Home Middle

ଭାଜପା କର୍ମୀଙ୍କୁ କାହିଁକି ଚାକିରି ଦେବି ? ଅଗ୍ନିପଥ ଯୋଜନା ନେଇ ମମତାଙ୍କ ଉତ୍ତର…

କୋଲକାତା, ୨୯।୬ : ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ବିରୋଧ ଜାରି ରହିଛି। ଏହି ଯୋଜନା ବିରୋଧରେ ବିରୋଧୀ ଦଳ ନିରନ୍ତର ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଏନେଇ ଘେରିବା ଆରମ୍ଭ…

ଗଳାକାଟି ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ…

ବିଜାପୁର, ୨୯।୬ : ଛତିଶଗଡର ବିଜାପୁର ଜିଲାରେ ମାଓବାଦୀ ବର୍ବର କାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ଏକ ମାଓପ୍ରବଣ ଗାଁର ସରପଞ୍ଚଙ୍କୁ ତୀକ୍ଷ୍‌ଣ ଅସ୍ତ୍ରରେ ଗଳା କାଟି ହତ୍ୟା କରିଛନ୍ତି। ପୋଲିସ ଇନଫରମର ସନ୍ଦେହରେ ମାଓବାଦୀମାନେ ଏହି ଘଟଣା ଘଟାଇ ଛନ୍ତି। ୧୨ରୁ…

ଉଦୟପୁର ହତ୍ୟାକାଣ୍ଡରେ ପାକିସ୍ତାନୀ ସଂଗଠନ ସମ୍ପୃକ୍ତି ନେଇ ତଦନ୍ତ ଜାରି, ୩୨ ଅନ୍‌ଲାଇନ୍‌ ପାଠ୍ୟକ୍ରମରେ ଜେହାଦୀ ତାଲିମ୍‌ …

ନୂଆଦିଲ୍ଲୀ, ୨୯।୬ : ଉଦୟପୁର ହତ୍ୟାକାଣ୍ଡର ପାକିସ୍ତାନୀ ସଂଗଠନର ସମ୍ପୃକ୍ତି ଏବେ ସାମ୍ନାକୁ ଆସିଛି। କୁହାଯାଉଛି ଯେ ଟେଲର କହ୍ନେୟାଙ୍କ ଗଳା କାଟିଥିବା ଉଭୟ ଅଭିଯୁକ୍ତ ପାକିସ୍ତାନର ଦାୱତ-ଇ-ଇସଲାମି ସଂଗଠନ ସହ ଜଡିତ ଥିଲେ। ଏହି ସଂଗଠନ ୧୦୦ରୁ ଅଧିକ ଦେଶରେ…

ଜାତିସଂଘରେ ଭାରତ ସୀମାରେ ଅସ୍ତ୍ରଶସ୍ତ୍ର ଚୋରା କାରବାର ପ୍ରସଙ୍ଗ…

କେନେଭା/ନୂଆଦିଲ୍ଲୀ, ୨୯।୬ : ଭାରତ ସୀମାରେ ହେଉଥିବା ଚୋରା ଅସ୍ତ୍ରଶସ୍ତ୍ର କାରବାର ପ୍ରସଙ୍ଗ ଜାତିସଂଘରେ ଉପସ୍ଥାପନ କରାଯାଇଛି। ପ୍ରତିବର୍ଷ ଅନ୍ତ୍ରଜାର୍ତୀୟ ସୀମାରେ ଚୋରା କାରବାର ହେଉଥିବା ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଉଛି। ଭାରତରେ ଏକ କଡ଼ା ଆଇନ ଥିବା ସତ୍ତ୍ୱେ ଅସ୍ତ୍ରଶସ୍ତ୍ର…

ଉଦ୍ଧବଙ୍କ ପାଇଁ ଅଗ୍ନି ପରୀକ୍ଷା, ଗୁରୁବାର ହୋଇପାରେ ଫ୍ଲୋର ଟେଷ୍ଟ୍‌…

ମୁମ୍ବାଇ, ୨୯।୬ : ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ଏକ ନୂଆ ମୋଡ଼ ଆଡକୁ ଗତି କରୁଛି । ଗୋଟିଏ ପଟେ ସରକାର ଗଠନ ପାଇଁ ଭାଜପାର ଯୋଜନା ଜୋରଦାର ହେବାରେ ଲାଗିଛି। ଅନ୍ୟ ପଟେ ଏକନାଥ ସିନ୍ଧେ ଦଳର ବିଧାୟକମାନଙ୍କ ସହିତ…

୯୯ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା, ୮୭ ପ୍ରତିଶତ କୋଟିପତି…

ନୂଆଦିଲ୍ଲୀ, ୨୮।୬ : ଦେଶର ୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୭ ପ୍ରତିଶତ ହେଉଛନ୍ତି କୋଟିପତି। ଏଡିଆର୍‌ ନ୍ୟାଶନାଲ ଇଲେକ୍ସନ ୱାଚ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ। ରାଜ୍ୟ ସଭାର…

୩ ଲକ୍ଷ ନାଟୋ ସୈନ୍ୟଙ୍କୁ ହାଇ ଆଲର୍ଟ, ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇଲା…

ମାଦ୍ରିଦ୍‌, ୨୮।୬ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଏହାର ୩ ଲକ୍ଷ ସୈନିକଙ୍କୁ ହାଇ ଆଲର୍ଟରେ ରଖିବାକୁ ଯାଉଛି। ନାଟୋ ସେକ୍ରେଟେରୀ ଜେନେରାଲ ଜେନ୍ସ ଷ୍ଟୋଲଟେନ୍ବର୍ଗ ଏହା…

ଅଶାନ୍ତ ରାଜସ୍ଥାନ, ୮ ବର୍ଷରେ ୩୩୦୦ରୁ ଅଧିକ ହିଂସା, ୮୧ ସାମ୍ପ୍ରଦାୟିକ…

ଜୟପୁର, ୨୮।୬ : ରାଜସ୍ଥାନର ଉଦୟପୁରରେ ଘଟିଥିବା ବର୍ବର ହତ୍ୟା ଯୋଗୁ ଉତ୍ତେଜନା ସୃଷ୍ଟି ହୋଇଛି। ଜିଲା ପ୍ରଶାସନ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦେଇଛି। ଗତ ୩ ମାସରେ ରାଜ୍ୟରେ ଏହା ଚତୁର୍ଥ ଘଟଣା। ୨୦୧୩ଠାରୁ…

ମୋର୍ଗାନ ଯୁଗ ଶେଷ

ଲଣ୍ଡନ,୨୮।୬: ସମସ୍ତ ଚର୍ଚ୍ଚାରେ ଲାଗିଲା ପୂର୍ଣ୍ଣଚ୍ଛେଦ। ଅନ୍ତର୍ଜାତୀୟ କ୍ରିକେଟକୁ ଅଲ୍‌ବିଦା କହିଲେ ଇଂଲଣ୍ଡର ବିଶ୍ୱକପ୍‌ ବିଜେତା ଅଧିନାୟକ ଇଓନ ମୋର୍ଗାନ। ମଙ୍ଗଳବାର ସେ ସମସ୍ତ ଫର୍ମାଟରୁ ଅବସର ନେଇ ଘୋଷଣା କରିଛନ୍ତି। ୩୫ ବର୍ଷୀୟ ଏହି କ୍ରିକେଟର ଫର୍ମ ଏବଂ ଫିଟ୍‌ନେସ…

ଟସ୍‌ ଜିତିଲା ଭାରତ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…

ଡବଲିନ୍‌, ୨୮।୬ : ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ମଙ୍ଗଳବାର ଡବଲିନ୍‌ରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

ମାଳଦ୍ୱୀପରେ ଇଣ୍ଡିଆ ଆଉଟ୍‌ ଅଭିଯାନ ବନ୍ଦ…

ମାଲେ, ୨୮।୬ : ମାଲଦ୍ୱୀପର ସଂସଦ ଜୁନ ୨୭ରେ ଇଣ୍ଡିଆ ଆଉଟ ଅଭିଯାନ ସମେତ ମାଳଦ୍ୱୀପର କୂଟନୈତିକ ସ୍ବାର୍ଥକୁ କ୍ଷତି ପହଞ୍ଚାଉଥିବା ଅପରାଧକୁ ଅପରାଧୀକରଣ କରିବା ପାଇଁ ଆଇନରେ ସଂଶୋଧନକୁ ଅନୁମୋଦନ କରିଛି। ଏହାର ସପକ୍ଷରେ ଭୋଟ ଦେଇ ସଂସଦରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?