରିବେଶ ବ୍ୟବସ୍ଥା ଭାରତରେ ସର୍ବୋତ୍ତମ। ଆମ ରାଜ୍ୟରେ ଚାକିରି ସୃଷ୍ଟି କରୁଥିବା ବ୍ୟକ୍ତିବିଶେଷଙ୍କୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ ଜାରି ରଖିବୁ। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ଭୁବନେଶ୍ୱରସ୍ଥିତ ସ୍ବସ୍ତି…
ଇସଲାମାବାଦରେ ୧୪୪ ଧାରା ଜାରି
ଇସଲାମାବାଦ,୩ ।୪: ରବିବାର ପାକିସ୍ତାନ ଭବିଷ୍ୟତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ପାକିସ୍ତାନ ସଂସଦରେ ଦେଶର ବଜିର-ଏ-ଆଜମ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହେବ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦଳ ନିଜ ଷ୍ଟାଣ୍ଡରେ…
Archives


