Home Middle

ଶେଷ ପାଉଣା ବାବଦରେ ପାଇଥିଲେ ୩୦ ହଜାର ଟଙ୍କା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଶେଷ ପାଉଣା ଥିଲା ୩୦ ହଜାର ଟଙ୍କା। କଟକର ଏଲ୍‌ଟି ପ୍ରଡକ୍ସନ ତରଫରୁ ଏକ ଫିଲ୍ମ ବାବଦକୁ ଅଭିନେତା ରାଇମୋହନ ପରିଡ଼ାଙ୍କୁ ମିଳିଥିଲା ଏହି ଟଙ୍କା। ଗୁରୁବାର ସଂସ୍ଥାର ମୁଖ୍ୟ ନିଜେ ରାଇମୋହନଙ୍କ ଘରକୁ ଯାଇ ଏହି ଟଙ୍କା ଦେଇଥିବା…

ମୁଖ୍ୟମନ୍ତ୍ରୀ ପଦ-କ୍ଷମତା ଲୋଭ ନାହିଁ, କିନ୍ତୁ ଜିଦ୍‌ରେ ମୁଁ ଅଟଳ, କହିଲେ ଉଦ୍ଧବ…

ମୁମ୍ବାଇ, ୨୪।୬ : ମହାରାଷ୍ଟ୍ରର ଦ୍ରୁତ ପରିବର୍ତ୍ତନଶୀଳ ଘଟଣାକ୍ରମ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପଦବୀରେ ତାଙ୍କର କୌଣସି ମୋହ ନାହିଁ। କିନ୍ତୁ ସେ ଏହା ମଧ୍ୟ କହିଛନ୍ତି ଯେ ଏହି ପଦବୀରେ ରହିବା ପାଇଁ ସେ…

ଭୋକରେ ପ୍ରତିଦିନ ୨୫ ହଜାର ଲୋକଙ୍କ ଜୀବନ ଯାଉଛି, ଜାତିସଂଘ ରିପୋର୍ଟ…

ଜେନେଭା, ୨୪।୬ : ମିଳିତ ଜାତିସଂଘ ଦ୍ୱାରା ପ୍ରକାଶିତ ସର୍ବଶେଷ ରିପୋର୍ଟ ଅନୁଯାୟୀ, ଭୋକ ଉପାସ କାରଣରୁ ସାରା ବିଶ୍ୱରେ ପ୍ରତିଦିନ ୨୫ ହଜାର ଲୋକଙ୍କ ମୃତ୍ୟୁ ଘଟୁଛି। ସେଥିମଧ୍ୟରୁ ସର୍ବାଧିକ ସଂଖ୍ୟକ ଶିଶୁ ଅଛନ୍ତି। ଜାତିସଂଘର ରିପୋର୍ଟରେ କୁହାଯାଇଛି ଯେ…

ମିଶନ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କଲା ଭାଜପା…

ନୂଆଦିଲ୍ଲୀ, ୨୪।୬ : ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବଡ଼ ବିଜୟ ପରେ ଭାଜପା ପକ୍ଷରୁ ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିବାକୁ ରୋଡ ମ୍ୟାପ ପ୍ରସ୍ତୁତ କରାଯାଇଛି। ମିଶନ ୨୦୨୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପିକୁ…

ଆତ୍ମହତ୍ୟା କଲେ ବରିଷ୍ଠ ଅଭିନେତା ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ା ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ଏହି ଖବର ଜଣାପଡିବା ପରେ ଓଲିଉଡ୍‌ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତେବେ ଆତ୍ମହତ୍ୟାର…

ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ…

ନୂଆଦିଲ୍ଲୀ, ୨୪।୬ : ଭାଜପା ନେତୃତ୍ୱାଧୀନ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସଂସଦ ଭବନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ…

ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ, ଦୋଷୀଙ୍କୁ ଛଡ଼ା ଯିବନି, କହିଲେ ଡିଜି…

ଲକ୍ଷ୍ନୌ, ୨୪।୬ : ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ହୋଇଥିବା ହିଂସାକୁ ନେଇ ଉତ୍ତରପ୍ରଦେଶରେ ପୋଲିସ ବିଭାଗ ପକ୍ଷରୁ ସତର୍କକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାରର ଜୁମା ନମାଜ ପାଠକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଫୋର୍ସ…

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା ଚାମ୍ବରରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ…

ଜାକିଆଙ୍କୁ ସୁପ୍ରିମ୍‌ କୋର୍ଟରେ ଝଟ୍‌କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍‌ ଚିଟ୍‌ ଦେବା ମାମଲା ଖାରଜ…

ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ ପିଟିଶନ ଦାଖଲ କରିଥିବା ଜାକିଆ ଜାଫ୍ରିଙ୍କୁ ଶୁକ୍ରବାର ଶୀର୍ଷକୋର୍ଟଙ୍କ ପକ୍ଷରୁ ବଡ଼ ଝଟ୍‌କା ଲାଗିଛି।…

ବିଶ୍ୱ କପ ଫୁଟବଲରେ ରୋମାନ୍ସ ମନା, ଉଲ୍ଲଂଘନ କଲେ ୭ ବର୍ଷ ଜେଲ…

ଦୋହା, ୨୪।୬ : ଚଳିତ ବର୍ଷ ନଭେମ୍ବରରେ ଆରବ ଦେଶ କାତାରରେ ଫିଫା ଫୁଟବଲ ବିଶ୍ୱକପ ୨୦୨୨ ଆୟୋଜିତ ହେଉଛି। ଏହି ସମୟ ମଧ୍ୟରେ, ବିଶ୍ୱର ବହୁ ସଂଖ୍ୟକ ଫୁଟବଲ ପ୍ରେମୀ ଏଠାରେ ପହଞ୍ଚିବେ। ତେବେ ଏଠାରେ ଫିଫା ବିଶ୍ୱକପ ଫୁଟବଲ…

ତିହାରରୁ ଫୋନ୍‌ କରିପାରିବେନି କୁଖ୍ୟାତ ଅପରାଧି, ହାଇ ରିସ୍କ୍‌ ଓ୍ବାର୍ଡରେ ଲାଗିବ ଜାମର…

ନୂଆଦିଲ୍ଲୀ, ୨୪।୬ : ତିହାରରେ ଅପରାଧିଙ୍କ ପାଖରେ ମୋବାଇଲ ଫୋନର ନିରନ୍ତର ଉପଲବ୍ଧତା ଯୋଗୁଁ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। ସମ୍ପ୍ରତି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କ ଉପରେ ପଞ୍ଜାବୀ ଗାୟକ ସିଦ୍ଧୁ ମୋସୱାଲାଙ୍କୁ ଜେଲରୁ ହତ୍ୟା କରିବାର ଷଡଯନ୍ତ୍ର…

ଘନେଇଲା ସଙ୍କଟ, ୧୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?