Home Middle

୨୮ରୁ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆସନ୍ତା ୨୮ରୁ ରାଜ୍ୟରେ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲିବ। ଏନେଇ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗୀୟ ସଚିବ ସମସ୍ତ ଜିଲାପାଳଙ୍କୁ ଏନେଇ ଚିଠି ଲେଖିଛନ୍ତି। ଅଙ୍ଗନଓ୍ବାଡ଼ି ଖୋଲିବା ନେଇ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି…

ଶହେ ପ୍ରଦୂଷିତ ସହର ମଧ୍ୟରେ ଭାରତର ୬୩

ନୂଆଦିଲ୍ଲୀ, ୨୩ା୩: ଦେଶରେ ତିନି ବର୍ଷ ଧରି ବାୟୁ ଗୁଣବତ୍ତା ବୃଦ୍ଧିରେ ବ୍ରେକ୍‌ ଲାଗିଛି। ଭାରତରେ ପ୍ରଦୂଷଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ୨୦୨୧ରେ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ହୋଇଛି। ଏହାବାଦ୍‌ ଦୁନିଆର ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ…

୨୪ରେ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୨ା୩(ବ୍ୟୁରୋ)-ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମରେ ମଙ୍ଗଳବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ନିର୍ବାଚନରେ ମେୟର ଓ ଅଧ୍ୟକ୍ଷ ପଦବୀ ପାଇଁ ୫୬୯, କର୍ପୋରେଟର ଓ କାଉନସିଲର ପଦବୀ ପାଇଁ ୫୮୪୨ ଜଣ ପ୍ରାର୍ଥୀ…

ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ କେନ୍ଦ୍ରାଞ୍ଚଳ…

ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୨୨।୩: ଦେଶବାସୀଙ୍କ ଉପରେ ପୁଣି ମହଙ୍ଗା ମାଡ଼। ୧୪.୨ କେଜି ଘରୋଇ ସିଲିଣ୍ଡର ଦାମ  ୫୦ ଟଙ୍କା ବୃଦ୍ଧି ପାଇଛି। ସୋମବାର ମଧ୍ୟ ରାତିରୁ ଏହି ନୂଆ ଦର ଲାଗୁ ହୋଇଛି। ଶେଷ ଥର ପାଇଁ ଅକ୍ଟୋବର ୬ରେ ଘରୋଇ ସିଲିଣ୍ଡର…

ବଢୁଛି ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା

ମସ୍କୋ/ୱାଶିଂଟନ,୨୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଲଗାତାର ଭାବେ ଆକ୍ରମଣ କରି ଚାଲିଛି । ଏଥିରେ ହଜାର ହଜାର ୟୁକ୍ରେନ୍ ନାଗରିକଙ୍କ ମୃତ୍ୟୁ ହେବା ସହ ବଡ ବଡ ସହର ସବୁ ଧ୍ୱଂସ ପାଇ ଗଲାଣି । ରୁଷିଆର ଏହି ଆକ୍ରମଣକୁ…

ନାଟୋ ଆମକୁ ଗ୍ରହଣ କରିବ କି ନା ଖୋଲାଖୋଲି ଭାବେ କହୁ: ଜେଲେନ୍‌ସ୍କି

କ୍ୱିଭ୍‌,୨୨ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହେବାକୁ ଯାଉଛି । ଏବେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ଏକ ବୟାନ ଚର୍ଚ୍ଚାକୁ ଆସିଛି । ସେ କହିଛନ୍ତି ନାଟୋ ଖୋଲାଖୋଲି ଭାବେ କହୁ ସେ ୟୁକ୍ରେନକୁ ଗ୍ରହଣ କରିବାକୁ…

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମି

ଡେରାଡୁନ,୨୧।୩: ବିଧାନସଭା ନିର୍ବାଚନର ଫଳାଫଳ ପରେ ଉତ୍ତରାଖଣ୍ଡରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଲାଗିରହିଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁଷ୍କର ସିଂହ ଧାମି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା…

ଚାଇନାରେ ବଡ଼ ଧରଣର ବିମାନ ଦୁର୍ଘଟଣା

ବେଜିଂ,୨୧।୩: ଚାଇନାରେ ସୋମବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ଚାଇନାର ଇଷ୍ଟର୍ନ ପାସେଞ୍ଜର ଜେଟ ବିମାନ ଚାଇନାର ଦକ୍ଷିଣପଞ୍ଚିମ ଅଞ୍ଚଳରେ ଖସି ପଡ଼ିଛି। କିନ୍ତୁ ଏପର୍ଯ୍ୟନ୍ତ ମୃତାହତଙ୍କ ସଂଖ୍ୟା ଜଣା ପଡ଼ିନାହିଁ। ଦୁର୍ଘଟଣା…

ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା: ୬ ଗିରଫ

ପୁରୀ ଅଫିସ,୨୧ା୩: ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁରୀ ପୋଲିସ। ହତ୍ୟା ଅଭିଯୋଗରେ ସୋମବାର ୬ ଜଣଙ୍କୁ ଗିରଫ କରାଯାଇଥିବା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ଅଭିଯୁକ୍ତମାନଙ୍କ ମଧ୍ୟରୁ ମୁଖ୍ୟ ଷଡ଼ଯନ୍ତ୍ରକାରୀ କାଳିଆ ସିଂହାରୀ ଏବଂ…

ଭାରତରେ ଚତୁର୍ଥ ଲହର ହେବନି ଗୁରୁତର, ବିଶେଷଜ୍ଞଙ୍କ ସୂଚନା…

ନୂଆଦିଲ୍ଲୀ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଅନ୍ୟ କେତେକ ଦେଶରେ ମଧ୍ୟ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୟୁରୋପରେ…

ପେଟ୍ରୋଲ ପମ୍ପ୍‌ରୁ ୨୦ ଲକ୍ଷ ଲୁଟ୍‌

କେନ୍ଦୁଝର,୨୧ା୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ପଦ୍ମପୁର ଅନ୍ତର୍ଗତ ଏକ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ବନ୍ଧୁକ ଦେଖାଇ ସୋମବାର ୨୦ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେଲ ପକାଇବା ବାହାନାରେ ଆସି ୬ ଦୁର୍ବୃତ୍ତ ଏହି ଲୁଟ୍‌ କରିଛନ୍ତି। ସୂଚନାନୁସାରେ, ସକାଳୁ ପଦ୍ମପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri