Home Middle

ନବୀନଙ୍କ ସହ କଥା ହେଲେ ନଡ୍ଡା

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ସଭାପତି ଜେ.ପି ନଡ୍ଡା କଥା ହୋଇଥିବା ନବୀନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ ନେଇ ନଡ୍ଡା ନବୀନଙ୍କ ସହ କଥା ହୋଇଛନ୍ତି। ନାମାଙ୍କନପତ୍ରରେ ପ୍ରସ୍ତାବକ ରହିବେ ବିଜେଡିର…

ଯଦି କିଙ୍ଗ୍‌ ହୁଅନ୍ତି କିଙ୍ଗ୍‌ ମେକର, ସଫଳ ହେବା କଷ୍ଟକର…

ମୁମ୍ବାଇ, ୨୩।୬ : ଭାରତୀୟ ରାଜନୀତିରେ କିଙ୍ଗ୍‌ ଏବଂ କିଙ୍ଗ୍‌ ମେକରଙ୍କର ଲମ୍ବା କାହାଣୀ ଅଛି। ଅନେକ ମହାନ ବ୍ୟକ୍ତିତ୍ୱ କିଙ୍ଗ୍‌ ମେକର ଥିଲେ, କିନ୍ତୁ କେବେ କିଙ୍ଗ୍‌ ହୋଇ ନଥିଲେ। ଯେଉଁମାନେ ଏଭଳି କିଙ୍ଗ୍‌ ହେବାକୁ ଉଦ୍ୟମ କରିଥିଲେ, ସେମାନେ…

ଡାଇବେଟିସ୍‌ ଆକ୍ରାନ୍ତଙ୍କ ପାଇଁ ଆଡଭାଇଜରୀ ଜାରି, ମେଟଫର୍ମିନ ସେବନ କରୁଥିବା ବ୍ୟକ୍ତି ଯାଞ୍ଚ୍‌ କରନ୍ତୁ ବି-୧୨ସ୍ତର…

ଲଣ୍ଡନ, ୨୩।୬ : ଡାଇବେଇଟିସ୍‌ ସମସ୍ୟା ଭୋଗୁଥିବା ଲୋକେ ଯେଉଁମାନେ ନିୟମିତ ଭାବରେ ମେଟଫର୍ମିନ ଟାବଲେଟ ନିଅନ୍ତି, ସେମାନଙ୍କ ଭିଟାମିନ ବ-୧୨ ସ୍ତରକୁ ନିୟମିତ ବ୍ୟବଧାନରେ ଯାଞ୍ଚ କରିବା ଉଚିତ। ବ୍ରିଟେନର ସ୍ବାସ୍ଥ୍ୟ ଏଜେନ୍ସି ପକ୍ଷରୁ ଏନେଇ ଏକ ଆଡଭାଇଜରୀ ଜାରି…

ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି। ଏମ୍‌ସିଏଲ…

ଉହାନ ଲ୍ୟାବ୍‌ରୁ ଲିକ୍‌ ହୋଇ ଥାଇପାରେ କରୋନା ଭାଇରସ୍‌, ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଦେଲେ ସୂଚନା…

ଜେନେଭା, ୨୩।୬ : ଚାଇନାରୁ କରୋନା ଭାଇରସ ଉତ୍ପତ୍ତି ନେଇ କରାଯାଉଥିବା ଦୋଷାରୋପରୁ ଦୂରେଇ ରଖିବାକୁ କରିବାକୁ ଡବ୍ଲୁଏଚଓ ସର୍ବଦା ଏଡ଼ାଇ ଆସିଥିଲା। ଡବ୍ଲୁଏଚଓ ଏଥିପାଇଁ ଚାଇନାକୁ ସିଧାସଳଖ ଦାୟୀ କରି ନାହିଁ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହା ପ୍ରଥମ ଥର…

ଲଣ୍ଡନରେ ମିଳିଲା ପୋଲିଓ ଭାଇରସ୍‌, ଡବ୍ଲୁଏଚଓ ଜାରି କଲା ସତର୍କ ସୂଚନା…

ଜେନେଭା, ୨୩।୬ : ଲଣ୍ଡନର ଏକ ସିଓ୍ବେଜ ନମୁନାରେ ପୋଲିଓ ଭାଇରସ ଚିହ୍ନଟ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏବଂ ବ୍ରିଟିଶ ସ୍ବାସ୍ଥ୍ୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଏଥିସହ ଏହି ଘଟଣାର ତଦନ୍ତ ଜାରି ରହିଛି ବୋଲି ସ୍ବାସ୍ଥ୍ୟ…

ସ୍ଥିତି ଅଣାୟତ୍ତ ମୁହାଁ, ଦୈନିକ ସଂକ୍ରମଣ ୧୩ ହଜାର ଟପିଲା…

ନୂଆଦିଲ୍ଲୀ, ୨୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଦିଆଯିବ କରୋନା ଟିକାର ଚତୁର୍ଥ ଡୋଜ୍‌…

କୋପେନହେଗେନ, ୨୩।୬ : ପୃଥିବୀରେ ପ୍ରାୟ ୩ ବର୍ଷ ଧରି କରୋନା ମହାମମାରୀ ସଂକ୍ରମଣ ଜାରି ରହିଛି। କରୋନା ଭାଇରସରୁ ରକ୍ଷା ପାଇବା ପାଇଁ କୋଭିଡ -୧୯ ଟିକା ପ୍ରୟୋଗ କରାଯାଉଛି। କିନ୍ତୁ ଏହା ମଧ୍ୟ ଅଧିକ ସମୟ କାମ କରୁନାହିଁ…

ଋଣ ପରିଶୋଧ ପାଇଁ ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଚାଇନାକୁ ହସ୍ତାନ୍ତର କରିବାକୁ ପାକିସ୍ତାନର ଯୋଜନା…

ଇସଲାମାବାଦ୍‌, ୨୩।୬ : ଚାଇନାର ଋଣ ବୋଝରେ ପୋତି ହୋଇଥିବା ପାକିସ୍ତାନ ଅର୍ଥନୈତିକ ସଙ୍କଟ ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଏହି ଋଣରୁ ମୁକ୍ତି ପାଇବା ପାଇଁ ପାକିସ୍ତାନର ବେଆଇନ ଦଖଲରେ ଥିବା ପାକ୍‌ ଅଧିକୃତ କାଶ୍ମୀରର ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ଅଞ୍ଚଳକୁ…

ଜିସାଟ୍‌-୨୪ର ସଫଳ ଉତ୍‌କ୍ଷେପଣ…

ଫ୍ରେଞ୍ଚ ଗୁଏନା, ୨୩।୬ : ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ଦ୍ୱାରା ନିର୍ମିତ ଜିସାଟ୍‌-୨୪ ଉପଗ୍ରହକୁ ଦକ୍ଷିଣ ଆମେରିକାର ଫ୍ରେଞ୍ଚ ଗୁଏନା କୋଏରୋରୁ ଗୁରୁବାର ଫ୍ରାନ୍ସର କମ୍ପାନୀ ଆରିୟାନସ୍ପେସ ଦ୍ୱାରା ସଫଳତାର ସହିତ ଉତ୍‌କ୍ଷେପଣ କରାଯାଇଛି। ଜିସାଟ୍‌-୨୪ ହେଉଛି ଏକ…

ଉଦ୍ଧବଙ୍କ ବିରୋଧରେ ଇଡି ଯାଞ୍ଚ୍‌ ଦାବି, ହାଇକୋର୍ଟରେ ପିଟିଶନ…

ମୁମ୍ବାଇ, ୨୩।୬ : ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ଭାରତୀୟ ଜନତା ପାର୍ଟି ନେତା କିରିଟ ସୋମେୟା ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସମ୍ପତ୍ତି ବିରୋଧରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରିଛନ୍ତି। ଏହା ମାଧ୍ୟମରେ…

ଚାରଧାମ ଯାତ୍ରା: ୪୬ ଦିନରେ ଗଲାଣି ୧୭୫ ପ୍ରାଣୀଙ୍କ ଜୀବନ

ଋୁଦ୍ରପ୍ରୟାଗ,୨୩ ।୬: କେଦାରନାଥ ଯାତ୍ରାରେ ପ୍ରାଣୀଙ୍କ ମୃତ୍ୟୁ ଲଗାତାର ଜାରି ରହିଛି । କଥା କହିପାରୁ ନ ଥିବା ଏହି ପ୍ରାଣୀ ମାଲିକଙ୍କ ପଟେକ ଭରିବା ପରେ ମୃତ୍ୟୁ କୋଳକୁ ଚାଲିଯାଉଥିଲେ ବି ଏଥିପ୍ରତି ଯେମିତି କାହାର ନଜର ନାହିଁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?